ଆତଙ୍କ ଖେଳାଉଥିବା ପେସାଦାର ଲୁଟେରା ଗିରଫ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରେ ମୋବାଇଲ ଓ ସୁନା ଚେନ୍ ଲୁଟ୍ପାଟ୍ କରି ଆତଙ୍କ ଖେଳାଉଥିବା ଜଣେ ପେଷାଦାର ଲୁଟେରାଙ୍କୁ ବଡ଼ଗଡ଼ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାରେ ରହୁଥିବା ନୟାଗଡ଼...
ଘଡ଼ଘଡ଼ି ସହ ବର୍ଷା ପବନ ଆଶଙ୍କା, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୨୪ା୪(ବ୍ୟୁରୋ): ରାଜ୍ୟରେ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ। ସୋମବାର ପୂର୍ବାହ୍ନ ସୁଦ୍ଧା କଳାହାଣ୍ଡି, ରାୟଗଡ଼ା କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏଥିସହ...
ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ ଲାଗି ଅମଙ୍ଗ: ତଥାଗତ
ଭୁବନେଶ୍ବର, ୨୪ା୪(ବ୍ୟୁରୋ): ମୁଁ ନିର୍ଦ୍ଦଳୀୟ। ଏବେ ମୁଁ କୌଣସି ଦଳରେ ନାହିଁ। ମୁଁ ଆପଣମାନଙ୍କ ଦଳରେ ଅଛି। ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ କରିବାକୁ ଅମଙ୍ଗ ବୋଲି ରବିବାର ଶଙ୍ଖ ଭବନ ଉଦ୍ଘାଟନୀ ଉତ୍ସବରେ ଯୋଗଦେବା ଅବସରରେ ପୂର୍ବତନ ଏମ୍ପି ତଥା...
‘ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୁରାତନ’
ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୂର୍ବରୁ ରହିଆସିଛି। ଆବହମାନ କାଳରୁ ଓଡ଼ିଶା ମାଟିରେ କଳା, ସାହିତ୍ୟ, ସଂସ୍କୃତି ଓ ବାଣିଜ୍ୟରେ ଦକ୍ଷତାର ପରାକାଷ୍ଠା ରହିଛି ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ...
ବସୁଧୈବ କୁଟୁମ୍ବକମ୍ ବାର୍ତ୍ତା ଦେବ ଶଙ୍ଖ ଭବନ
ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍-୬ଠାରେ ବିଜୁ ଜନତା ଦଳ (ବିଜେଡି) ମୁଖ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’କୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟତୃତୀୟା ଅବସରରେ ଲୋକାର୍ପଣ କରିଛନ୍ତି। ଶଙ୍ଖ ଭବନ କେବଳ ଭୌତିକ, ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ...
କୃଷି ସମୀକ୍ଷା କେନ୍ଦ୍ର, ମିଲେଟ ଶକ୍ତି କାଫେ’ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୩ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଯାଇ ଅକ୍ଷୀ ମୁଠି ଅନୁକୂଳ କରି କୃଷକମାନଙ୍କୁ ଶୁଭେଛା...
ବିଜେବି କଲେଜରେ ପଶି ହାଣିବା ଘଟଣା: ୪ ଗିରଫ
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ବିଜେବି କଲେଜ କ୍ୟାମ୍ପସରେ ପଶି କିଛି ଅଣଛାତ୍ର ଆତଙ୍କରାଜ ଘଟାଇଥିଲେ। ତେବେ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରି ଗୋଟିଏ ବାଇକ ଜବତ ହୋଇଛି।...
ଆଜି ନୂଆ ବିଜେଡି ଅଫିସ ଉଦ୍ଘାଟନ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ୟୁନିଟ-୬ କ୍ୟାପିଟାଲ ହସ୍ପିଟାଲ ନିକଟରେ ଥିବା ବିଜୁ ଜନତା ଦଳର ନବନିର୍ମିତ ଶଙ୍ଖ ଭବନ କାର୍ଯ୍ୟାଳୟ ଉଦ୍ଘାଟନ ହେବ। ରବିବାର ପବିତ୍ର ଅୟକ୍ଷ ତୃତୀୟା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ...
ଅକ୍ଷୟ ତୃତୀୟା ଅବସରରେ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଅଖିମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀମାନଙ୍କୁ...
ଛତାବରରେ ଅଖିମୁଠି ଅନୁକୂଳ କଲେ ବିଧାୟକ ସୁର ରାଉତରାୟ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷାପୁଅ ଅଖିମୁଠି ଅନୁକୂଳ କରିଥାଏ । ଏହି ଅବସରରେ ଖୋର୍ଦ୍ଧା ଛତାବରରେ ଜଟଣୀ ବିଧାୟକ ସୁର ରାଉତରାୟ ଅଖିମୁଠି ଅନୁକୂଳ କରିଛନ୍ତି । ଏହି...
ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା ଅବସରରେ ଓୟୁଏଟିର ଶୈକ୍ଷିକ କୃଷି ଫାର୍ମରେ ଅଖିମୁଠି ଅନୁକୂଳ କରିଛନ୍ତି। ଭୂମିପୂଜା କରିବା ସହ ହାତରେ ଲଙ୍ଗଳ ଧରି ଜଗା ବଳିଆ ବଳଦ ସାହାଯ୍ୟରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି।...
ଅନୁକୂଳର ପର୍ବ
ବୈଶାଖ ମାସ କରୁଣାପ୍ରାପ୍ତିର ମାସ। ହୟଶୀର୍ଷ ସଂହିତା ମତରେ ଏହି ପବିତ୍ର ମାସରେ ମହାପ୍ରଭୁ ‘ମଧୁସୂଦନ’ ନାମରେ ଉପାସିତ ହୁଅନ୍ତି। ଏହା ପଛରେ ମଧ୍ୟ ମଧୁକୈଟଭ ରାକ୍ଷସର ଐତିହ୍ୟ ରହିଛି। ଓଡ଼ିଆରେ ପ୍ରଚଳିତ: ମଧୁକଇଟଭ ଅରି ଶ୍ରୀମଧୁସୂଦନ, ଦୁଃଖୀର ବାନ୍ଧବ...
Archives


