ମେଟ୍ରୋ

ମ୍ୟାଜିକ୍‌ କରିବ ମୟୂରଭଞ୍ଜ: ପାଣ୍ଡିଆନ

ଭୁବନେଶ୍ୱର(ଅନିଲ ଦାସ)/ ବାରିପଦା (ନୀଳାଦ୍ରି ଦଣ୍ଡପାଟ), ୨୦।୧୨: ବିରୋଧୀଙ୍କୁ ଆଦୌ ଟାର୍ଗେଟ ନ କରି ମୟୂରଭଞ୍ଜରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଦୁଇ ଚାରିଟି ଶବ୍ଦରେ ଜିଣିନେଲେ ମୟୂରଭଞ୍ଜବାସୀଙ୍କ ମନ। ଏ ସରକାର ବିଜେଡି…

ଡରାଇଲାଣି କରୋନା: ଥଣ୍ଡା, ଜ୍ୱର କାଶ ହେଲେ ଟେଷ୍ଟ କରନ୍ତୁ

ଭୁବନେଶ୍ୱର,୧୯।୧୨: ପୁଣି ଥରେ କରୋନା ଚିନ୍ତା ବଢ଼ାଇଲାଣି । କରୋନାର ସବ୍‌ଭ୍ୟାରିଏଣ୍ଟ ଜେଏନ୍‌ ୧ କର୍ନାଟକ ଓ କେରଳରେ ଠାବ ହେବା ପରେ ପୁଣି ଭୟ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସବୁ ରାଜ୍ୟ ପାଇଁ ସତର୍କ ସୂଚନା…

ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଜଳିଗଲା କାର

ଭୁବନେଶ୍ୱର,୧୮।୧୨(ସୂର୍ଯ୍ୟକାନ୍ତ ବେହେରା) ଶହୀଦନଗର ଥାନା ଅନ୍ତର୍ଗତ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସର ପାଠାଗାର ସାମ୍ନାରେ ଥିବା କାର୍‌ ଜଳିଯାଇଛି। ଏହା ଦେଖି ଚାଳକ ସଙ୍ଗେ ସଙ୍ଗେ ଓହ୍ଲାଇପଡିବାରୁ ବଡ ଧରଣର ବିପଦରୁ ବର୍ତ୍ତିଯାଇଛନ୍ତି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ବ୍ୟାଟେରୀରୁ…

ଭିଏଲ୍‌ଡବ୍ଲ୍ୟୁଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୧୨ (ସତ୍ୟଜିତ୍‌ ରାଉତ): ଇନ୍ଦିରା ଆବାସର ବିଲ୍‌ କରିଦେବାକୁ ଲାଞ୍ଚ ନେବା ମାମଲାରେ ଭୁବନେଶ୍ୱର ଅତିରିକ୍ତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ଥିବା ବର୍ତ୍ତମାନର ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ର ଭିଏଲ୍‌ଡବ୍ଲ୍ୟୁ ଅଶୋକ କୁମାର ପାଟସାଆଣୀ ଦୋଷୀ…

ବିଫଳତା ହିଁ ସଫଳତା ବାଟ ଦେଖାଇବ: କପିଳ ଦେବ

ଭୁବନେଶ୍ୱର, ୧୯।୧୨(ଅସମାପିକା ସାହୁ): ସବୁ କ୍ଷେତ୍ରରେ ସଫଳ ଓ ବିଫଳ ଅଛି। ବିଫଳ ହେଲେ କେବେ ପଛଘୁଞ୍ଚା ହେବ ନାହିଁ। ତାହା ତୁମକୁ ସଫଳତା ପାଇଁ ବାଟ ଦେଖାଇବ ବୋଲି ପୂର୍ବତନ ଭାରତୀୟ କ୍ରିକେଟର ପଦ୍ମଭୂଷଣ କପିଳ ଦେବ କହିଛନ୍ତି। ସୋମବାର…

ଚେଇଁ ଶୋଇଥିବ ଯିଏ ତାକୁ ଉଠାଇବ କିଏ: ପାଣ୍ଡିଆନ

ଭୁବନେଶ୍ୱର (ଅନିଲ ଦାସ)/ କେନ୍ଦ୍ରପଡ଼ା (ଜଗନ୍ନାଥ ଧଳ),୧୯ା୧୨: ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇ ହେବ। କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ସେମାନଙ୍କ ପାଇଁ କିଛି କରିହେବ ନାହିଁ। ରାଜ୍ୟର ବିକାଶ ବିରୋଧୀଙ୍କ ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରି ଏମିତି…

ମାଛ ଗାଡ଼ିରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୧୨(ସୂର୍ଯ୍ୟକାନ୍ତ ବେହେରା): ମାଛ ବୁହା ପିକ୍‌ଅପ୍‌ରେ ବାଲେଶ୍ୱରରୁ ବେଆଇନ ଭାବେ ବ୍ରାଉନସୁଗାର ଚାଲାଣ ହେଉଛି । ଖୋର୍ଦ୍ଧାକୁ ଚୋରା ଚାଲାଣ ବେଳେ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ଭୁବନେଶ୍ୱର ସିଆର୍‌ପି ଛକ ଫ୍ଲାଏ ଓଭର ଉପରୁ ୬୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ସହ…

ଖାଲି ସ୍ଥାନରେ ଅଳିଆ ଢାଳୁଛି ବିଏମ୍‌ସି

ଭୁବନେଶ୍ୱର,୧୮।୧୨(ବନ୍ଦନା ସେଠୀ): ଘର ଆଗରେ ଅଳିଆ ପଡ଼ିବନି, ବିଏମ୍‌ସି ଗାଡ଼ି ଆସି ଘରୁ ଅଳିଆ ସଂଗ୍ରହ କରିବ। ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ ନିଜ ଆଖପାଖ ୫ମିଟର ପରିମିତ ଅଞ୍ଚଳକୁ ସଫା ରଖିବା ସହ ୨ଟି ଲେଖାଏ ଡଷ୍ଟବିନ୍‌ ରଖିବେ। କେହି ଯଦି…

‘ସାହିତ୍ୟର ମୌଳିକତା ଫେସ୍‌ବୁକ୍‌ ନଷ୍ଟ ନ କରୁ’

କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପାଇଁ କବି ଡିଲେଶ୍ୱର ରଣା ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ଧଅଁରାମାଲ ଗ୍ରାମରେ ଜନ୍ମିତ ଡିଲେଶ୍ୱର ସ୍ବରଚିତ ପୁସ୍ତକ ‘ସେଁର୍‌ରା’ ନିମନ୍ତେ ଏହି ପୁରସ୍କାର ପାଇବେ। ସମ୍ପ୍ରତି ସେ ଭବାନୀପାଟଣାସ୍ଥିତ କୁଟେନପଦର ପ୍ରାଥମିକ ବିଦ୍ୟାଳୟରେ…

୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର, ୧୮।୧୨(ଅନୁରାଧା ମହାରଣା): ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ଥଣ୍ଡା ବଢୁଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୧ ସହରରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। କନ୍ଧମାଳ ଜିଲାରେ ଥଣ୍ଡାର ସର୍ବାଧିକ ପ୍ରଭାବ…

ମାଗଣା ସିଭିଲ ସର୍ଭିସ କୋଚିଂ ଭେଳିକି

ଭୁବନେଶ୍ୱର,୧୮।୧୨(ଅସମାପିକା ସାହୁ): ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ପରୀକ୍ଷାରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ହାର କମ୍‌ ରହୁଛି। ଏଥିରେ କିପରି ଅଧିକରୁ ଅଧିକ କୃତକାର୍ଯ୍ୟ ହାସଲ କରିବେ ସେଥିପାଇଁ ରାଜ୍ୟ ସରକାର କଲେଜରୁ ଆଇଏଏସ୍‌ କୋଚିଂ ଦେବା ପାଇଁ ଯୋଜନା କରିଛନ୍ତି। ଆସନ୍ତା ଶିକ୍ଷାବର୍ଷରୁ…

ଏମ୍‌ଆର୍‌ଆଇ ପାଇଁ ଯାଞ୍ଚ ହେବ ପ୍ରେସ୍‌କ୍ରିପ୍‌ଶନ

ଭୁବନେଶ୍ୱର,୧୭ା୧୨: ଏଣିକି ବିନା ପ୍ରେସ୍‌କ୍ରିପ୍‌ଶନରେ ଏମ୍‌ଆର୍‌ଆଇ କିମ୍ବା ସିଟି ସ୍କାନ୍‌ ହୋଇପାରିବ ନାହିଁ। ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଏସ୍‌ଓପି ଜାରି ହୋଇଛି। ଡାକ୍ତରମାନେ ଯାଞ୍ଚ ନ କରି ଏମ୍‌ଆର୍‌ଇ କିମ୍ବା ସିଟି ସ୍କାନ୍‌ ପାଇଁ ଲେଖିପାରିବେ ନାହିଁ। ଏଥିପାଇଁ ରୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?