ମେଟ୍ରୋ

ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତ

ଭୁବନେଶ୍ୱର,୧୯ା୭(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଛାତ୍ରୀଛାତ୍ର ତଥା ଅଭିଭାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢ଼ିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ…

କେନ୍ଦୁପତ୍ର ହିତାଧିକାରୀଙ୍କ  ପାଇଁ ଖୁସିଖବର: ୫୬ କୋଟି ଟଙ୍କାର ବୋନସ, ପ୍ରୋତ୍ସାହନ ରାଶି ଘୋଷଣା

ଭୁବନେଶ୍ବର,୧୯।୭(ଅସମାପିକା ସାହୁ): ରାଜ୍ୟର କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ବୋନସ ଓ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଫଳରେ ୮ ଲକ୍ଷରୁ ଊଦ୍ଧର୍‌ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ ।…

ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ପ୍ରବୋଧ ରାଉତଙ୍କ ପରଲୋକ

ଭୁବନେଶ୍ୱର,୧୯।୭(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ପ୍ରବୋଧ କୁମାର ରାଉତଙ୍କର ମଙ୍ଗଳବାର ସା ୭ଟାରେ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ଗତ ରବିବାର କଟକର ବିଜୁ ପଟ୍ଟନାୟକ ଛକଠାରେ…

ଓଡ଼ିଶାର ୧୯ ଜିଲାକୁ ‘ଭୂମି ସମ୍ମାନ’

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର): ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡସ ମଡର୍ନାଇଜେଶନ ପ୍ରୋଗ୍ରାମ (ଡିଆଇଏଲ୍‌ଆର୍‌ଏମ୍‌ପି)ର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପ୍ରଦାନ କରିଛନ୍ତି। ନୂଆଦିଲ୍ଲୀସ୍ଥିତ…

ରାଜ୍ୟ ସ୍ବାର୍ଥ ବିଷୟକୁ ଜୋରଦାର ଉଠାଅ: ନବୀନ

ଭୁବନେଶ୍ୱର, ୧୯।୭(ଅନିଲ ଦାସ): ଆସନ୍ତା ୨୦ ତାରିଖରେ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ବିଜେଡି ତା’ର ରଣନୀତି ପ୍ରସ୍ତୁତ କରିଛି। ଏହି ଅଧିବେଶନରେ ବିଜେଡି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉତ୍‌ଥାପନ କରିବାକୁ ନିଷ୍ପତ୍ତି ନେଇଛି।…

ଲୁପ୍‌ଲାଇନ୍‌ରେ ପଶିଗଲା ଭଦ୍ରକ-ବାଲେଶ୍ୱର ମେମୁ

ବାଲେଶ୍ୱର(ମାନସ ବିଶ୍ୱାଳ)/ବାହାନଗା(ଅରୂପ ଦାସ), ୧୯।୭: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନ ଥିବା ବେଳେ ଆଉ ଏକ ନିଶ୍ଚିତ ଦୁର୍ଘଟଣା ପରିସ୍ଥିତିକୁ ଏଡ଼ାଇ ଦିଆଯାଇପାରିଛି। ଲୋକୋ ପାଇଲଟ୍‌ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଭଦ୍ରକ-ବାଲେଶ୍ୱର ମେମୁ ଟ୍ରେନ୍‌ (ନଂ.୦୮୦୩୨) ଦୁର୍ଘଟଣାରୁ ବର୍ତ୍ତିଯାଇଛି।…

ବଢ଼ିଲା ଖବରଦାତାଙ୍କ ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର, ୧୯।୭ (ଅନିଲଦାସ): ରାଜ୍ୟରେ କାର୍ଯ୍ୟରତ ଖବରଦାତାମାନଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ରାଶି ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ଏହି ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମଙ୍ଗଳବାର…

୨୪ ବର୍ଷରେ କେତେ ଜଳସେଚନର ସୁଯୋଗ ସୃଷ୍ଟି ହୋଇଛି ଶ୍ୱେତପତ୍ର ଜାରି କର: କଂଗ୍ରେସ

ଭୁବନେଶ୍ବର, ୧୯ା୭(ସୁନିତ୍‌ ମିଶ୍ର): ଓଡ଼ିଶା ଗତ ୧୩ ବର୍ଷରେ ୮ ଥର ମରୁଡ଼ି ପରିସ୍ଥିତିର ସମ୍ମୁଖୀନ ହୋଇଛି। ପ୍ରତିଥର ମରୁଡ଼ି ଆସିଲେ ଗତାନୁଗତିକ ଭାବେ ସରକାରଙ୍କ ଆପଦକାଳୀନ ବୈଠକ ବସିଥାଏ। କୃଷି ବିଭାଗ ଅଧିକାରୀମାନେ ମରୁଡ଼ି ସହ୍ୟ କରିପାରୁଥିବା କୃଷି ସାରଣୀକୁ…

ଅସହ୍ୟ ହେଲାଣି ମହଙ୍ଗା ମାଡ଼

ଭୁବନେଶ୍ୱର,୧୮ା୭(ଅନିଲ ଦାସ):ଗତ କିଛି ମାସ ହେବ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ଦର ହୁ ହୁ ହୋଇ ବଢ଼ିଚାଲିଛି। ପ୍ରାୟ ଅଧିକାଂଶ ସାମଗ୍ରୀ ଦର କିଲୋ ପ୍ରତି ୫୦ରୁ ୧୦୦ ଟଙ୍କା ବୃଦ୍ଧି ହୋଇଛି। ବର୍ଷା ଯୋଗୁ ପନିପରିବା ଫସଲ ଦର ବୃଦ୍ଧି…

୨୫ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର):ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ…

ରାସ୍ତାରେ ପିସିଆର ଭ୍ୟାନ୍‌କୁ ଠେଲିଲା ପୋଲିସ

ଭୁବନେଶ୍ୱର,୧୮।୭ (ସୂର୍ଯ୍ୟକାନ୍ତ ବେହେରା):ପାଟ୍ରୋଲିଂ ବେଳେ ମଝି ରାସ୍ତାରେ ହଠାତ୍‌ ଅଚଳ ହୋଇପଡିଲା ପିସିଆର୍‌ ଭ୍ୟାନ୍‌। ଡ୍ରାଇଭର ଅନେକ ଚେଷ୍ଟା କରି ବିଫଳ ହେବା ପରେ ଶେଷରେ ବାଧ୍ୟ ହୋଇ ଗାଡିରେ ଥିବା ଅନ୍ୟ ପୋଲିସ କର୍ମଚାରୀମାନେ ଏକାଠି ହୋଇ ଗାଡିକୁ ଠେଲି…

୫୧୯୫ ପ୍ରାଥମିକ ସ୍କୁଲର ଭିତ୍ତିଭୂମି ବିକାଶ ହେବ

ଭୁବନେଶ୍ୱର,୧୮ା୭ (ଅନୁରାଧା ମହାରଣା):ତୋଷାଳୀ ଭବନସ୍ଥିତ ‘ମୋ ସ୍କୁଲ ଅଭିଯାନ’ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପରିଚାଳନା ପରିଷଦର ୧୧ତମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ‘ମୋ ସ୍କୁଲ ଅଭିଯାନ’ ପ୍ରକଳ୍ପଗୁଡି଼କର ସାମାଜିକ ସମୀକ୍ଷା, ରାଜ୍ୟର ୫୧୯୫ ପ୍ରାଥମିକ ବିଦ୍ୟାଳୟର ଉନ୍ନତୀକରଣ, ରାଜ୍ୟର ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri