ମେଟ୍ରୋ

ସିଦ୍ଧାନ୍ତ ଦାସ ହେଲେ କେନ୍ଦ୍ର ସିଇସି ଅଧ୍ୟକ୍ଷ

ଭୁବନେଶ୍ୱର,୧୩।୧୨(ଅନିଲ ଦାସ): ଜଙ୍ଗଲ ଓ ପରିବେଶ ସଂକ୍ରାନ୍ତ ବିଷୟଗୁଡ଼ିକୁ ଦେଖିବା ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଏକ ନୂତନ କେନ୍ଦ୍ରୀୟ କ୍ଷମତାସମ୍ପନ୍ନ କମିଟି (ସିଇସି) ଗଠନ କରିଛି। କମିଟିର ପ୍ରଥମ ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ...

ସଡ଼କ ସୁରକ୍ଷା ଅଭିଯାନକୁ ଜନ ଆନ୍ଦୋଳନରେ ପରିଣତ କର

ଭୁବନେଶ୍ୱର,୧୩।୧୨(ଅନିଲ ଦାସ): ରାଜ୍ୟ ବାଣିଜ୍ୟ ଓ ପରିିବହନ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର କିଟ୍‌ଠାରେ ଜାତୀୟ ସଡ଼କ ସୁରକ୍ଷା କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ-୨୦୨୩ର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଛି। ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସମସ୍ତ ସଡ଼କ ସୁରକ୍ଷା...

ଦୁର୍ଗନ୍ଧ ସହ ପ୍ରଦୂଷଣ

ଭୁବନେଶ୍ୱର (ମୌସମ ନନ୍ଦ),୧୩ା୧୨: ଭୁବନେଶ୍ୱର ଷ୍ଟୁଡିଓ ଛକ ନିକଟସ୍ଥ ଚନ୍ଦକା, ଡମପଡ଼ା ହାତୀ ଅଭୟାରଣ୍ୟ ଅଞ୍ଚଳରେ ନୂତନ ଭାବେ ନିର୍ମାଣ ହୋଇଛି ଭାରତ ବାୟୋଟେକ କାରଖାନା। ଅଭୟାରଣ୍ୟ ପାଖ ମୁଖ୍ୟ ରାସ୍ତାଠାରୁ ପ୍ରାୟ ୧ କିଲୋମିଟର ଦୂରରେ ଏହି ରାସାୟନିକ...

ଫେବୃୟାରୀ ୧୫ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର,୧୩ା୧୨(ଅସମାପିକା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ରୁ ଆରମ୍ଭ ହେବ। ତେବେ ଦଶମ ପରୀକ୍ଷା ମାର୍ଚ୍ଚ ୧୩ରେ ଓ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ରେ ଶେଷ ହେବ। ଏନେଇ...

ଭୁବନେଶ୍ୱରରେ ଟୁ-ଲେଟ୍‌ ଲଗାଉଥିଲେ ସାବଧାନ: ୩ ସଂସ୍ଥା ଗଣିଲେ ୫୦ ହଜାର ଲେଖାଏ ଜରିମାନା

ଭୁବନେଶ୍ୱର,୧୨।୧୨:ଭୁବନେଶ୍ୱରରେ ଟୁ-ଲେଟ୍‌ ଲଗାଉଥିଲେ ସାବଧାନ। କାନ୍ଥ କିମ୍ବା ବିଦ୍ୟୁତ୍‌ ଖୁଣ୍ଟରେ ମଧ୍ୟ ଟୁଲେଟ୍‌ ଲଗାଇ ପାରିବେ ନାହିଁ। କାରଣ ଏହି ଟୁ-ଲେଟ୍‌ ବିଜ୍ଞାପନ ଲଗାଇ ୩ ସଂସ୍ଥା ୫୦ ହଜାରଟଙ୍କା ଲେଖାଏ ଜରିମାନା ଦେଇଛନ୍ତି। ବିଏମ୍‌ସି ଏହି ଟଙ୍କା ନୟାପଲ୍ଲୀ...

