ମେଟ୍ରୋ

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ ହେଲା ମୟୂରଭଞ୍ଜ,…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି। ମିଳିଥିବା ସୂଚନା ମୁତାବକ, ଗିରଫ ଅଭିଯୁକ୍ତମାନେ ନିଜକୁ ସିଆଇଡି ଅଧିକାରୀ ବୋଲି ପରିଚୟ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ ଭୁବନେଶ୍ୱର କ୍ଲବ ନିକଟରେ ତାଙ୍କୁ ପଛରୁ ଧକ୍କା ଦେଇଥିଲା ବସ୍‌। କ୍ୟାପିଟାଲ ଥାନା…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ନୂଆ ଗାଇଡଲାଇନ ଅନୁସାରେ, ପୁରୀ ବେଳାଭୂମିରେ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ ପାଇଁ କିଛି କରିବାର ସ୍ବପ୍ନ ଦେଖୁଥିଲେ। ୨୦୨୦ ମସିହାରେ ଡେଏରୀ ଫାର୍ମିଂ ବିଷୟରେ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍‌-ଭି (ଏ) ଦରମା ପିଛିଲା…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ ସଭା ନିର୍ବାଚନରେ ୩ ଜଣ କଂଗ୍ରେସ ବିଧାୟକ କ୍ରସ୍‌ ଭୋଟିଂ କରିବା ଯୋଗୁ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ ସକାଳୁଆ ପାଠପଢ଼ା ଆରମ୍ଭ ହେବ। ବଢୁଥିବା ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୱାସ୍ଥ୍ୟ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ ଭିତରେ ତା ଖାତାକୁ ସରକାର ଟଙ୍କା ପଠାଇବେ ସେ କହିଛନ୍ତି । ୨୧…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଆଜି ମାଟ୍ରିକ ପରୀକ୍ଷା ଖାତା ଦେଖା ସରିବ । ରେଜଲ୍ଟ ବାହାରିବା ପରେ ସଙ୍ଗେସଙ୍ଗେ ସାର୍ଟିଫିକେଟ୍…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ଏପ୍ରିଲ ୧ ପର୍ଯ୍ୟନ୍ତ PUCC କୋହଳ କରାଯାଇଥିଲା। PUCC ନଥିଲେ ୧୦ ହଜାର…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ଆଣ୍ଡ୍‌ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?