ରାଜ୍ୟରୁ ଆଉ ୩ ସାଇବର ଠକ ଗିରଫ
ଭୁବନେଶ୍ୱର,୨।୭(ସୂର୍ଯ୍ୟକାନ୍ତ ବେହେରା)ସୋସିଆଲ ମିଡିଆରେ ଲିଙ୍କ୍ ପଠାଇ ୱାର୍କ ଫ୍ରମ୍ ହୋମ୍ ଓ ବିଟ୍ କଏନ୍ରେ ଟଙ୍କା ନିବେଶ ଜରିଆରେ ଜଣେ ବ୍ୟକ୍ତିଙ୍କଠାରୁ ୧୪ ଲକ୍ଷ ଠକିବା ମାମଲାରେ ସାଇବର ଥାନା ପୋଲିସ ଆଉ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ସୁନ୍ଦରଗଡର…
ବିପଦ ଡାକିଲାଣି ଡେଙ୍ଗୁ
ଭୁବନେଶ୍ୱର,୨।୭ (ବନ୍ଦନା ସେଠୀ) ବର୍ଷାଋତୁ ଆରମ୍ଭରୁ ଡେଙ୍ଗୁ ରୋଗ କାୟା ବିସ୍ତାର କରିବାରେ ଲାଗଛି। ଏ ପର୍ଯ୍ୟନ୍ତ ରାଜ୍ୟରୁ ୧୭୫ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଲେଣି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୩ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ସ୍ମାର୍ଟସିଟି ଭୁବନେଶ୍ୱର…
ଦୃଷ୍ଟି ବାଧିତ ଶିକ୍ଷାର୍ଥୀଙ୍କ ପାଇଁ ବୁଝାମଣାପତ୍ରର ନବୀକରଣ
ଭୁବନେଶ୍ୱର,୧ା୭(ଅସମାପିକା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ଓସେପା ସମ୍ମିଳନୀ କକ୍ଷରେ ଓସେପା ଓ ସାଇଟସେଭରସ ଇଣ୍ଡିଆ ଏକ ଉନ୍ନୟନ ସଂସ୍ଥା ମଧ୍ୟରେ ଦୃଷ୍ଟି ବାଧିତ ଓ ସ୍ବଚ୍ଛ ଦୃଷ୍ଟି ଶିକ୍ଷାର୍ଥୀଙ୍କ ନିମନ୍ତେ ଅନ୍ତର୍ନିବେଶୀ ଶିକ୍ଷାର ସମୃଦ୍ଧି ପାଇଁ ଏକ…
ରତ୍ନଭଣ୍ଡାର ଖୋଲିବାକୁ ଦାବି ଉଠାଇଲେ ବିରୋଧୀ
ଭୁବନେଶ୍ବର, ୧ା୭(ସୁନିତ୍ ମିଶ୍ର): ଶ୍ରୀମନ୍ଦିର ରତ୍ନଭଣ୍ଡାର ନ ଖୋଲାଯିବା ନେଇ ତେଜିଛି ରାଜନୀତି। ସାଧାରଣ ଭକ୍ତଙ୍କଠାରୁ ଆରମ୍ଭକରି ଅନ୍ୟମାନେ ମଧ୍ୟ ଏନେଇ ଦାବି କରିବା ଆରମ୍ଭ କରିଛନ୍ତି। ତେବେ ସରକାର ଏଥିପ୍ରତି ଧ୍ୟାନ ଦେଉ ନ ଥିବା ବିରୋଧୀ ଅଭିଯୋଗ କରିଛନ୍ତି।…
ଗୁରୁତ୍ୱପୂର୍ଣ୍ଣ ଚିକିତ୍ସକଙ୍କ ଭୂମିକା
ସମାଜରେ ଚିକିତ୍ସକଙ୍କ ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଆୟୁର୍ବେଦର ଏକ ଶ୍ଳୋକ ଦର୍ଶାଏ-‘ରୋଗରେ ପଡ଼ିଲେ ମଣିଷ ମୃତ୍ୟୁମୁଖରେ ପଡିବାର ଆଶଙ୍କା ଥାଏ, ମାତ୍ର ମୂମୂର୍ଷୁକୁ ନିଜର ଉଦ୍ୟମ ଓ ଚିକିତ୍ସା ଦ୍ୱାରା ବଞ୍ଚାଇ ପାରୁଥିବା ଚିକିତ୍ସକ ହିଁ ସମାଜର ସର୍ବଶ୍ରେଷ୍ଠ ଅଟନ୍ତି।’ ରୋଗ…
ଆସିଲା ୨୯ ଡିଏନ୍ଏ ରିପୋର୍ଟ, ୬ ମୃତଦେହ ହସ୍ତାନ୍ତର
ଭୁବନେଶ୍ୱର,୧।୭(ଅଭିଜିତ ଦାସ): ଜୁନ୍ ୨ ବାଲେଶ୍ୱର ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି। ତେବେ ବିଳମ୍ବ ସତ୍ତ୍ୱେ ଚିହ୍ନଟ ହୋଇପାରି ନ ଥିବା ୮୧ ମୃତଦେହ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୯ଟିର ଡିଏନ୍ଏ ପରୀକ୍ଷା…
ନୀଳାଦ୍ରି ବିଜେରେ ରସଗୋଲା
