ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ
ବେଲଜିୟମ/ଭୁବନେଶ୍ୱର, ୧୪।୦୭ : ବେଲଜିୟମ ଗସ୍ତରେ ଥିବା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଶୁକ୍ରବାର ସେଠାରେ ପ୍ରବାସୀ ଓଡିଆମାନଙ୍କ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗ ଦେଇଛନ୍ତି ।…
ବାହାନଗା ଟ୍ରେନ ଟ୍ରାଜେଡି: ନିଲମ୍ବିତ ୩ ରେଲଓ୍ବେ କର୍ମଚାରୀଙ୍କୁ ଜେରା
ଭୁବନେଶ୍ବର ୧୪।୭: ବାଲେଶ୍ବର ଜିଲା ବାହାନଗା ଟ୍ରେନ ଟ୍ରାଜେଡି ମାମଲାରେ ନିଲମ୍ବିତ ୪ ରେଲୱେ କର୍ମଚାରୀଙ୍କୁ ଚନ୍ଦକା ଥାନାରେ ଜେରା ଚାଲିଛି । ଏହି ୪ ଜଣଙ୍କୁ ସିବିଆଇ ଟିମ୍ ଜେରା କରୁଛି । ତେବେ ସମନ ପାଇବା ପରେ ସିବିଆଇ…
ବିନା ଆଧାରରେ ୬ଶହ କୋଟିର ରାଜସ୍ବ ଆଦାୟ ଲକ୍ଷ୍ୟ
ଭୁବନେଶ୍ୱର,୧୪।୭ (ବନ୍ଦନା ସେଠୀ): ପରିମଳ ପରେ ଏବେ ଟିକସ ଆଦାୟକୁ ନେଇ ଟ୍ୟାକ୍ସ କଲେକ୍ଟର ବା ଓ୍ବାର୍ଡ ଅଫିସରଙ୍କୁ ତନାଘନା କରାଯାଇଛି। ଟେକ୍ନୋଲୋଜିର ଉପଯୋଗ କରି ସ୍ବଚ୍ଛତା ରକ୍ଷା କରିବା ଉପରେ ଗୁରୁତ୍ୱାରୋପ କରିବା ସହ ପ୍ରତ୍ୟେକ ଜୋନ୍କୁ ୨ଶହ କୋଟି…
୩ ବିଭାଗରେ ନିଯୁକ୍ତ ହେଲେ ୧୮୧ ଅଫିସର
ଭୁବନେଶ୍ୱର,୧୪ା୭(ଅନିଲ ଦାସ):ରାଜ୍ୟ ସରକାରଙ୍କ ୩ ବିଭାଗରେ ୧୮୧ ଜଣଙ୍କୁ ନୂଆ ନିଯୁକ୍ତି ମିଳିଛି। ସେମାନଙ୍କ ମଧ୍ୟରେ ୧୦୪ ଶିକ୍ଷକ ପ୍ରଶିକ୍ଷକ, ୬୨ ସହକାରୀ ନିର୍ଦ୍ଦେଶକ (ବିଧି) ଏବଂ ୧୫ ସହକାରୀ ପରିସଂଖ୍ୟାନ ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ଲୋକସେବା ଭବନ କନ୍ଭେନଶନ…
ଲାପଟପ୍ ପାଇଁ ୧୫ରୁ ଆବେଦନ
ଭୁବନେଶ୍ୱର,୧୪ା୭ (ଅନୁରାଧା ମହାରଣା):ଲାପଟପ୍ ଡିବିଟି ଯୋଜନା ୨୦୨୧ ଓ ୨୦୨୨ ଅଧୀନରେ ଦ୍ୱାଦଶ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ୧୫ ହଜାର ମେଧାବୀଙ୍କୁ ଲାପଟପ୍ ପ୍ରଦାନ କରାଯିବ। ଏଥିପାଇଁ ଜୁଲାଇ ୧୫ରୁ ଅଗଷ୍ଟ ୫ ମଧ୍ୟରେ ଆବେଦନ କରିବା ପାଇଁ ଉଚ୍ଚ ଶିକ୍ଷା…
ଆଜି ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧାତାଲିକା
ଭୁବନେଶ୍ୱର,୧୪ା୭ (ଅନୁରାଧା ମହାରଣା) – ଯୁକ୍ତ୩ ପ୍ରଥମ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ସେଲ୍ଫ ଫାଇନାନସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇବ। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ…
ହାଇକୋର୍ଟଙ୍କ ନିର୍ଦ୍ଦେଶ: ୩ ମାସରେ ରାୟ ପ୍ରକାଶ କର
