୧୩, ୧୪ରେ ଯୁକ୍ତ୨ ଇନ୍ଷ୍ଟାଣ୍ଟ ପରୀକ୍ଷା
ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ଇନ୍ଷ୍ଟାଣ୍ଟ ପରୀକ୍ଷା ଜୁଲାଇ ୧୩ ଓ ୧୪ରେ ଅନୁଷ୍ଠିତ ହେବ। ରାଜ୍ୟର ୩୨ କେନ୍ଦ୍ରରେ ଏହି ପରୀକ୍ଷା ହେବାକୁ ଥିବାବେଳେ ଜୁଲାଇ ୧୦ରୁ ୧୧ ତାରିଖ ମଧ୍ୟରେ ପ୍ରଶ୍ନପତ୍ର…
ରାଜ୍ୟରେ ବ୍ୟାପୁଛି ଆଖିଧରା ରୋଗ
ଭୁବନେଶ୍ୱର,୭ା୭(ବନ୍ଦନା ସେଠୀ): ବର୍ଷାଦିନ ଆରମ୍ଭରୁ ରାଜ୍ୟରେ ଡେଙ୍ଗୁ, ହଇଜା ସଂକ୍ରମଣ ମାଡ଼ିଚାଲି ଥିବାବେଳେ ଏବେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି। ରାଜ୍ୟର ବିଭିନ୍ନ ଜିଲାରୁ ପ୍ରତିଦିନ ଶହ ଶହ ଆଖିଧରା ରୋଗୀ ଚିହ୍ନଟ ହେଉଛନ୍ତି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ବିଶେଷକରି ଛୋଟପିଲା ଓ…
୧୦୫ କୋଟିର କାରବାର ତଥ୍ୟ ମିଳିଲାଣି
ଭୁବନେଶ୍ୱର,୭ା୭(ସତ୍ୟଜିତ୍ ରାଉତ): ଆୟକର ଫାଙ୍କି ଅଭିଯୋଗରେ ରିୟଲ୍ ଇଷ୍ଟେଟ୍ କମ୍ପାନୀ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗ ପକ୍ଷରୁ ହେଉଥିବା ଚଢ଼ାଉ ଜାରି ରହିଛି। ବୁଧବାରଠାରୁ ଭୁବନେଶ୍ୱର ସମେତ ସଂସ୍ଥାର ପ୍ରାୟ ୨୦ଟି ସ୍ଥାନରେ ହେଉଥିବା ଚଢ଼ାଉରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର…
ଛାତ୍ରୀଛାତ୍ରଙ୍କ ପ୍ରଥମ ପସନ୍ଦ ରେଭେନ୍ଶା
ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ନାମ ଲେଖାଇବା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ଗୁରୁବାର ପ୍ରକାଶ ପାଇଥିବା ଏହି ତାଲିକା…
ରାଜ୍ୟପାଳଙ୍କ କରକମଳରେ କବିତା ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର,୬ା୭: ଭୁବନେଶ୍ୱର ରାଜଭବନରେ କବୟିତ୍ରୀ ସୁଶ୍ରୀ ହରପ୍ରିୟା ସାହୁଙ୍କ କବିତା ସଂକଳନ ‘ଶିଶୁ କବିତା ସମଗ୍ର’ ଏବଂ ୭ଟି କବିତା ପୁସ୍ତକର ଏକତ୍ରିତ ରୂପ ‘ସପ୍ତବର୍ଣ୍ଣା’ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ୍ଙ୍କ କରକମଳରେ ଗୁରୁବାର ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ କବୟିତ୍ରୀ…
ବିଭିନ୍ନ ଫେକ୍ ଆପ୍ର ୭୫ ଲକ୍ଷ ଫ୍ରିଜ୍ କଲା ଇଓଡବ୍ଲ୍ୟୁ
ଭୁବନେଶ୍ୱର,୬।୭(ସତ୍ୟଜିତ୍ ରାଉତ)ଦେଶର ବଡ଼ ଶିଳ୍ପପତି, ଖେଳାଳି ଓ ଅଭିନେତାଙ୍କ ଫଟୋ ବ୍ୟବହାର କରି ନିବେଶ ଆଳରେ ସାଧାରଣ ଲୋକଙ୍କୁ ଠକେଇ କରାଯାଉଛି। ଏହି ମାମଲାର ତଦନ୍ତ କରୁଥିବାବେଳେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବିଭିନ୍ନ ଠକେଇ ଆପ୍ର ସନ୍ଧାନ ପାଇଛି।…
୩ ବର୍ଷ ହେବ ପିଲା ଖୋଜୁଛନ୍ତି ପୁରସ୍କାର
ଭୁବନେଶ୍ୱର,୬।୭ (ଶର୍ମିଷ୍ଠା ପାଣିଗ୍ରାହୀ)ପିଲାଙ୍କୁ ପୁରସ୍କାର ଲୋଭ ଦେଖାଇ ଭୁଲି ଯାଇଛନ୍ତି ରାଜ୍ୟ ସରକାର। ଇତିମଧ୍ୟରେ ୩ବର୍ଷ ବିତିଯାଇଛି। ‘ମୋ ପ୍ରତିଭା’ ପୁରସ୍କାର ପାଇବାକୁ ୩୫ରୁ ଊର୍ଦ୍ଧ୍ୱ ପିଲା ଚାହିଁବସିଛନ୍ତି। କରୋନା ସମୟରେ ସ୍କୁଲ ବନ୍ଦ ରହିବା ସହ ବାହାରେ ଖେଳିବାକୁ ପିଲାମାନଙ୍କୁ…
ଉଠିଲା ଅଳିଆ, ହଟିବେ ଉଠାଦୋକାନୀ
ଭୁବନେଶ୍ୱର,୬।୭(ଅନୁରାଧା ମହାରଣା)ୟୁନିଟ-୨ ମାର୍କେଟ ବିଲ୍ଡିଂର ସ୍ଥାୟୀ ବ୍ୟବସାୟୀ ଓ ଉଠାଦୋକାନୀ ଙ୍କ ମଧ୍ୟରେ ଲାଗି ରହିଥିବା ବିବାଦର ସ୍ଥାୟୀ ସମାଧାନ ହେଉନାହିଁ। ଫଳରେ ଉଭୟ ଗୋଷ୍ଠୀ ବାରମ୍ବାର ମୁହଁାମୁହିଁ ହେବା ସହ ବଜାର ବନ୍ଦ, ଅଳିଆ ଉଠା ବନ୍ଦ ମାଧ୍ୟମରେ ପ୍ରତିବାଦ…
ଚନ୍ଦକାରୁ ଅପହରଣ, ଟିଟିଲାଗଡ଼ରେ ଠାବ
ବାରଙ୍ଗ(ଲିଙ୍ଗରାଜ ରାଉତ)/ଟିଟିଲାଗଡ଼,୬।୭(ଶରତ ମିଶ୍ର)ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ସୁନ୍ଦରପୁର ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲର ଦଶମ ଶ୍ରେଣୀର ୨ଜଣ ଛାତ୍ର ନିଖୋଜ ହୋଇଥିବା ନେଇ ମଙ୍ଗଳବାର ଅଭିଯୋଗ ହୋଇଥିଲା। ଏ ନେଇ ପୋଲିସ ତଦନ୍ତ କରୁଥିବାବେଳେ ବୁଧବାର ଛାତ୍ରଦ୍ୱୟ…
ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଂକ୍ରିଟ୍ ସେତୁ ଖୋଲିଲା
ଖୁଣ୍ଟୁଣୀ,୬।୭(ସଚ୍ଚିଦାନନ୍ଦ ପଣ୍ଡା)କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠକୁ ଯିବା ପାଇଁ ନିର୍ମାଣ ହୋଇଥିବା କଂକ୍ରିଟ୍ ସେତୁ ବୁଧବାରଠାରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଛି। ଧବଳେଶ୍ୱର ପୂଜକ ସମାଜ ସଭାପତି ବିଷ୍ଣୁଚରଣ ପତ୍ରୀ ଓ ସମ୍ପାଦକ ନରେନ୍ଦ୍ର କୁମାର ପଣ୍ଡାଙ୍କ ନେତୃତ୍ୱରେ…
ଡିଏନ୍ ଗ୍ରୁପ ଉପରେ ଆୟକର ଚଢ଼ାଉ: କର୍ମଚାରୀଙ୍କ ଘରୁ ୩୦ କୋଟି ଜବତ
ଭୁବନେଶ୍ୱର,୫।୭(ସତ୍ୟଜିତ୍ ରାଉତ): ଆୟକର ବିଭାଗ ପକ୍ଷରୁ ଓଡ଼ିଶାର ବଡ଼ ରିଏଲ୍ ଇଷ୍ଟେଟ୍ କମ୍ପାନୀ ଡିଏନ୍ ଗ୍ରୁପ ଉପରେ ବୁଧବାର ଚଢ଼ାଉ କରାଯାଉଛି। ଭୁବନେଶ୍ୱର ସମେତ ପ୍ରାୟ ୨୦ଟି ସ୍ଥାନରେ ଥିବା ସଂସ୍ଥାର ବ୍ୟବସାୟିକ ପ୍ରତିଷ୍ଠାନ, ଅଧ୍ୟକ୍ଷ ଜଗଦିଶ୍ ପ୍ରସାଦ ନାୟକଙ୍କ ସମେତ…
ରାଜ୍ୟରେ ବଢ଼ୁଛି ଡେଙ୍ଗୁ , ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୫।୭: ରାଜ୍ୟରେ ଡେଙ୍ଗୁ ମାଡ଼ିଚାଲିଛି । ଧୀରେଧୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି । ଏବେ ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୪ରେ ପହଞ୍ଚିଛି । ୧୭ ଜିଲାରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଖୋର୍ଦ୍ଧା ଜିଲା ଆଗରେ ରହିଛି…


