ମେଟ୍ରୋ

ଏତିକି ଛାତ୍ରଛାତ୍ରୀ ଥିବା ସ୍କୁଲ୍ ଖୋଲିବ ନାହିଁ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୮ା୧୧: ରାଜ୍ୟରେ ୨୦ କିମ୍ବା ତା’ଠାରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟଗୁଡ଼ିକୁ ପୁନଃ ଖୋଲାଯିବ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ ଗୁରୁବାର ସ୍ପଷ୍ଟ କରିଛନ୍ତି। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବା ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।…

ଆବେଦନ ଖାରଜ କଲେ ହାଇକୋର୍ଟ: କେଭି ସିଂହଦେଓ, ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ଚାଲିବ ମାମଲା

କଟକ,୨୮ା୧୧: ୨୦୨୪ ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ମାମଲା ଚାଲିବ। ଉଭୟ ନେତାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ଗୁରୁବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। କେଭି…

ରାଷ୍ଟ୍ରପତିଙ୍କ ପାଇଁ ନୈଶ୍ୟଭୋଜିର ଆୟୋଜନ କଲେ ରାଜ୍ୟପାଳ, ଯୋଗଦେଲେ ମାନ୍ୟଗଣ୍ୟ ବ୍ୟକ୍ତି

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନାର୍ଥେ ଗୁରୁବାର ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ରାଜଭବନରେ ଏକ ସମ୍ମାନଜନକ ଭୋଜିର ଆୟୋଜନ କରିଥିଲେ। ଏହି ଅବସରରେ ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତିଙ୍କ…

ଗୌରବ ଆଣିଲା ଓଡ଼ିଶା: ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମିଳିଲା ଗୋଲ୍ଡ ମେଡାଲ

ଭୁବନେଶ୍ୱର,୨୭ା୧୧: ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରିଛି ଏବଂ ଗୋଲ୍ଡ ମେଡାଲ୍ ହାସଲ କରିଛି। ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (ITPO) ତରଫରୁ ଏହି ପୁରସ୍କାର ଆଜି ପ୍ରଦାନ…

ଧର୍ମେନ୍ଦ୍ର, ମୋହନ, ମୁଁ ଏକାଠି ଆସିଥିଲୁ, ବିଧାନସଭାରେ କାହିଁକି ଏପରି କହିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭ା୧୧: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରି ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ନିଜ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିବା ଏହି ଗୃହରେ ଉପସ୍ଥିତ ରହି…

ପୁଣି ଥରିଲା ଓଡ଼ିଶା; ଆସନ୍ତା ୨ ଦିନ ଘନ କୁହୁଡ଼ି ଆଶଙ୍କା, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୭ା୧୧: ରାଜ୍ୟରେ ପୁଣିଥରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆସନ୍ତା…

ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଧାୟକମାନଙ୍କୁ ଦେଲେ ଏପରି ପରାମର୍ଶ

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ବିଭିନ୍ନ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଥିଲେ ମଧ୍ୟ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଦେଲେ ଏସବୁ କଥା

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାରେ ପହଞ୍ଚିଛନ୍ତି। ବିଧାୟିକା ଭାବେ ନିର୍ବାଚିତ ହେବା ପରେ ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ବିଧାନସଭା ଗସ୍ତ। ତାଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ପରିଷଦର ସଦସ୍ୟ…

ବିଧାନସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ଐତିହାସିକ ମୁହୂର୍ତ୍ତ କହିଲେ ବାଚସ୍ପତି

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାରେ ପହଞ୍ଚିଛନ୍ତି। ବିଧାୟିକାରୁ ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ବିଧାନସଭା ଗସ୍ତ। ରାଜଭବନରୁ ବାହାରି ସେ ବିଧାନସଭାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରିପରିଷଦର ସଦସ୍ୟମାନେ ତାଙ୍କୁ…

ରାଜଭବନରେ ରାଷ୍ଟ୍ରପତି, ବିଧାନସଭା ଶୀତ ଅଧିବେଶନକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୨୭ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଯାଇଥିଲେ। ରାଷ୍ଟ୍ରପତି ବିଧାନସଭା ଶୀତ ଅଧିବେଶନରେ ସମ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଯଦି ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରନ୍ତି ତେବେ ଏହା ରାଜ୍ୟର ବିଧାନସଭା…

ପ୍ରତ୍ୟାହୃତ ହେଲା ବସ୍‌ ଧର୍ମଘଟ ଡାକରା

ଭୁବନେଶ୍ୱର,୨୭ା୧୧: ଡିସେମ୍ବର ୧ରୁ ବସ୍‌ ବନ୍ଦ ଡାକରା ନିଷ୍ପତ୍ତି ଇତିମଧ୍ୟରେ ପ୍ରତ୍ୟାହୃତ ହୋଇଛି। ଏନେଇ ଘରୋଇ ବସ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ପରିବହନ ବିଭାଗ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି। ପୋଲିସ ଚେକିଂ ବ୍ୟବସ୍ଥା…

ସୃଷ୍ଟି ହେଲା ଗଭୀର ଅବପାତ: ୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର,୨୭।୧୧: ପୁଣି ବାତ୍ୟା ଭୟ। ସୃଷ୍ଟି ହେଲା ଗଭୀର ଅବପାତ। ଆଗାମୀ ୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା ବୃଦ୍ଧି ପାଇବାରେ ଲାଗିଛି। ଶ୍ରୀଲଙ୍କା ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗରରେ ଅବପାତ ସୃଷ୍ଟି ହୋଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri