ମେଟ୍ରୋ

ଦୁର୍ଗନ୍ଧ ସହ ପ୍ରଦୂଷଣ

ଭୁବନେଶ୍ୱର (ମୌସମ ନନ୍ଦ),୧୩ା୧୨: ଭୁବନେଶ୍ୱର ଷ୍ଟୁଡିଓ ଛକ ନିକଟସ୍ଥ ଚନ୍ଦକା, ଡମପଡ଼ା ହାତୀ ଅଭୟାରଣ୍ୟ ଅଞ୍ଚଳରେ ନୂତନ ଭାବେ ନିର୍ମାଣ ହୋଇଛି ଭାରତ ବାୟୋଟେକ କାରଖାନା। ଅଭୟାରଣ୍ୟ ପାଖ ମୁଖ୍ୟ ରାସ୍ତାଠାରୁ ପ୍ରାୟ ୧ କିଲୋମିଟର ଦୂରରେ ଏହି ରାସାୟନିକ କାରଖାନା…

ଫେବୃୟାରୀ ୧୫ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର,୧୩ା୧୨(ଅସମାପିକା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ରୁ ଆରମ୍ଭ ହେବ। ତେବେ ଦଶମ ପରୀକ୍ଷା ମାର୍ଚ୍ଚ ୧୩ରେ ଓ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ରେ ଶେଷ ହେବ। ଏନେଇ ମଙ୍ଗଳବାର…

ଭୁବନେଶ୍ୱରରେ ଟୁ-ଲେଟ୍‌ ଲଗାଉଥିଲେ ସାବଧାନ: ୩ ସଂସ୍ଥା ଗଣିଲେ ୫୦ ହଜାର ଲେଖାଏ ଜରିମାନା

ଭୁବନେଶ୍ୱର,୧୨।୧୨:ଭୁବନେଶ୍ୱରରେ ଟୁ-ଲେଟ୍‌ ଲଗାଉଥିଲେ ସାବଧାନ। କାନ୍ଥ କିମ୍ବା ବିଦ୍ୟୁତ୍‌ ଖୁଣ୍ଟରେ ମଧ୍ୟ ଟୁଲେଟ୍‌ ଲଗାଇ ପାରିବେ ନାହିଁ। କାରଣ ଏହି ଟୁ-ଲେଟ୍‌ ବିଜ୍ଞାପନ ଲଗାଇ ୩ ସଂସ୍ଥା ୫୦ ହଜାରଟଙ୍କା ଲେଖାଏ ଜରିମାନା ଦେଇଛନ୍ତି। ବିଏମ୍‌ସି ଏହି ଟଙ୍କା ନୟାପଲ୍ଲୀ ଅଞ୍ଚଳର…

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ  ମୋଦି 

ଭୁବନେଶ୍ୱର,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ଭାବନା ରହିଛି ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ମଙ୍ଗଳବାର ସୂଚନା ଦେଇଛନ୍ତି। ମାଝୀ କହିଛନ୍ତି, ମୋଦି ପଶ୍ଚିମ ଓଡ଼ିଶାର ଏକ କାର୍ଯ୍ୟକ୍ରମରେ ଯୋଗ…

ଜେଲ୍‌ରୁ ମୁକୁଳି ‘ଲ’ ପରୀକ୍ଷା ଦେଲେ ଅର୍ଚ୍ଚନା

ଭୁବନେଶ୍ୱର,୧୨।୧୨: ଦୀର୍ଘ ୧୪ ମାସ ପରେ ଅର୍ଚ୍ଚନା ନାଗ ମଙ୍ଗଳବାର ଜେଲ୍‌ରୁ ମୁକୁଳିଛନ୍ତି । ସକାଳେ ଅର୍ଚ୍ଚନା ଝାରପଡ଼ା ଜେଲ୍‌ରୁ ବାହାରିଥିଲେ। ତାଙ୍କ ସହିତ ତାଙ୍କ ସ୍ବାମୀ ଜଗବନ୍ଧୁ ମଧ୍ୟ ଥିଲେ । ପରେ ସେଠାରୁ ସେ ଘରକୁ ଯାଇ ପରେ…

