ମେଟ୍ରୋ

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୫ା୧୨: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି…

ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର,୧୫ା୧୨: ଆସନ୍ତା ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ପରୀକ୍ଷା ଫେବୃୟାରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। କାଉନ୍‌ସିଲର…

ପିଆଜ ଉତ୍ପାଦନ ବଢୁଛି, ଘାଣ୍ଟି ହେଉଛନ୍ତି ଖାଉଟି

ଭୁବନେଶ୍ୱର,୧୫।୧୨(ଅନିଲ ଦାସ)- ରାଜ୍ୟରେ ପିଆଜ ଉତ୍ପାଦନ ବଢୁଛି। ହେଲେ ପ୍ରତ୍ୟେକ ବର୍ଷ ଦର ବୃଦ୍ଧିରେ ଘାଣ୍ଟି ହେଉଛନ୍ତି ଖାଉଟି। ଅନ୍ୟ ବର୍ଷଗୁଡିକ ଭଳି ଚଳିତ ବର୍ଷ ମଧ୍ୟ ମାସାଧିକ କାଳ ହେବ ରାଜ୍ୟରେ ପିଆଜ କିଲୋ ପିଛା ଦର ୬୦ ଟଙ୍କା…

ଛିଙ୍କ ଅଟକାଇଲେ ବିପଦ

ଭୁବନେଶ୍ୱର, ୧୫ା୧୨(ବନ୍ଦନା ସେଠୀ): ଛିଙ୍କ ଆସିଲେ ତାହାକୁ ଅଟକାଇବା ଉଚିତ ନୁହେଁ। ଛିଙ୍କକୁ ରୋକିବାକୁ ଚେଷ୍ଟା କଲେ ଏହା ନିଜ ପାଇଁ ବିପଜ୍ଜନକ ସାଜିପାରେ। ଏପରି କି ଜୀବନ ମଧ୍ୟ ଚାଲି ଯାଇପାରେ ବୋଲି ଡାକ୍ତରମାନେ କହିଛନ୍ତି। ଲାଇଭ୍‌ ସାଇନ୍ସରେ ପ୍ରକାଶିତ…

ରାଜ୍ୟ ଯୁବ କଂଗ୍ରେସ ସଭାପତି ହେଲେ ରଞ୍ଜିତ ପାତ୍ର

ଭୁବନେଶ୍ୱର,୧୪।୧୨: ରାଜ୍ୟ ଯୁବ କଂଗ୍ରେସ ସଭାପତି ଭାବେ ବୁଧବାର ନିଯୁକ୍ତ ରଞ୍ଜିତ ପାତ୍ର। ସେହିପରି ସାଗର ଚରଣ ଦାସ ଓ କୃଷ୍ଣ ମହାନ୍ତିଙ୍କୁ ରାଜ୍ୟ ଯୁବ କଂଗ୍ରେସ ଉପସଭାପତି ଦାୟିତ୍ୱ ଦିଆଯାଇଛି। ଭାରତୀୟ ଯୁବ କଂଗ୍ରେସ ସଭାପତି ଶ୍ରୀନିବାସ ବି.ଭି ଏହି…

କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କୋରାପୁଟ,୧୪ା୧୨(ଅସମାପିକା ସାହୁ/ଅମିତାଭ ବେହେରା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କୋରାପୁଟ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ…

ସ୍ଥାଣୁ ପାଲଟିଛି ବନ ବିଭାଗ

ବାଳକାଟୀ,୧୪।୧୨ (ମନୋଜ ମଣ୍ଡଳ)ବିଶ୍ୱତାପନ ସମସ୍ୟା ସମସ୍ତ ପ୍ରାଣିଜଗତ ପାଇଁ ବର୍ତ୍ତମାନ ଚିନ୍ତାର କାରଣ ସାଜିଛି। ପରିବେଶ ସନ୍ତୁଳନ ରଖିବା ଅତ୍ୟନ୍ତ ଅପରିହାର୍ଯ୍ୟ ହୋଇପଡିଛି। ଅଧିକରୁ ଅଧିକ ଚାରାରୋପଣ କରି ପରିବେଶରେ ସବୁଜ ବଳୟ ସୃଷ୍ଟି କରିବା ଅତି ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି। ଏଥିପାଇଁ…

