ମେଟ୍ରୋ

ସୁନ୍ଦରୀ ଝିଅ ଯୋଗାଇବା ନାଁରେ ଲୁଟୁଛନ୍ତି ସାଇବର ଠକ

ଭୁବନେଶ୍ୱର,୧୭।୭(ସୂର୍ଯ୍ୟକାନ୍ତ ବେହେରା): ଟଙ୍କା ଦେଲେ ସୁନ୍ଦରୀ ଯୁବତୀ ଯୋଗାଇ ଦିଆଯିବ। ସହରରେ ସବୁଠି ସେଟିଂ। ହୋଟେଲରେ ରହିବା, ଖାଇବା ଫ୍ରି। ହୋମ୍‌ ଡେଲିଭରିର ବି ସୁବିଧା ରହିଛି । ପୋଲିସର ଭୟ ନାହିଁ କି ଡରିବାରେ କାରଣ ନାହିଁ। ଦେଶୀ, ବିଦେଶୀ…

ଚିରଞ୍ଜୀବ-ମୋକିମ୍‌ଙ୍କୁ ନିଲମ୍ବନ ପରେ ତେଜିଲା କଂଗ୍ରେସ ରାଜନୀତି

ଭୁବନେଶ୍ବର, ୧୭ା୭(ସୁନିତ୍‌ ମିଶ୍ର): କଂଗ୍ରେସର ଦୁଇ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ନିଲମ୍ବିତ କରାଯିବା ପରେ ଦଳ ଭିତରେ ଜୋର୍‌ ଧରିଛି ରାଜନୀତି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଏଭଳି ନିଷ୍ପତ୍ତି ପାଇଁ ଉଭୟ ନେତାଙ୍କ…

ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର,୧୭।୭ (ବନ୍ଦନା ସେଠୀ): ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିବ ୟୁନିଟ-୨ ସ୍ଥିତ ମାର୍କେଟ ବିଲ୍ଡିଂ। ସ୍ଥାୟୀ ଅସ୍ଥାୟୀ ଦୋକାନୀଙ୍କ ମଧ୍ୟରେ ଥିବା ବିବାଦ ତୁଟୁ ନ ଥିବାବେଳେ ଏନେଇ ବିଏମ୍‌ସି କୌଣସି ଦୃଢ଼ ପଦକ୍ଷେପ ନେଉନାହିଁ। ଫଳରେ ମାର୍କେଟ…

୮ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷିବା ସମ୍ଭାବନା

ଭୁବନେଶ୍ୱର,୧୭ା୭ (ଅନୁରାଧା ମହାରଣା): ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର ବୌଦ୍ଧ ଜିଲାରେ ସର୍ବାଧିକ ୫୪.୦ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୨.୧ ମିମି, ନୂଆପଡ଼ା ୩୦.୪ ମିମି,…

ପିସିସି ସଭାପତିଙ୍କୁ ଟାର୍ଗେଟ

ଭୁବନେଶ୍ୱର,୧୬।୭(ଅନିଲ ଦାସ): କଂଗ୍ରେସରୁ ନିଲମ୍ବନ ନୋଟିସ ପାଇବା ପରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ପରୋକ୍ଷରେ ପ୍ରଦେଶ କଂଗ୍ରେସ ସଭାପତିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଆମ ଉତ୍ତରରେ ଶୃଙ୍ଖଳା କମିଟି ସନ୍ତୁଷ୍ଟ ହୋଇ ନ ଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ…

ଦେଶର ଅଗ୍ରଗତି ଯୁବଗୋଷ୍ଠୀ ଦ୍ୱାରା ସମ୍ଭବ

ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପ ପ୍ରତିଷ୍ଠାନ ତଥା ବେଦାନ୍ତ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓ୍ବାର୍ଲଡ ୟୁଥ୍‌ ସ୍କିଲ୍‌ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭାରତର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମର…

ଯୁବଶକ୍ତିଙ୍କୁ ସଶକ୍ତ କରିବା ପାଇଁ ଭଲ ପଦକ୍ଷେପ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୭(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନୂଆଦିଲ୍ଲୀଠାରେ ବିଶ୍ୱ ଯୁବଦକ୍ଷତା ଦିବସ ଅବସରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଉପରେ ଏକ ମାଗଣା ଅନ୍‌ଲାଇନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଏଆଇ ଫର୍‌ ଇଣ୍ଡିଆ ୨.୦’ର ଶୁଭାରମ୍ଭ କରିଛନ୍ତି…

