ଓଏଚ୍ପିସିର ୨୮ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୨୩।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍ପିସି)ର ୨୮ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ...
ଆଜିଠୁ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀ ଅଧୀନ ସ୍ବତନ୍ତ୍ର ପ୍ରଦର୍ଶନୀ
ଭୁବନେଶ୍ୱର, ୨୩।୪ (ବ୍ୟୁରୋ): ଭାରତର ଜି-୨୦ ଅଧ୍ୟକ୍ଷତା କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରରେ ଆସନ୍ତା ସପ୍ତାହରେ ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ରବିବାର ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଆୟୋଜିତ ହେବ। ସିଏସ୍ଆଇଆର୍ ଖଣିଜ ଓ ବସ୍ତୁ...
ବିଜୟ ପଟ୍ଟନାୟକ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଗତ କିଛି ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)...
ରାଜ୍ୟରେ ମହିଳା, ଶିଶୁ ଅସୁରକ୍ଷିତ, ଗୁଡୁ ମୁସ୍ଲିମ ସୁରକ୍ଷିତ: ଭାଜପା
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଏନ୍ସିଆର୍ବି ରିପୋର୍ଟ ଅନୁସାରେ ମହିଳା ବିରୋଧୀ ଅତ୍ୟାଚାରରେ ଓଡ଼ିଶା ସର୍ବାଗ୍ରେ ରହିଛି । ବିଜେଡି ସରକାର ମହିଳା ସୁରକ୍ଷାକୁ ଆଦୌ ଗୁରୁତ୍ୱ ଦେଉନାହାନ୍ତି ା ‘୫-ଟି’ ଓ ‘ମୋ ସରକାର’ ବୋଲି ମିଥ୍ୟା ପ୍ରହେଳିକା କରି ଲୋକଙ୍କୁ ଭ୍ରମିତ...
ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷାପୁଅ ଅଖିମୁଠି ଅନୁକୂଳ କରିଥାଏ । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା...
ଆଜି ପବିତ୍ର ଅକ୍ଷୟ ତୃତୀୟା: ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷା ପୁଅ ଅଖିମୁଠି ଅନୁକୂଳ କରିଥାଏ । କ୍ଷେତରେ ବିହନ ବୁଣିବା ସହ ଭଲ ଅମଳ ପାଇଁ ମାଟି ମାଆକୁ ପୂଜା କରାଯାଏ ।...
କୁଇ, ଦେଶିଆ ଭାଷାରେ ପ୍ରସ୍ତୁତ ହେବ ପାଠ୍ୟୋପକରଣ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଓଡ଼ିଶାର କୋରାପୁଟ ଜିଲାରେ ପ୍ରଚଳିତ ‘କୁଇ’ ଏବଂ ‘ଦେଶିଆ’ ଭାଷାରେ ଶିକ୍ଷାଦାନ ଓ ଶିକ୍ଷା ଆହରଣ ପାଇଁ ସ୍ବତନ୍ତ୍ର ପାଠ୍ୟୋପକରଣ ପ୍ରସ୍ତୁତ ହେବ। ଏଥିପାଇଁ ନ୍ୟାଶନାଲ କାଉନ୍ସିଲ ଅଫ୍ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ୍ ଟେକ୍ନୋଲୋଜି (ଏନ୍ସିଇଆର୍ଟି) ପକ୍ଷରୁ ୧୦...
ସୋମବାର କ୍ୟାବିନେଟ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ ବୈଠକ ବସିବ। ବୈଠକରେ ପାନୀୟ ଜଳ, କ୍ୟାଡର ପୁନର୍ଗଠନ, ଜଳସେଚନ, ଟେଣ୍ଡର ଅନୁମୋଦନ ଭଳି ୧୦ରୁ ଅଧିକ...
ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କୃଷିର ବିକାଶ ଓ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ କରିବା ପାଇଁ ପ୍ରୟାସ...
ନୂଆପଡ଼ାରେ ସର୍ବାଧିକ, ଉପକୂଳରେ ହ୍ରାସ
ଭୁବନେଶ୍ବର,୨୨।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ପାଣିପାଗରେ ପରିବର୍ତ୍ତନ ହୋଇ ଉପକୂଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଫଳରେ ତାତି ଓ ଗୁଳୁଗୁଳିରେ କଲବଲ ହେଉଥିବା ଲୋକଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ହେଲେ ପଶ୍ଚିମ ଓଡ଼ିଶାରେ ପୂର୍ବଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...
ଖୋଲା ରହିବ ଅଙ୍ଗନଓ୍ବାଡି କେନ୍ଦ୍ର
ଭୁବନେଶ୍ୱର,୨୨।୪ (ବ୍ୟୁରୋ): ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଶନିବାର ଅଙ୍ଗନଓ୍ବାଡି କେନ୍ଦ୍ର ଲାଗି ସୂଚନା ଜାରି କରାଯାଇଛି। ଗ୍ରୀଷ୍ମ ଛୁଟି ଲାଗି ସ୍କୁଲଗୁଡିକ ଛୁଟି ରହିବା ସହ ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ପୂର୍ବଭଳି ଖୋଲା ରହିବା ପାଇଁ...
ଅଶାନ୍ତ ବିଜେବି କଲେଜ: ୩ ଛାତ୍ରଙ୍କୁ ଗୋଡ଼ାଇ ହାଣିଲେ ଅଣଛାତ୍ର
ଭୁବନେଶ୍ବର ୨୨।୪(ବ୍ୟୁରେ): ବିଜେବି କଲେଜ ପୁଣି ଅଶାନ୍ତ ହୋଇଛି। କଲେଜ ପରିସରରେ ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ଗୋଡ଼ାଇ ଗୋଡ଼ାଇ ହାଣିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ୩ ଛାତ୍ର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନାଯୋଗ୍ୟ, କ୍ରିକେଟ...
Archives