କଟକ,୧୩ା୭(କାର୍ତ୍ତିକ ସାହୁ): କଟକ ପରିବାର ଅଦାଲତରେ ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡ଼ପତ୍ର ମାମଲାର ରାୟ ପ୍ରକାଶ ୩ ମାସ ମଧ୍ୟରେ କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ପରିବାର ଅଦାଲତରେ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଏସ୍ଆଇ
ଭୁବନେଶ୍ୱର,୧୩ା୭(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନାର ଏଏସ୍ଆଇ ମମତା ବସ୍ତିଆ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ମାମଲାରେ ସହଯୋଗ କରିବା ପାଇଁ ଏତଲାକାରୀଙ୍କଠାରୁ ଲାଞ୍ଚ ନେଉଥିଲେ। ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ମମତାଙ୍କ…
ସେତୁ ଯୋଜନା ବ୍ୟୟ ଅଟକଳ ୫୦ରୁ ୧୦୦ କୋଟି ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୭(ଅସମାପିକା ସାହୁ): ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍ଧି କରି ଚିତ୍ରକୋଣ୍ଡା ବ୍ଲକ୍ର ଅବଶିଷ୍ଟ ୯ଟି ପଞ୍ଚାୟତ ଯଥା ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡ଼ା, ପେପରମେଟଲା, ବଡ଼ପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଲକର ନାକାମାମୁଡ଼ି…
ରୋଗୀଙ୍କୁ ପାଇପ୍ରେ ଅକ୍ସିଜେନ୍ ଯୋଗାଣ ବିଳମ୍ବିତ
ଭୁବନେଶ୍ୱର,୧୩।୭(ଅଭିଜିତ ଦାସ)ରାଜ୍ୟର ଅନ୍ୟତମ ପ୍ରମୁଖ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବା ଲାଗି ପ୍ରୟାସ ଜାରି ରହିଛି। ଇତିମଧ୍ୟରେ ମେଡିକାଲ କଲେଜ ଖୋଲାଯିବା ସହ ବିଭିନ୍ନ ବିଭାଗରେ ଉନ୍ନତିମୂଳକ କାର୍ଯ୍ୟ କରାଯାଉଛି। ହେଲେ ଏବେ ବି ହସ୍ପିଟାଲରେ ରୋଗୀମାନେ…
ବିଏମସିକୁ ମିଳିଲା ‘ସ୍କଚ୍ ଆୱାର୍ଡ’
ଭୁବନେଶ୍ୱର,୧୩।୭ (ଅନୁରାଧା ମହାରଣା)ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)କୁ ସମ୍ମାନଜନକ ‘ସ୍କଚ୍ ଆୱାର୍ଡ’ ମିଳିଛି। ବୈପ୍ଲବିକ ଇଣ୍ଟିଗ୍ରେଟେଡ୍ ସାନିଟେଶନ ସିଷ୍ଟମ (ସଫା) ଭୁବନେଶ୍ୱର ଆପ୍ ପାଇଁ ସ୍କଚ୍ ପୁରସ୍କାର ବା ‘ସୁବର୍ଣ୍ଣ ମାନକ’ ହାସଲ କରିବାକୁ ବିଏମ୍ସି ସକ୍ଷମ ହୋଇଛି। ଏହା ମହାନଗର…
ମଳ ପରିଚାଳନାକୁ ବିଏମ୍ସିର ଗୁରୁତ୍ୱ
ଭୁବନେଶ୍ୱର,୧୩।୭ (ଅନୁରାଧା ମହାରଣା)ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ମଳ ପରିଚାଳନା ନେଇ ତପତ୍ରତା ପ୍ରକାଶ ପାଇଛି। ବୁଧବାର ବିଏମ୍ସି କାର୍ଯ୍ୟାଳୟରେ ଆନ୍ତଃବିଭାଗୀୟ କର୍ମକର୍ତ୍ତା ଓ ସେସ୍ପୁଲ୍ ଅପରେଟରମାନଙ୍କୁ ନେଇ ଏମକ ବୈଠକ ଅନୁଷ୍ଠିତ ହୋଇଥିଲା। ସରକାରଙ୍କ ଗାରିମା ଯୋଜନା ଅଧୀନରେ…
Archives


