ମେଟ୍ରୋ

ୟୁଥ୍‌ କନ୍‌କ୍ଲେଭ୍‌ରେ ଯୋଗଦେଲେ ସୋନୁ ସୁଦ୍‌

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ଅଡିଟୋରିୟମ୍‌ଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଆରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନର ମୁଖ୍ୟ ଆକର୍ଷଣ ସାଜିଛନ୍ତି…

‘ଧରିତ୍ରୀ’ ପକ୍ଷରୁ ଆରମ୍ଭ ହେଲା ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଆରମ୍ଭ ହୋଇଛି। ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ…

ରାଜ୍ୟ ସରକାର ଆଦିବାସୀଙ୍କ ସ୍ବାର୍ଥର ପରିପନ୍ଥୀ: କଂଗ୍ରେସ

ଭୁବନେଶ୍ୱର, ୨୪।୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଦିବାସୀମାନଙ୍କ ସ୍ବାର୍ଥର ପରିପନ୍ଥୀ। ଓଡ଼ିଶା ଅନୁସୂଚିତ ଅଞ୍ଚଳ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ନିୟମ-୧୯୫୬(ଓସାଟିପ)ର ସଂଶୋଧନ ଏହାର ସଦ୍ୟତମ ଉଦାହରଣ। ନଭେମ୍ବର ୧୪ କ୍ୟାବିନେଟ ବୈଠକରେ ଏପରି ଏକ ଦୁର୍ଭାଗ୍ୟଜନକ ନିଷ୍ପତ୍ତି ନିଆଗଲା ଏବଂ ନଭେମ୍ବର…

ଭୋଟର ତାଲିକାରୁ ୮୦,୦୩୦ ବାଦ୍‌ ପଡ଼ିଲେ

ଭୁବନେଶ୍ୱର, ୨୪।୧୧(ସୁନିତ୍‌ ମିଶ୍ର): ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭଠାରୁ ଗତ ୨୧ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକାରେ ଯୋଗହୋଇଥିବା ଓ ବାଦ୍‌ ପଡ଼ିଥିବା ଭୋଟରଙ୍କ ଜିଲାୱାରି ତଥ୍ୟ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଦାନ କରାଯାଇଛି। ବରଗଡ଼ ଜିଲା…

୨୫ରେ ବିଜିୟୁର ୬ଷ୍ଠ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୨୪।୧୧ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ୍‌ ୟୁନିଭର୍ସିଟି (ବିଜିୟୁ)ର ୬ଷ୍ଠ ସମାବର୍ତ୍ତନ ଉତ୍ସବ ୨୦୨୩ ନଭେମ୍ବର ୨୫ରେ ବିଶ୍ୱବିଦ୍ୟାଳୟର ଭୁବନେଶ୍ୱରସ୍ଥିତ ଗୋଠପାଟଣା କ୍ୟାମ୍ପସ୍‌ରେ ଅନୁଷ୍ଠିତ ହେବାକୁ ଯାଉଛି। ଉକ୍ତ ସମାବର୍ତ୍ତନ ଉସତ୍ବରେ ୬୮ଜଣ ସ୍ନାତକୋତ୍ତର ଏବଂ ୧୩୪…

ଚାକିରି ଦେବା ନାଁରେ ବଡ଼ ଧରଣର ଠକେଇ, ୨ ଗିରଫ

ଭୁବନେଶ୍ୱର,୨୪।୧୧(ସୂର୍ଯ୍ୟକାନ୍ତ ବେହେରା): ମୁମ୍ବାଇ ପୋର୍ଟ ଟ୍ରଷ୍ଟ ନାମରେ ନକଲି ୱେବ୍‌ସାଇଟ ଖୋଲି ଚାକିରି ଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକିଥିବା ଏକ ଗ୍ୟାଙ୍ଗର ୨ ଜଣ ସଦସ୍ୟଙ୍କୁ ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଯାଜପୁର ଜିଲା…

ଭୂ-ସଂସ୍କାର ସଂଶୋଧନ ବିଲ୍‌ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ରାଜ୍ୟରେ ସିକିମ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ କିମ୍ବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ସ୍ବତ୍ୱ/ରୟତି ଅଧିକାର ମିଳିବ। ଓଡ଼ିଶା ଭୂ-ସଂସ୍କାର ଆଇନ-୧୯୬୦ର ସଂଶୋଧନ କରାଯାଇଛି। ଏହି ସଂଶୋଧନ ପ୍ରସ୍ତାବ…

୫୦ ବର୍ଷରେ ପଦାର୍ପଣ କଲା ‘ଧରିତ୍ରୀ’ ଖବରକାଗଜ: ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୨୪।୧୧: ‘ଧରିତ୍ରୀ’ ଖବରକାଗଜ ୫୦ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିଆରା ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ବାଲୁକାକଳା ଧରିତ୍ରୀର ‘୫୦ ତମ ଜନ୍ମଦିନ ବିଶେଷାଙ୍କ’ ପ୍ରଚ୍ଛଦରେ ସ୍ଥାନିତ ହୋଇଛି। ଏହା…

ରାଜ୍ୟ ବାହାରକୁ କର୍ମ ଅନ୍ବେଷଣରେ ଯାଇଛନ୍ତି ୪୦ ହଜାର ଶ୍ରମିକ

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ରାଜ୍ୟରୁ ୪୦୦୮୮ ଜଣ ଶ୍ରମିକ ବାହାର ରାଜ୍ୟ ତଥା ଦେଶକୁ ଦାଦନ ଖଟିବାକୁ ଯାଇଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଲିଖିତ ପ୍ରଶ୍ନରେ ବିଧାନସଭାରେ ଉତ୍ତର ଶ୍ରମ, ନିୟୋଜନ ଓ କର୍ମଚାରୀ ବିମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ…

୨ ବର୍ଷରେ ବିକ୍ରି ହେଲାଣି ୬୬ ହଜାର ଇଲେକ୍ଟ୍ରିକ ଯାନ

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ଓଡିଶା ବୈଦ୍ୟୁତିକ ଯାନ ନୀତି-୨୦୨୧ ଲାଗୁ ହେବା ପରଠାରୁ ୨୦୨୩ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୬୬ ହଜାର ୪୬୭ ଟି ଦୁଇ ଚକିଆ, ୩ ଚକିଆ, ୪ ଚକିଆ ଯାନ ବିକ୍ରି ହୋଇଛି। ସେଥିରୁ ୫୮ ହାଚର…

ଖର୍ଚ୍ଚ ହୋଇ ପାରୁନି ବିଧାୟକ, ଏମ୍‌ପି ଆଞ୍ଚଳିକ ଉନ୍ନୟନ ପାଣ୍ଠି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ରାଜ୍ୟରେ ବିଧାୟକ ଓ ଏମପି ଆଞ୍ଚଳିକ ଉନ୍ନୟନ ପାଣ୍ଠିକୁ ଖର୍ଚ୍ଚ ହୋଇ ପାରୁ ନାହିଁ। ଦୀର୍ଘ ବର୍ଷ ଧରି ବହୁ କୋଟି ଟଙ୍କା ପଡ଼ି ରହୁଛି। ୨୦୧୪-୧୫ରୁ ୨୦୧୯-୨୦ ମସିହା ପର୍ଯ୍ୟନ୍ତ ରାଜ୍ୟର ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି(ଏମଏଲଏ ଲ୍ୟାଡ୍‌)…

କେବିସି ଜୁନିଅରରେ ଓଡ଼ିଆ ପୁଅ ଅତ୍ୟୁକ୍ତ

ଭୁବନେଶ୍ୱର, ୨୪ା୧୧(ଅସମାପିକା ସାହୁ):ଚଳିତ ସିଜନ୍‌ର କୌନ୍‌ ବନେଗା କରୋଡ଼ପତି(କେବିସି) ଜୁନିଅରରେ ଚମକିଛନ୍ତି ଓଡ଼ିଆ ପୁଅ ଅତ୍ୟୁକ୍ତ ବେହୁରାୟ। ପଞ୍ଚମ ଶ୍ରେଣୀରେ ପଢୁଥିବା ୧୦ ବର୍ଷ ବୟସ୍କ ଅତ୍ୟୁକ୍ତ ୨୫ ଲକ୍ଷ ଟଙ୍କା ପୁରସ୍କାର ଜିତିଛନ୍ତି। କେବଳ ଏତିକି ନୁହେଁ, କେବିସିର ସଞ୍ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?