ମେଟ୍ରୋ

ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକା ଯଶୋଧାରା ମିଶ୍ରଙ୍କୁ ତାଙ୍କ କ୍ଷୁଦ୍ରଗଳ୍ପ ସଂକଳନ ‘ସମୁଦ୍ରକୂଳ ଘର’ ପାଇଁ ଶନିବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ୨୦୨୦ ବର୍ଷ ପାଇଁ ସେ ଏହି ପୁରସ୍କାର ପାଇଛନ୍ତି। ଦିଲ୍ଲୀର ଫିରୋଜ ସାହା ରୋଡ୍‌ସ୍ଥିତ...

ଓଡ଼ିଶା ଜଣେ ବାଗ୍ମୀ ମହିଳାଙ୍କୁ ହରାଇଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତି୍ୟକା ମନୋରମା ମହାପାତ୍ରଙ୍କର ଆଜି ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଣେ ସୁଶିକ୍ଷାବିତ୍‌, ସୁସାହିତି୍ୟକା ତଥା ସୁବକ୍ତା ଭାବରେ...

ପରପାରିରେ ମନୋରମା ମହାପାତ୍ର

ଭୁବନେଶ୍ୱର,୧୮।୯: ବିଶିଷ୍ଠ ସାହିତି୍ୟକା ତଥା ‘ସମାଜ’ର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ତୁରନ୍ତ କଟକ ଏସ୍‌ସିବି ମେଡିକାଲରେ...

ଶ୍ରଦ୍ଧାଳୁଙ୍କୁ ଅନନ୍ତ ବାସୁଦେବ ମନ୍ଦିର ମନା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରବିବାର ପଡୁଛି ପ୍ରବିତ୍ର ଅନନ୍ତ ଚତୁର୍ଦ୍ଦଶୀ। ଏଥିପାଇଁ ରାଜଧାନୀର ଅନନ୍ତ ବାସୁଦେବ ମନ୍ଦିରରେ ପ୍ରତିବର୍ଷ ପ୍ରବଳ ଗହଳି ପରିଲକ୍ଷିତ ହୋଇଥାଏ। ଶ୍ରଦ୍ଧାଳୁମାନେ ପୂଜା କରିବା ସହ ମନ୍ଦିର ବେଢାରେ ପ୍ରସାଦ ସେବନ କରିଥାନ୍ତି। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ...

୨୦ରୁ ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କ ଅଫ୍‌ଲାଇନ୍‌ କ୍ଲାସ: ଗାଇଡ୍‌ ଲାଇନ ଜାରି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ୟୁଜି ପ୍ରଥମ ବର୍ଷର ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ କ୍ଲାସ କରିବେ। କରୋନା କଟକଣା ମଧ୍ୟରେ ପାଠପଢା ହେବ । ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ନିୟମ ପାଳନ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ...

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡିଏଫ୍‌ଓଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରୁ ଆଜି ପର୍ଯ୍ୟନ୍ତ ପରଦା ହଟିପାରିନାହିଁ।  ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି।  ସୌମ୍ୟଙ୍କ...

ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କୋରାପୁଟ ଓ ମୟୂରଭଞ୍ଜରୁ ଜଣେ...

୨୪ ଘଣ୍ଟାରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୮୩ ପିଲା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ ବର୍ଗର। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୨୯୪ଟି...

ଏଣିକି ପୋଲିସ, ଅଗ୍ନିଶମ ସେବା ପାଇଁ ନଂ. ୧୧୨

କଟକ ଅଫିସ,୧୮।୯: ଏଣିକି ଗୋଟିଏ ନମ୍ବରରେ ମିଳିବ ପୋଲିସ ଓ ଅଗ୍ନିଶମ ସେବା। ୧୦୧ ପରିବର୍ତ୍ତେ ୧୧୨କୁ କଲ୍‌ କରି ଜରୁରିକାଳୀନ ପରିସ୍ଥିତିରେ ଲୋକେ ଅଗ୍ନିଶମ ସେବା ପାଇ ପାରିବେ। ସେହିଭଳି ପୂର୍ବରୁ ପୋଲିସ ପାଇଁ ୧୦୦କୁ ଡାଏଲ୍‌ କରାଯାଉଥିବାବେଳେ...

ମେଘଡମ୍ବରୁରେ ଧଳା କପଡ଼ା ପଡ଼ିବା ନେଇ ଅସନ୍ତୋଷ

ପୁରୁଣା ଭୁବନେଶ୍ୱର,୧୮।୯(ଡି.ଏନ୍‌.ଏ.): କନ୍ୟା ସଂକ୍ରାନ୍ତି ଅବସରରେ ଶୁକ୍ରବାର ଶ୍ରୀଲିଙ୍ଗରାଜଙ୍କ ନୀତକାନ୍ତିିରେ ବ୍ୟତିକ୍ରମ ହୋଇଥିବା ଜଣାପଡ଼ିଛି। ପ୍ରାତଃରୁ ଶ୍ରୀଜୀଉଙ୍କ ମଙ୍ଗଳ ଆଳତି, ଅବକାଶ ସରିବା ପରେ ଘଣ୍ଟୁଆ, ମେଘଡମ୍ବରୁ, ଘଣ୍ଟ, ମନ୍ଦିର ଚପରାସୀ ପଞ୍ଚୁଆତି ଘରକୁ ରୋଷହୋମ ସାମଗ୍ରୀ ପାଇଁ ଆଣିବାକୁ...

ଦେଶର ଅଭିବୃଦ୍ଧି ପାଇଁ ଅଧିକ କର ସଂଗ୍ରହକୁ ଗୁରୁତ୍ୱ

କଟକ ଅଫିସ,୧୮।୯: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ କଟକର ଆୟକର ବିଭାଗ କାର୍ଯ୍ୟାଳୟ ପରିସରରେ ବିଭାଗ ପକ୍ଷରୁ ଶୁକ୍ରବାର ଆଜାଦି କା ଅମୃତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏମ୍‌ପି ଭର୍ତ୍ତୃହରି ମହତାବ...

ଭିନ୍ନ ମତ ରଖିଲେ ପୂଜା କମିଟି ସଦସ୍ୟ

କଟକ ଅଫିସ, ୧୮।୯: ମୂର୍ତ୍ତି ଉଚ୍ଚତା ବୃଦ୍ଧି ଓ ପରଦା ଆଢୁଆଳରେ ପୂଜା କରିବା ପ୍ରସଙ୍ଗକୁ ନେଇ ଶୁକ୍ରବାର ସ୍ଥାନୀୟ ଦେଉଳସାହିସ୍ଥିତ ମୋନାଲିସା ପ୍ୟାଲେସ୍‌ରେ କଟକ ମହାନଗର ଓ ପୂର୍ବାଞ୍ଚଳ ଶାନ୍ତି ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri