ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ, ମାସକୁ ଦରମା ରହିଛି…
ଭୁବନେଶ୍ୱର,୨୯ା୧୧: ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ ରଖି…
ଗଣେଶ୍ୱର ବେହେରା ଜୟନାରାୟଣ ମିଶ୍ର ମୁହାଁମୁହିଁ: ହୁଇସିଲ୍ ମାରି…
ଭୁବନେଶ୍ୱର,୨୯।୧୧: ବିଧାନସଭାରେ ଗଣେଶ୍ୱର ବେହେରା ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ଜୟନାରାୟଣଙ୍କୁ ହୁଇସିଲ ମାରିବାକୁ ଆହ୍ବାନ କରିଛନ୍ତି ଗଣେଶ୍ବର। ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ ବୋଲି ଜୟନାରାୟଣ କହିଛନ୍ତି। ହୁଇସିଲ ମାରି ଥରେ ଦେଖନ୍ତୁ, ଅବାସ୍ତବ କଥା କହୁଛନ୍ତି ଜୟ, ଆଗକୁ…
୬ ନୂଆ ସହରରେ ଗଡ଼ିବ ଇଭି ବସ୍
ଭୁବନେଶ୍ୱର,୨୯ା୧୧: ଆଗାମୀ ଦିନରେ ୬ଟି ନୂଆ ସହରରେ ଇଭି ବସ୍ ଗଡ଼ିବ। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏବେ ରାଜ୍ୟରେ ୬୭୦ଟି ବସ୍ ଚାଲିଛି, ସେଥିମଧ୍ୟରୁ ୨୨୦ଟି ଇଭି ବସ୍ ଚାଲିବ। ଏବେ…
ପୁଣି ସୁଭଦ୍ରାରେ ଯୋଡି ହେଲେ ୧୭ ଲକ୍ଷ: ତଦନ୍ତ ପରେ…
ଭୁବନେଶ୍ୱର,୨୯।୧୧: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା। ଗୃହରେ ତଥ୍ୟ ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି।୭ ଲକ୍ଷ ୫୧ ହଜାର ୪୭୯…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧୪୫ ମନ୍ଦିରକୁ ଅଢେଇ କୋଟି ବଢିଲା ଅନୁଦାନ
ଭୁବନେଶ୍ୱର, ୨୯ା୧୧: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ଏଥିରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି। ପୂର୍ବରୁ ଏହା…
ଘରେ ଘରେ ଥଣ୍ଡା,କାଶ: କାମ କରୁନି ମେଡିସିନ୍, କାରଣ କହିଲେ ଡାକ୍ତର
ଭୁବନେଶ୍ୱର, ୨୯ା୧୧ (ବନ୍ଦନା ସେଠୀ)- ଘରେ ଘରେ ଥଣ୍ଡା, କାଶ ବ୍ୟାପିଛି। ପିଲାଙ୍କଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ନାକରୁ ପାଣି ବାହାରିବା ସହିତ ଖୁଁ ଖୁଁ ହେଉଛନ୍ତି। ଯେତେ ମେଡିସିନ ଖାଇଲେ ବି କମୁନି। ଗତ କିଛିଦିନ ହେବ ରାଜଧାନୀ ସମେତ…
ଟଳିଲା ବାତ୍ୟା ଭୟ, ଫେରିଲା ଶୀତ
ଭୁବନେଶ୍ୱର,୨୯ା୧୧(ବନ୍ଦନା ସେଠୀ): ମାଲାକ୍କା ଷ୍ଟ୍ରେଟ୍ରେ ସୃଷ୍ଟି ବାତ୍ୟା ‘ସେନୟାର’ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ କେନ୍ଦ୍ରୀଭୂତ ଗଭୀର ଅବପାତ ବାତ୍ୟାର ରୂପ ନେଇଛି। ଏହାର ନଁା ରହିଛି ‘ଡିଟ୍ୱା’। ତେବେ ଓଡ଼ିଶା…
ମାତ୍ର ୪୨ଖଣ୍ଡ ଭୋଟରେ ଜିତି କେମିତି ବିଧାୟକ ହୋଇଥିଲେ ଦ୍ରୌପଦୀ ମୁର୍ମୁ, ଜାଣନ୍ତୁ ରୋଚକ କଥା
ଭୁବନେଶ୍ୱର,୨୮।୧୧: ଓଡ଼ିଶା ଗସ୍ତରେ ଆସି ଆଜି ଦିଲ୍ଲୀ ଫେରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ ଥର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଥିଲେ ରାଷ୍ଟ୍ରପତି । ଇତିହାସରେ ପ୍ରଥମ ଥର ଦେଶର ରାଷ୍ଟ୍ରପତି, ଓଡ଼ିଶା ବିଧାନସଭା ଅଧିବେଶନକୁ ସମ୍ବୋଧିତ କରିଥିଲେ ।…
ବିଧାନସଭାରେ ଅତିରିକ୍ତ ବଜେଟ ଆଗତ: ଚାଷୀଙ୍କ ପାଇଁ…
ଭୁବନେଶ୍ୱର,୨୮।୧୧: ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ଗୃହରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି । ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ବ୍ୟୟ ଅଟକଳ କରାଯାଇଛି। ଧାନ କ୍ରୟ ପାଇଁ ରିଭଲଭିଂ…
୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ବିଭାଗକୁ କେତେ…
ଭୁବନେଶ୍ୱର,୨୮।୧୧: ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି। ଶୁକ୍ରବାର ଗୃହରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ବ୍ୟୟ ଅଟକଳ କରାଯାଇଛି। ଧାନ କ୍ରୟ ପାଇଁ ରିଭଲଭିଂ ପାଣ୍ଠି…
ଭୁଲିଗଲେ ଓଡ଼ିଆ ଅସ୍ମିତା, ବେଙ୍ଗଲୀ ଭାଷାରେ ଆରୋପ ପ୍ରତ୍ୟାରୋପ କଲେ ଶାସକ ବିରୋଧୀ ବିଧାୟକ
ଭୁବନେଶ୍ୱର,୨୮ା୧୧: ଓଡ଼ିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏକ ଅଭିନବ ତଥା ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି, ଯେତେବେଳେ ବିଧାୟକମାନେ ଓଡ଼ିଆ ଭାଷା ପରିବର୍ତ୍ତେ ବଙ୍ଗାଳି ଭାଷାରେ ଯୁକ୍ତିତର୍କରେ ମାତିଥିଲେ। ଏହି ଘଟଣାକୁ ଦେଖି ସାଧାରଣରେ ‘ଓଡ଼ିଆ ଅସ୍ମିତା’ କଥା ମନେପଡିଛି। ବିଦ୍ୟାଳୟରେ…
ବିଧାନସଭାରେ ଉଠିଲା ଭୁବନେଶ୍ୱର କେଭି-୩ ବୋମାମାଡ଼ ପ୍ରସଙ୍ଗ
ଭୁବନେଶ୍ୱର,୨୮ା୧୧: ରାଜଧାନୀ ଭୁବନେଶ୍ୱରରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ସାମ୍ନାରେ ବୋମାମାଡ଼ ଘଟଣା ଶୁକ୍ରବାର ବିଧାନସଭାରେ ଉଠିଛି। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ଗୃହରେ ଏହି ପ୍ରସଙ୍ଗ ଉଠାଇ ଘଟଣାର ସତ୍ୟାସତ୍ୟ ଜଣାଇବାକୁ ଦାବି କରିଛନ୍ତି। ଏହାର ଉତ୍ତରରେ ବାଚସ୍ପତି…
Archives


