ମେଟ୍ରୋ

ଆବର୍ଜନା ଦୁର୍ଗନ୍ଧରେ ଅଣନିଃଶ୍ୱାସୀ ସ୍ମାର୍ଟସିଟିବାସୀ: କ୍ଷୁଣ୍ଣ ହେଉଛି ମାନବିକ ଅଧିକାର

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)ସମାଜରେ ସମ୍ମାନର ସହ ବଞ୍ଚିତ । ପ୍ରତ୍ୟେକ ବ୍ୟକ୍ତିଙ୍କ ଅଧିକାର। କେବଳ ମୌଳିକ ବା ସାମାଜିକ ଅଧିକାର ନୁହେଁ, ମନୁଷ୍ୟ ପାଇଁ ମାନବାଧିକାରର ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ସ୍ବତନ୍ତ୍ରତା, ଶିକ୍ଷା, ସ୍ବାଧୀନ ଭାବେ ନିଜ ଅଭିବ୍ୟକ୍ତି ରଖିବା ଭଳି…

ରାଜ୍ୟରେ କମୁଛି ଶିଶୁ ଜନ୍ମ ହାର

ଭୁବନେଶ୍ୱର, ୧୦।୧୨ (ଅସମାପିକା ସାହୁ)ରାଜ୍ୟରେ ଶିଶୁଙ୍କ ସଂଖ୍ୟା କମିବାରେ ଲାଗିଛି। ଇଣ୍ଡିଆ ପ୍ରୋଜେକ୍ସନ ରିପୋର୍ଟ ଅନୁସାରେ, ୨୦୨୧ରେ ଓଡ଼ିଶାରେ ପ୍ରଜନନ ବର୍ଗ(୧୫-୪୯ ବର୍ଷ ବୟସ)ରେ ୧.୨ କୋଟି ମହିଳା ଥିବାବେଳେ ୪୦ ଲକ୍ଷ ଶିଶୁ(୫ବର୍ଷରୁ କମ୍‌) ରହିଛନ୍ତି। ପୂର୍ବ ହିସାବକୁ ଦେଖିଲେ…

କଇଁଛ ପାଇଁ କ୍ଷେପଣାସ୍ତ୍ର ପରୀକ୍ଷା ବନ୍ଦ

ଭୁବନେଶ୍ୱର, ୧୦।୧୨(ଅସମାପିକା ସାହୁ): ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ(ଆଇଟିଆର୍‌)ରୁ ୩ ମାସ ମିସାଇଲ ବା କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରହିବ। ଲକ୍ଷାଧିକ ଅଲିଭ ରିଡ୍‌ଲେ କଇଁଛ ସେମାନଙ୍କ ବଂଶ ବୃଦ୍ଧି ପାଇଁ ଓଡ଼ିଶା…

ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୧୬ ସଂଯୋଜକ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୧୨(ଅସମାପିକା ସାହୁ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୬ ଜଣ ସଂଯୋଜକ ନିଯୁକ୍ତ କରିଛନ୍ତି। ଅନୁଗୋଳ ପାଇଁ କୈଳାସ ଚନ୍ଦ୍ର ସାହୁ, ବାଲେଶ୍ୱର ପାଇଁ ରଞ୍ଜନ ବାଗ୍‌, ଭଦ୍ରକ ପାଇଁ ଡ .…

ଭାଜପା ପଇସା ଥୋଇ ରେଡ୍‌ କରାଇଛି: ସୁର ରାଉତରାୟ

ଭୁବନେଶ୍ୱର,୯।୧୨: ଆୟକର ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ ପରେ ମଦ ବ୍ୟବସାୟୀଙ୍କ ଭାଟି, କାର୍ଯ୍ୟାଳୟ ଏବଂ ବାସଭବନରୁ ଶତାଧିକ କୋଟି ଟଙ୍କା ଜବତ ହେବା ଘଟଣା ରାଜ୍ୟ ତଥା ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷକରି ପଶ୍ଚିମ ଓଡ଼ିଶାର ଅନଗ୍ରସର ଜିଲାରୁ…

ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର ଶିଶୁଙ୍କ ଜୀବନ୍ତ ଦଗ୍ଧ ହୋଇଛି। ଏଥିରେ ଆଉ ୨ ଜଣ ବରଯାତ୍ରୀ ଗୁରୁତର ହୋଇଛନ୍ତି।…

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ। ଖବର ଲେଖାହେବା ପର୍ଯ୍ୟନ୍ତ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି। ଚଢ଼ାଉ…

ଦୂରଦୃଷ୍ଟି ଅଭାବରୁ ଦୁର୍ଦ୍ଦଶା

ଭୁବନେଶ୍ୱର,୭ା୧୨(ଅନିଲ ଦାସ)ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ ସ୍କୁଲ ନିକଟସ୍ଥ ଡମ୍ପିଂୟାର୍ଡ(ଟିଟିଏସ୍‌)ରୁ ବାହାରୁଥିବା ଦୁର୍ଗନ୍ଧ ସାରା ସହରକୁ ଅସ୍ତବ୍ୟସ୍ତ କରୁଛି। ପଚାଶଢ଼ା ଗନ୍ଧରେ…

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ

ଭୁବନେଶ୍ୱର, ୭।୧୨ (ବନ୍ଦନା ସେଠୀ)ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି ଅବ୍ୟବସ୍ଥା ଦେଖାଯାଇଥିଲା। ଶେଷରେ ମୃତଦେହକୁ ସତ୍ୟନଗର ଶ୍ମଶାନକୁ ନିଆଯାଇ ସେଠାରେ ଦାହ କରାଯାଇଥିଲା। ଏହାକୁ…

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ବିଶେଷକରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୀତାଙ୍କୁ ଉପରୋକ୍ତ ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ,…

ଦୁଇ ନୂଆ ଗର୍ଭନିରୋଧକ ଆଣିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ୱର,୬ା୧୨: ରାଜ୍ୟ ପରିବାର ନିୟୋଜନ ବା ଫ୍ୟାମିଲି ପ୍ଲାନିଂ ବାସ୍କେଟ୍‌ ଅଫ୍‌ ଚଏସ୍‌ରେ ଆଉ ଦୁଇ ନୂଆ ଗର୍ଭ ନିରୋଧକ ସବ୍‌ ଡର୍ମାଲ ଇମ୍ପ୍ଲାଣ୍ଟ ଓ ଅନ୍ତରା ଇଞ୍ଜେକ୍ସନ ଯୋଡ଼ି ହୋଇଛି। ସବ୍‌ ଡର୍ମାଲ ଇମ୍ପ୍ଲାଣ୍ଟ ପଦ୍ଧତି ହେଲା ଛୁଞ୍ଚି ଆକାରର…

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?