ଦାରୁଦିଅଁଙ୍କ ଜଗତମଙ୍ଗଳ ଲୀଳାର ଶେଷ ଦିବସରେ ହୁଏ ନୀଳାଦ୍ରି ବିଜେ। ଏହି ଦିନକୁ ରସଗୋଲା ଦିବସ ଭାବେ ୨୦୧୫ରୁ ପାଳନ କରାଯାଇଆସୁଛି। ମହାପ୍ରଭୁଙ୍କ ଉପାସନାରେ ଦୁଇ ପ୍ରକାର ଭୋଗ ବ୍ୟବସ୍ଥା ରହିଛି। ତାହା ହେଲା ସଙ୍କୁଡ଼ି ଓ ନିଃସଙ୍କୁଡ଼ି। ସାଧାରଣତଃ ଅନ୍ନ,…
ଜୁନ୍ରେ ଉତ୍ତପ୍ତ ଓଡ଼ିଶା: ସ୍ବାଭାବିକଠାରୁ ଅଧିକ ତାତି
ଭୁବନେଶ୍ୱର,୧ା୭ (ଅନିଲ ଦାସ): ଜୁନ୍ ମାସରେ ରାଜ୍ୟକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେବାକୁ ପଡିଛି। ଜୁନ୍ ପହିଲାରୁ ୩୦ ତାରିଖ ମଧ୍ୟରେ ରାଜ୍ୟରେ ୧୪ ଦିନ ହିଟ୍ଓ୍ବେଭ ବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ…
ବାହାନଗା ଟ୍ରେନ ଦୁର୍ଘଟଣା: ୨୯ଜଣଙ୍କ ଡିଏନ୍ଏ ରିପୋର୍ଟ ଚିହ୍ନଟ
ଭୁବନେଶ୍ୱର,୩୦ା୬(ଅଭିଜିତ ଦାସ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିଚୟ ଜାଣିବା ପାଇଁ ଭୁବନେଶ୍ୱର ଏମ୍ସ ପକ୍ଷରୁ ଡିଏନ୍ଏ ପରୀକ୍ଷା ପାଇଁ ନମୁନା ଦିଲ୍ଲୀ ପଠାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୯ଜଣଙ୍କ ଡିଏନ୍ଏ ରିପୋର୍ଟ ଚିହ୍ନଟ ହୋଇଛି। ଏହି ରିପୋର୍ଟ ଭୁବନେଶ୍ୱର…
ବାହାନଗା ଦୁର୍ଘଟଣା : ଆଜି ହୋଇପାରେ ଦାବିଦାର ନ ଥିବା ମୃତଦେହ ସତ୍କାର
ଭୁବନେଶ୍ୱର,୩୦।୬(ଅଭିଜିତ ଦାସ/ ଅନୁରାଧା ମହାରଣା): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୮୧ ଯାତ୍ରୀଙ୍କ ମୃତଦେହକୁ ଚିହ୍ନଟ ପାଇଁ ଏମ୍ସ ପରିସରରେ ସଂରକ୍ଷିତ କରି ରଖାଯାଇଛି। ତେବେ ଏଥିମଧ୍ୟରୁ ଦାବିଦାର ନ ଥିବା ମୃତଦେହଗୁଡିକୁ ସତ୍କାର ପାଇଁ ବ୍ୟବସ୍ଥା କରାଯାଉଥିବା ସୂଚନା ମିଳିଛି। ଏଥିପାଇଁ…
ଶୁଦ୍ଧିକ୍ରିୟା ହୋଇ ନ ଥିବାରୁ ଗାଁ ବାରଣ
ଭୁବନେଶ୍ୱର,୩୦।୬(ଅଭିଜିତ ଦାସ): ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ଇତିମଧ୍ୟରେ ୨୭ଦିନ ବିତିଛି। ହେଲେ ଏଯାଏ ୮୧ ମୃତଦେହ ଚିହ୍ନଟ ହୋଇପାରୁ ନାହିଁ। ମୃତଦେହକୁ ଅପେକ୍ଷା କରି ନିରାଶ ହେବା ପରେ ବହୁ ଦାବିଦାର ଗାଁକୁ ଫେରିଯାଇଥିବାବେଳେ ଆଉ କିଛି ପରିବାର ଏବେ…
ଓବିସି/ଏସ୍ଇବିସି ବର୍ଗଙ୍କ ଚାକିରି ସଂରକ୍ଷଣରେ ଅବହେଳା
ଭୁବନେଶ୍ବର,୩୦ା୬(ସୁନିତ୍ ମିଶ୍ର): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଗୁରୁବାର ପଛୁଆ ବର୍ଗ ଜାତୀୟ କମିଶନର ଅଧ୍ୟକ୍ଷ ହଂସରାଜ ଗଙ୍ଗରାମ ଅହିରଙ୍କୁ ଚିଠି ଲେଖିଛନ୍ତି। ଜେନା ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଓଡ଼ିଶା ସରକାର ଜାଣିଶୁଣି ଓବିସି ଏବଂ ଏସ୍ଇବିସି ବର୍ଗର ଛାତ୍ରୀଛାତ୍ରଙ୍କୁ…
Archives