ରାଜ୍ୟପାଳଙ୍କ ପାଣ୍ଠି ଯାଉଛି କୁଆଡ଼େ

ଭୁବନେଶ୍ୱର, ୧୨ା୧୨(ସୁନୀତ୍‌ ମିଶ୍ର):ଓଡ଼ିଶାର ନାଗରିକମାନେ ଜାଣି ନ ଥିବେ ରାଜ୍ୟପାଳଙ୍କ ପାଖରେ ମଧ୍ୟ ଅତ୍ୟଧିକ ଅର୍ଥ ପ୍ରଦାନର କ୍ଷମତା ରହିଥାଏ। ଉଲ୍ଲେଖଯୋଗ୍ୟ, ଏହି ଅର୍ଥ ସମ୍ପୂର୍ଣ୍ଣ ଭାବେ ରାଜ୍ୟ ରାଜକୋଷରୁ ରାଜଭବନକୁ ଦିଆଯାଇଥାଏ ଅର୍ଥାତ୍‌ ଏହା ଓଡ଼ିଶାର କରଦାତାଙ୍କ ଅର୍ଥ। କିନ୍ତୁ…

ଜାନୁୟାରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର,୧୨।୧୨: ଜାନୁୟାରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଆସନ୍ତା ୨୬ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସ୍‌ଇ) ପକ୍ଷରୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପରୀକ୍ଷା କେନ୍ଦ୍ରଗୁଡିକୁ ପଠାଯିବ । ଯଦି…

୪୮ଘଣ୍ଟା ଶୋଷରେ ରଖିଲା ଓ୍ବାଟ୍‌କୋ

ଭୁବନେଶ୍ୱର,୧୧।୧୨: (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରରେ ପାନୀୟ ଜଳ ଯୋଗାଣରେ ଫେଲ୍‌ ମାରିଲା ଓ୍ବାଟ୍‌କୋ। ବିକଳ୍ପ ବ୍ୟବସ୍ଥା ନ କରି ମରାମତି ପାଇଁ ପାଣି ଯୋଗାଣ ବନ୍ଦ କରିଦେବାରୁ ଅଧା ସହରବାସୀ ଶୁକ୍ରବାରଠାରୁ ନାନା ଦୁର୍ଦ୍ଦଶା ଭୋଗିଥିଲେ। ବିଭିନ୍ନ ସ୍ଥାନରେ ପାଣି…

ଥଣ୍ଡା ପବନ, ବଢ଼ିବ ଶୀତ

ଭୁବନେଶ୍ୱର,୧୧।୧୨(ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ସପ୍ତାହ ସାରା ପାଗ ଶୁଖିଲା ରହିବା ସହ ଆକାଶ ମେଘମୁକ୍ତ ରହିବ। ଉତ୍ତର-ପଶ୍ଚିମ ପଟୁ ଥଣ୍ଡା ପବନ ବହିବା ପ୍ରଭାବରେ ରାତି ତାପମାତ୍ରା ହ୍ରାସ ପାଇବ। ଫଳରେ ଶୀତ ବଢ଼ିବ। ବିଶେଷକରି ଉପକୂଳରେ ତାପମାତ୍ରା ସ୍ବାଭାବିକ…

ମାଟ୍ରିକ ନମୁନା ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ୱର, ୧୧।୧୨(ଅସମାପିକା ସାହୁ): ଆସନ୍ତା ବର୍ଷ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ପ୍ରଶ୍ନପତ୍ର ନମୁନାରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ନମୁନାରେ ଥିବା ବିଷୟ ଚଳିତ ବର୍ଷର ପାଠ୍ୟକ୍ରମରେ…

ମ୍ୟାଟ୍ରିକ ନମୁନା ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ୱର, ୧୦।୧୨(ଅସମାପିକା ସାହୁ)- ଆସନ୍ତା ବର୍ଷ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ପ୍ରଶ୍ନପତ୍ର ନମୁନାରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି। ଏହି ତ୍ରୁଟି ଦେଖି ଯେତିକି ଛାତ୍ରୀଛାତ୍ର ହରଡ଼ ଗଣାରେ…

ପାଣି କିଣିଲେ, ଶୌଚ ପାଇଁ ବନ୍ଧୁଘର ଧାଇଁଲେ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)ଖାଲଖମା ରାସ୍ତା, ବିଜୁଳି, ଦୁର୍ଗନ୍ଧ, ମଶା ଦାଉରେ କଲବଲ ହେବାପରେ ଏବେ ପିଇବା ପାଣି ପାଇଁ ହନ୍ତସନ୍ତ ହୋଇଛନ୍ତି ସ୍ମାର୍ଟସିଟିବାସୀ। ଗୋଟେପଟେ ସ୍ବେରେଜ କାମ ପାଇଁ ଓ୍ବାଟ୍‌କୋ ସହରର ବିଭିନ୍ନ ସ୍ଥାନରେ ଖୋଳାପୋତା କରି ଚାଲିଥିବାବେଳେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?