ମେଟ୍ରୋ

ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବ। ଡିସେମ୍ବର ୩…

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ ମିଳିତ ଭାବେ ଯାଞ୍ଚ କରୁଛନ୍ତି। ପ୍ରାଥମିକ ଭାବେ ଡଗ ସ୍କ୍ବାର୍ଡ, ବୋମା ନିଷ୍କ୍ରିୟକାରୀ…

ଆଇନ ଅମାନ୍ୟ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୧।୧୨ (ବନ୍ଦନା ସେଠୀ):ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ ଡମ୍ଫିଂୟାର୍ଡକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଦାବିରେ ଭାଜପା ପକ୍ଷରୁ ଜାରି ରହିଥିବା ସତ୍ୟାଗ୍ରହ ଗୁରୁବାର ୩ୟ ଦିନରେ ପହଞ୍ଚତ୍ଛି। ସହରରେ ଆବର୍ଜନା ଗଦା ହେଉଥିବାବେଳେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ମାତ୍ର…

ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିିବ ନାହିଁ। ଲୋକାଲ୍‌ ଫଣ୍ଡ ଅଡିଟର ପେନ୍‌ସନ୍‌ ପ୍ରୋସିଡିଂ କରି ବିଏମ୍‌ସି…

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ

ଭୁବନେଶ୍ୱର,୩୦ା୧୧: ଭିଜିଲାନ୍ସ ଜାଲରେ ଫସିଲେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଟିମ୍ ଏକକାଳୀନ ୫ଟି ସ୍ଥାନରେ ରେଡ୍‌ କରିଛନ୍ତି। ଭୁବନେଶ୍ୱର ଜାଗମରା ସ୍ଥିତ ଘରେ ରେଡ୍‌ ପାଇଁ…

ଦୁର୍ଗନ୍ଧରେ ସହରବାସୀ, ନିରୁପାୟ ବିଏମ୍‌ସି

ଭୁବନେଶ୍ୱର,୩୦।୧୧(ବନ୍ଦନା ସେଠୀ): ରାସ୍ତା, ଘାଟ, ଗଳିକନ୍ଦି ସମେତ ପୂରା ସହର ବହୁଦିନ ହେବ ଦୁର୍ଗନ୍ଧରେ ଫାଟିପଡ଼ୁଛି। ଦୁର୍ଗନ୍ଧ ଏତେ ଉତ୍କଟ ହେଉଛି ଯେ ନାକରେ ହାତ ନ ଦେଲେ ରହି ହେଉନାହିଁ କି ଯାଇ ହେଉନାହିଁ। ବିଶେଷକରି ରାତି ବଢିବା ସହ…

ଘରୁ ଟଙ୍କା ନେଇଗଲେ କାମବାଲି, ସିସିଟିଭି ଫୁଟେଜ୍‌ ଭାଇରାଲ୍‌

ଭୁବନେଶ୍ୱର,୩୦।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗାର ଥାନା ଅନ୍ତର୍ଗତ ଝାରପଡ଼ା ଜଗନ୍ନାଥନଗରରେ ଜଣଙ୍କ ଘରୁ କାମବାଲି ଟଙ୍କା ଚୋରି କରିଛନ୍ତି। ମହିଳା ଜଣକ ମାଲିକଙ୍କ ବେଡ୍‌ରୁମ୍‌ରେ ଥିବା ଆଲ୍‌ମିଲାରର ଲକର୍‌ ଖୋଲି ଟଙ୍କା ଚୋରି କରୁଥିବାର ସିସିଟିଭି ଫୁଟେଜ୍‌ ସୋସିଆଲ୍‌ ମିଡିଆରେ ଭାଇରାଲ୍‌…

୧ରୁ ହେବନି ବସ୍‌ ଧର୍ମଘଟ

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ କର୍ମକର୍ତ୍ତା ଓ ରାଜ୍ୟ ସରକାରଙ୍କ ସହ ବୁଧବାର ହୋଇଥିବା ଆଲୋଚନା ସଫଳ ହୋଇଛି। ସଂଘ ଆସନ୍ତା ଡିସେମ୍ବର ୧ରୁ ଡାକରା ଦେଇଥିବା ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ନେଇଛି। ଖାରବେଳ…

ଗିରଫ ଆଇଆଇସି ସୁଶାନ୍ତଙ୍କର ବିଜେଡି ଲିଙ୍କ୍‌ ରହିଛି: ଭାଜପା

ଭୁବନେଶ୍ୱର, ୩୦।୧୧(ସୁନିତ୍‌ ମିଶ୍ର): ୩୭ ଲକ୍ଷ ଟଙ୍କାର ନଗଦ କଳା ଟଙ୍କା ଜବତ ଘଟଣାରେ ଗିରଫ ହୋଇଥିବା ବୈପାରିଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କ ବିଜେଡି ଲିଙ୍କ୍‌ ରହିଛି। ଜବତ ହୋଇଥିବା ଏତେ ପରିମାଣର ଟଙ୍କା ସହ ଗଞ୍ଜେଇ ଚୋରାଚାଲାଣ ବେପାରର…

ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ମିଳିବ ଏନ୍‌ଇଇଟି, ଜେଇଇ କୋଚିଂ

ଭୁବନେଶ୍ୱର, ୩୦।୧୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ନିଜ ସ୍କୁଲ୍‌ରେ ଏନ୍‌ଇଇଟି ଏବଂ ଜେଇଇ କୋଚିଂ ମିଳିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା…

କଏନ୍‌ ନେବାକୁ ମନା କରିପାରିବେନି ବ୍ୟାଙ୍କ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ୫୦ ପଇସାଠାରୁ ଆରମ୍ଭ କରି ୨୦ ଟଙ୍କିଆ କଏନ ଯାଏ କୌଣସି ମୁଦ୍ରା ଅଚଳ ହୋଇନାହିଁ। କୌଣସି ବ୍ୟାଙ୍କ କଏନ୍‌ ନେବାକୁ ମନା କରିପାରିବେ ନାହିଁ। ତେବେ ସାଧାରଣ ଲୋକେ କଏନ୍‌ କାରବାରକୁ ନେଇ ଯେଉଁ ସମସ୍ୟାର ସମ୍ମୁଖୀନ…

ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍‌ ଡିପ୍ରେସନ)ରେ ପରିଣତ ହେବ। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?