ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା
ଭୁବନେଶ୍ୱର ,୧୩ା୫ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ବୈଷୟିକ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ଜଣେ ଆଇଟିଆଇ ଛାତ୍ର ଫ୍ୟାନ୍ରେ ଗାମୁଛା ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦପଦା ଥାନା ଅନ୍ତର୍ଗତ ହାଟସାହିର ରୁଦ୍ର...
୧୫ରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ
ଭୁବନେଶ୍ୱର, ୧୩।୫ (ବ୍ୟୁରୋ): ଆସନ୍ତା ୧୫ ତାରିଖ ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସନ୍ଧ୍ୟା ୬ଟା ୪୫ରେ ବିମାନଟି ଭୁବନେଶ୍ୱର ଛାଡିବ ଏବଂ...
ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ ଆଜି
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ତ୍ରି-ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ଗଣମାଧ୍ୟମକୁ...
ବାଚସ୍ପତି ଆରୁଖଙ୍କ ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ଇସ୍ତଫା ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରମ ଏବଂ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ...
ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ କାରଣ ଯୋଗୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ତେବେ ଆରୁଖ ଇସ୍ତଫା ଦେବା...
ଅସହ୍ୟ ତାତି: ଝାରସୁଗୁଡାରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାହ। ସକାଳ ୯ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଶୁକ୍ରବାର ଦିନ ୨ ଟା ୩୦ ସୁଦ୍ଧା ଝାରସୁଗୁଡାରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ...
ପ୍ରକାଶ ପାଇଲା ସିବିଏସ୍ଇ ଦଶମ ରେଜଲ୍ଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨ା୫(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି। ମୋଟ୍ ପାସ୍ ହାର ୯୩.୧୨ ପ୍ରତିଶତ ରହିଥିବା ବେଳେ ଗତଥର ଅପେକ୍ଷା ଏଥର ପାସ୍ ହାର ୧.୨୮ ପ୍ରତିଶତ...
ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନକ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ବୈଜ୍ଞାନିକ ଉତ୍କର୍ଷ ପାଇଁ ଜଟଣୀସ୍ଥିତ ‘ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ପାଇବେ ‘ବିଜୁ...
ଲିଗାଲ ଟେକ୍ନୋଲୋଜିରେ ନୂତନ ବିବର୍ତ୍ତନ
ଏକ ଦଶନ୍ଧିରୁ ଅଧିକ ସମୟର ସଂଘର୍ଷରତ ଯାତ୍ରା ପରେ ରାକେଶ ଶତପଥୀ ଜଣେ ଦକ୍ଷ ଡିରେକ୍ଟର ତଥା କମ୍ପ୍ୟୁଟର ଇଞ୍ଜିନିୟର ଭାବେ ଏପିକ୍ ଗ୍ଲୋବାଲ ୟୁଏସ୍ ବେସ୍ଡ କମ୍ପାନୀରେ କାର୍ଯ୍ୟରତ। ଦୃଢ଼ନିଷ୍ଠା, କର୍ତ୍ତବ୍ୟପରାୟଣତା ଏବଂ ଉଚ୍ଚ ଚିନ୍ତାଧାରାକୁ ଆଧାର କରି...
ସହରାଞ୍ଚଳରେ ସଫଳ ହେଉନି ଆବାସ ଯୋଜନା
ଭୁବନେଶ୍ୱର,୧୨।୫(ବ୍ୟୁରୋ): ୨୦୨୨ ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗାଇ ଦେବାକୁ ସରକାର ଘୋଷଣା କରିଥିଲେ। ସେଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହି କ୍ରମରେ ୨୦୧୫ରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା...
ସରକାରୀ କ୍ୱାର୍ଟର୍ସରେ ବାଣ ବିସ୍ଫୋରଣ
ଭୁବନେଶ୍ୱର ୧୨।୫(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍-୨ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସ ନଂ. ୧୩/୨ରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ବାଣ ବିସ୍ପୋରଣ ଯୋଗୁ ନିଆଁ ଲାଗି କ୍ୱାର୍ଟର୍ସକୁ ଲାଗିଥିବା ଆଜ୍ବେଷ୍ଟସ୍ ଘରଟି ଜଳିଯାଇଛି। ଏଥିରେ ଘରେ ଥିବା...
ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା କେନ୍ଦ୍ର ଓଡ଼ିଶା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୨ା୫(ବ୍ୟୁରୋ): ଓଡ଼ିଶା ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଦି ଇକୋନୋମିକ୍ ଟାଇମ୍ସର ମିଳିତ ଆନୁକୂଲ୍ୟରେ ‘ଟ୍ରାନ୍ସଫର୍ମିଂ ଓଡ଼ିଶା କନ୍କ୍ଲେଭ’ର ଦ୍ୱିତୀୟ ସଂସ୍କରଣ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଆଭାସି ଜରିଆରେ ଏହି...
Archives