ଦିନସାରା ବର୍ଷିଲା

ଭୁବନେଶ୍ୱର,୧୬।୭(ବନ୍ଦନା ସେଠୀ)ରାଜ୍ୟ ରାଜଧାନୀରେ ଶନିବାର ଦିନସାରା ବର୍ଷା ଛେଚିଛି। ଫଳରେ ଏହି ଲଗାଣ ବର୍ଷା ଯୋଗୁ ବେହାଲ ହୋଇଛି ସ୍ମାର୍ଟସିଟିର ସ୍ମାର୍ଟ ବ୍ୟବସ୍ଥା। ରାସ୍ତାଘାଟ, ନାଳ ସବୁ ଏକାକାର। ଆଣ୍ଠୁଏ ଉଚ୍ଚର ପାଣିରେ ପଶି ଯାତାୟାତ କଲେ ଲୋକେ। ବିଭିନ୍ନ ଅଞ୍ଚଳରେ…

ରମାଦେବୀ ବିଶ୍ୱବିଦ୍ୟାଳୟରୁ ଅଲଗା ହେବ ଜୁନିୟର କଲେଜ

ଭୁବନେଶ୍ୱର,୧୬।୭(ଅନୁରାଧା ମହାରଣା)ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରୁ ଜୁନିୟର କଲେଜ ଅଲଗା ହେବ। ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିସକ୍ରମେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଉକ୍ତ ନିଷ୍ପତ୍ତି ଅନୁସାରେ, ଜୁନିୟର କଲେଜ ବା ରମାଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଅଲଗା…

ବର୍ଷାରେ କଟକ ଜଳାର୍ଣ୍ଣବ

କଟକ,୧୬।୭(ସୁପ୍ରିୟା ପ୍ରିୟଦର୍ଶିନୀ)ଲଘୁଚାପଜନିତ ଲଗାଣ ବର୍ଷାରେ କଟକ ସହରର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଅନେକ ଗଳି ରାସ୍ତାରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ସେହିପରି ଆଉ କେତେକ ଅଞ୍ଚଳର ଲୋକଙ୍କ ଘରେ ପାଣି ପଶିଯାଇଛି। ଏଥିପାଇଁ ସେମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବର୍ଷାଜଳ…

କମ୍ପ୍ୟୁଟରଜନିତ ତ୍ରୁଟି ଯୋଗୁ ଭିନ୍ନକ୍ଷମ ପରୀକ୍ଷାର୍ଥୀ ହଟହଟା

କଟକ,୧୬।୭ (କାର୍ତ୍ତିକ ସାହୁ)ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ଜଣେ ଭିନ୍ନକ୍ଷମ ଛାତ୍ରଙ୍କୁ କମ୍‌ ମାର୍କ ମିଳିଛି। ସେ ଓଏମ୍‌ଆର୍‌ ସିଟ୍‌ରେ ଯେତିକି ଠିକ୍‌ ଉତ୍ତର ଦେଇଛନ୍ତି ତାଙ୍କୁ ସେତିକି ମାର୍କ ମିଳିନାହିଁ। କମ୍ପ୍ୟୁଟରରେ ମୂଲ୍ୟାୟନଜନିତ ତ୍ରୁଟି ପାଇଁ ତାଙ୍କର ନମ୍ବର କମ୍‌…

ମାଲବାହୀ ଟ୍ରେନ୍‌ରୁ ବଗି ଛିଡ଼ିଗଲା

ଭୁବନେଶ୍ୱର,୧୬।୭(ଅଭିଜିତ ଦାସ)ବାହାନଗା ଟ୍ରେନ୍‌ ଦୁର୍ଘଟଣାର ଲୋମଟାଙ୍କୁରା ଦୃଶ୍ୟ ମନରୁ ଲିଭୁ ନ ଥିବାବେଳେ ଗୋଟିକ ପରେ ଗୋଟିଏ ଦୁର୍ଘଟଣା ଘଟିଚାଲିଛି। କେଉଁଠି ଟ୍ରେନ୍‌ରେ ନିଆଁ ଲାଗିଲାଣି ତ ଆଉ କେଉଁଠି ଲାଇନ୍‌ଚ୍ୟୁତ ହେଲାଣି। ବିଭିନ୍ନ ସ୍ଥାନରେ ଏଭଳି ଦୁର୍ଘଟଣା ଘଟୁଥିବାବେଳେ ଶନିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri