ମେଟ୍ରୋ

ଆଜି ଯୁବ ସମ୍ମିଳନୀ: ସୋନୁ, ରିକି ମୁଖ୍ୟ ଆକର୍ଷଣ

ସାରା ବିଶ୍ୱ ପାଇଁ ଜଳବାୟୂ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରୁଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…

ଧରିତ୍ରୀ କାର୍ଯ୍ୟାଳୟରେ ଅଭିନେତା ସୋନୁ ସୁଦ୍‌

ଭୁବନେଶ୍ବର,୨୩।୧୧: ଅଭିନେତା ତଥା କରୋନା ସମୟରେ ଗରିବଙ୍କ ଦେବଦୂତ ସାଜିଥିବା ସୋନୁ ସୁଦ୍‌ ଧରିତ୍ରୀ ୟୁଥ କନକ୍ଲେଭରେ ଯୋଗ ଦେବା ପାଇଁ ଗୁରୁବାର ଭୁବନେଶରସ୍ଥିତ ଧରିତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ତାଙ୍କୁ ଧରିତ୍ରୀ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ, ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସମ୍ପାଦକ…

ବିଧାନସଭା ଆଗରେ ଧାରଣା ଦେଲେ ଫିଲ୍ମ ପ୍ରଯୋଜିକା

ଭୁବନେଶ୍ୱର,୨୩ା୧୧: ଗୁରୁବାରଠାରୁ ବିଧାନସଭା ଆଗରେ ଧାରଣାରେ ବସିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ। ସନଲିଶା ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି) ଏବଂ ଓଡ଼ିଶା ସରକାରଙ୍କ ଆଗରେ ୫ଟି ଦାବି ରଖିଛନ୍ତି। ଏହି ଦାବିଗୁଡ଼ିକ ମଧ୍ୟରେ ବ୍ଲକ ମୁଖ୍ୟାଳୟରେ…

୪୨୬ ପଞ୍ଚାୟତରେ ହାଇସ୍କୁଲ ନାହିଁ

ଭୁବନେଶ୍ୱର,୨୩।୧୧(ଅନିଲ ଦାସ)ରାଜ୍ୟର ୭୯୯୮ ପଞ୍ଚାୟତରେ ୮୦୯୯ ହାଇସ୍କୁଲ ରହିଛି। ତେବେ ୪୨୬ ପଞ୍ଚାୟତରେ କୌଣସି ହାଇସ୍କୁଲ ନାହିଁ। ସେହି ପଞ୍ଚାୟତର ପିଲାମାନେ ନିକଟସ୍ଥ ପଞ୍ଚାୟତରେ ଥିବା ହାଇସ୍କୁଲରେ ପଢୁଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର ସିଂଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍କୁଲ…

ସୁଜାତା କାର୍ତ୍ତିକେୟନଙ୍କୁ ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧୧: ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ବୁଧବାର ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ୨୦୦୦ ମସିହା ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଦେହରେ କିରୋସିନି ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ ଅଟୋଚାଳକ, ଆଜି ବୁଜିଲେ ଆଖି

ଭୁବନେଶ୍ୱର,୨୨ା୧୧: ପାରିବାରିକ କଳହ ଯୋଗୁ ରାଜଧାନୀର ବଡ଼ଗଡ଼ ଥାନା କେସୁରା ଗାଁର ଲକ୍ଷ୍ମଣ ପ୍ରଧାନଙ୍କ ବୁଧବାର ଏମ୍ସ ହସ୍ପିଟାଲରେ ମୃତ୍ୟୁ ଘଟିଛି। ମଙ୍ଗଳବାର ଲକ୍ଷ୍ମଣ ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇଦେଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଗୁରୁତର…

ଅହିଂସାର ରେଶମ ‘କରୁଣା ସିଲ୍କ’

ଭୁବନେଶ୍ୱର,୨୨ ।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ଏଣ୍ଡିକୀଟ ମାରି ରେଶନ ଉତ୍ପାଦନ କରିବା କଥା ପ୍ରାୟ ସମସ୍ତଙ୍କୁ ଜଣାଥିବ। ମାତ୍ର ଏବେ ଏଣ୍ଡିକୀଟକୁ ନ ମାରି ବି ରେଶନ ଉତ୍ପାଦନ କରାଯାଇପାରିବ। ରେଶମ ଉତ୍ପାଦନ ବେଳେ ପାରମ୍ପରିକ ପଦ୍ଧତିରୁ ବାହାରି ଏକ ନୂଆ ବାଟ…

ଫିଫା-ଏଆଇଏଫ୍‌ଏଫ୍‌ ଟ୍ୟାଲେଣ୍ଟ ଏକାଡେମୀ ଉଦ୍‌ଘାଟିତ

ଭୁବନେଶ୍ୱର, ୨୨।୧୧ (ତପନ ସ୍ବାଇଁ): ଭାରତୀୟ ଫୁଟ୍‌ବଲ ଇତିହାସରେ ମଙ୍ଗଳବାର ଯୋଡ଼ିହୋଇଛି ଏକ ନୂଆ ଅଧ୍ୟାୟ। କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଭାରତ-କାତାର ଫିଫା ବିଶ୍ୱକପ୍‌ ୨୦୨୬ ଓ ଏଏଫ୍‌ସି ଏସିଆନ କପ୍‌ ୨୦୨୭ କ୍ୱାଲିଫାୟର୍ସ ରାଉଣ୍ଡ-୨ ମ୍ୟାଚ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ…

ନଦୀ ପୁନରୁଦ୍ଧାରର ଅଗ୍ରଦୂତ

ସାରା ବିଶ୍ୱ ପାଇଁ ଜଳବାୟୁ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କର ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏ କ୍ଷେତ୍ରରେ ସହଭାଗୀ କରାଇବେ, ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ…

୫ ବର୍ଷରେ ମଲେଣି ୨,୮୧୭ ବନ୍ୟପ୍ରାଣୀ

ଭୁବନେଶ୍ୱର,୨୨।୧୧(ଅନିଲ ଦାସ): ରାଜ୍ୟର ଜଙ୍ଗଲରେ ବନ୍ୟପ୍ରାଣୀ ସୁରକ୍ଷିତ ନାହାନ୍ତି। ରେଳ ଦୁର୍ଘଟଣା, ରାସ୍ତା ଦୁର୍ଘଟଣା, ବିଦ୍ୟୁତ୍‌ ଆଘାତ, ଶିକାରୀ ଏବଂ ବିଷ ପ୍ରୟୋଗ ଯୋଗୁ ଅଧିକାଂଶ ବନ୍ୟପ୍ରାଣୀଙ୍କ ମୃତ୍ୟୁ ଘଟୁଛି। ବିଭିନ୍ନ କାରଣରୁ ଗତ ୫ ବର୍ଷରେ ରାଜ୍ୟରେ ୨,୮୧୭ ବନ୍ୟପ୍ରାଣୀଙ୍କ…

ଆକର୍ଷିତ କରୁଛି ଓଡ଼ିଶା ପାଭିଲିୟନ ସାଜସଜ୍ଜା

ଭୁବନେଶ୍ୱର, ୨୧।୧୧(ଅସମାପିକା ସାହୁ):ଦିଲ୍ଲୀରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ସୋମବାର ଥିଲା ସପ୍ତମ ଦିବସ। ବାଣିଜି୍ୟକ ଦିବସ ପରେ ରବିବାରଠାରୁ ସର୍ବସାଧାରଣଙ୍କ ପାଇଁ ଏହି ମେଳା ଖୋଲା ହୋଇଥିବାରୁ ପ୍ରଗତି ମଇଦାନ ପରିସର ସମେତ ଓଡ଼ିଶା ପାଭିଲିୟନରେ ପ୍ରବଳ ଜନଗହଳି…

ପ୍ରେମିକାଙ୍କ ଫଟୋ ଭାଇରାଲ ଘଟଣା: ପ୍ରେମିକ ଗିରଫ

ଭୁବନେଶ୍ୱର,୨୧।୧୧(ସୂର୍ଯ୍ୟକାନ୍ତ ବେହେରା):ପ୍ରେମିକା ଦୂରେଇଯିବାରୁ ତାଙ୍କ ନାଁରେ ଫେକ୍‌ ଇନ୍‌ଷ୍ଟାଗ୍ରାମ ଆଇଡି ଖୋଲି ଖରାପ ଟିପ୍ପଣୀ ଦେବା ସହ ଫଟୋ ଭାଇରାଲ କରିବା ଅଭିଯୋଗରେ ତମାଣ୍ଡୋ ଥାନା ପୋଲିସ ଅଭିଯୁକ୍ତ ପ୍ରେମିକଙ୍କୁ ଗିରଫ କରିଛି। ସେ ହେଲେ ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?