ସ୍ବପ୍ନରେ ରହିଗଲା ବିଜୁଳି ଉତ୍ପାଦନ

ଭୁବନେଶ୍ୱର,୧୪ା୧୨(ଅନିଲ ଦାସ)ଭୁବନେଶ୍ୱର ମହାନଗର ନିଗମର ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଦୈନିକ ସହରରୁ ବାହାରୁଥିବା ୮୦୦ ଟନ୍‌ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରିବା ଭୁବନେଶ୍ୱର ମହାନଗର ନିଗମ ଏବଂ ନଗର ଉନ୍ନୟନ ବିଭାଗ ପାଇଁ ଚ୍ୟାଲେଞ୍ଜ…

ଓଡ଼ିଶାରେ ଅନଲାଇନରେ ଚାଲିଛି ଡ୍ରଗ୍ସ କାରବାର, ମୋହରା ସାଜିଛନ୍ତି ଫୁଡ୍‌ ଡେଲିଭରି ସଂସ୍ଥା

ଭୁବନେଶ୍ୱର,୧୩ା୧୨: ଓଡ଼ିଶାରେ କାୟା ବିସ୍ତାର କରି ଚାଲିଛନ୍ତି ନିଶା ବେପାରି। ପୋଲିସ ଏବଂ ଏସଟିଏଫ ଚାଲାଣକାରୀଙ୍କୁ ଧରି ବାହା ବାହା ନେଉଥିଲା ବେଳେ କିଙ୍ଗପିନଙ୍କ ପାଖରେ ପହଞ୍ଚି ପାରୁ ନାହାନ୍ତି। ସ୍ଥିତି ଏପରି ହେଲାଣି ଯେ, ରାଜଧାନୀ ଭୁବନେଶ୍ୱରରେ ଅନଲାଇନରେ ଅର୍ଡର…

ରାଜ୍ୟରେ ଶୀତର ପ୍ରକୋପ

ଭୁବନେଶ୍ୱର,୧୧।୧୨: ରାଜ୍ୟରେ ପାରଦ ତଳମୁହାଁ ହୋଇଛି । ବିଳମ୍ବରେ ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଦାରିଙ୍ଗିବାଡ଼ି ଓ କେନ୍ଦୁଝରେ ୧୦ ଡିଗ୍ରୀ ତଳେ ତାପମାତ୍ରା ରହୁଛି। କେନ୍ଦୁଝରରେ ରାତି ତାପମାତ୍ରା ୯.୪ଡିଗ୍ରୀ ଓ ଦାରିଙ୍ଗିବାଡ଼ିରେ ୯.୫ ଡିଗ୍ରୀ ରେକର୍ଡ ହୋଇଛି ।…

ସିଦ୍ଧାନ୍ତ ଦାସ ହେଲେ କେନ୍ଦ୍ର ସିଇସି ଅଧ୍ୟକ୍ଷ

ଭୁବନେଶ୍ୱର,୧୩।୧୨(ଅନିଲ ଦାସ): ଜଙ୍ଗଲ ଓ ପରିବେଶ ସଂକ୍ରାନ୍ତ ବିଷୟଗୁଡ଼ିକୁ ଦେଖିବା ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଏକ ନୂତନ କେନ୍ଦ୍ରୀୟ କ୍ଷମତାସମ୍ପନ୍ନ କମିଟି (ସିଇସି) ଗଠନ କରିଛି। କମିଟିର ପ୍ରଥମ ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ମୁଖ୍ୟ…

ସଡ଼କ ସୁରକ୍ଷା ଅଭିଯାନକୁ ଜନ ଆନ୍ଦୋଳନରେ ପରିଣତ କର

ଭୁବନେଶ୍ୱର,୧୩।୧୨(ଅନିଲ ଦାସ): ରାଜ୍ୟ ବାଣିଜ୍ୟ ଓ ପରିିବହନ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର କିଟ୍‌ଠାରେ ଜାତୀୟ ସଡ଼କ ସୁରକ୍ଷା କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ-୨୦୨୩ର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଛି। ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସମସ୍ତ ସଡ଼କ ସୁରକ୍ଷା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?