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ  ମୋଦି 

ଭୁବନେଶ୍ୱର,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା  ଆସିବେ। ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ  ସମ୍ଭାବନା ରହିଛି ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ  ମଙ୍ଗଳବାର ସୂଚନା ଦେଇଛନ୍ତି। ମାଝୀ କହିଛନ୍ତି, ମୋଦି ପଶ୍ଚିମ ଓଡ଼ିଶାର ଏକ କାର୍ଯ୍ୟକ୍ରମରେ...

ଜେଲ୍‌ରୁ ମୁକୁଳି ‘ଲ’ ପରୀକ୍ଷା ଦେଲେ ଅର୍ଚ୍ଚନା

ଭୁବନେଶ୍ୱର,୧୨।୧୨: ଦୀର୍ଘ ୧୪ ମାସ ପରେ ଅର୍ଚ୍ଚନା ନାଗ ମଙ୍ଗଳବାର ଜେଲ୍‌ରୁ ମୁକୁଳିଛନ୍ତି । ସକାଳେ ଅର୍ଚ୍ଚନା ଝାରପଡ଼ା ଜେଲ୍‌ରୁ ବାହାରିଥିଲେ। ତାଙ୍କ ସହିତ ତାଙ୍କ ସ୍ବାମୀ ଜଗବନ୍ଧୁ ମଧ୍ୟ ଥିଲେ । ପରେ ସେଠାରୁ ସେ ଘରକୁ ଯାଇ...

ରାଜ୍ୟପାଳଙ୍କ ପାଣ୍ଠି ଯାଉଛି କୁଆଡ଼େ

ଭୁବନେଶ୍ୱର, ୧୨ା୧୨(ସୁନୀତ୍‌ ମିଶ୍ର):ଓଡ଼ିଶାର ନାଗରିକମାନେ ଜାଣି ନ ଥିବେ ରାଜ୍ୟପାଳଙ୍କ ପାଖରେ ମଧ୍ୟ ଅତ୍ୟଧିକ ଅର୍ଥ ପ୍ରଦାନର କ୍ଷମତା ରହିଥାଏ। ଉଲ୍ଲେଖଯୋଗ୍ୟ, ଏହି ଅର୍ଥ ସମ୍ପୂର୍ଣ୍ଣ ଭାବେ ରାଜ୍ୟ ରାଜକୋଷରୁ ରାଜଭବନକୁ ଦିଆଯାଇଥାଏ ଅର୍ଥାତ୍‌ ଏହା ଓଡ଼ିଶାର କରଦାତାଙ୍କ ଅର୍ଥ।...

ଜାନୁୟାରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର,୧୨।୧୨: ଜାନୁୟାରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଆସନ୍ତା ୨୬ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସ୍‌ଇ) ପକ୍ଷରୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପରୀକ୍ଷା କେନ୍ଦ୍ରଗୁଡିକୁ ପଠାଯିବ ।...

୪୮ଘଣ୍ଟା ଶୋଷରେ ରଖିଲା ଓ୍ବାଟ୍‌କୋ

ଭୁବନେଶ୍ୱର,୧୧।୧୨: (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରରେ ପାନୀୟ ଜଳ ଯୋଗାଣରେ ଫେଲ୍‌ ମାରିଲା ଓ୍ବାଟ୍‌କୋ। ବିକଳ୍ପ ବ୍ୟବସ୍ଥା ନ କରି ମରାମତି ପାଇଁ ପାଣି ଯୋଗାଣ ବନ୍ଦ କରିଦେବାରୁ ଅଧା ସହରବାସୀ ଶୁକ୍ରବାରଠାରୁ ନାନା ଦୁର୍ଦ୍ଦଶା ଭୋଗିଥିଲେ। ବିଭିନ୍ନ ସ୍ଥାନରେ...

ଥଣ୍ଡା ପବନ, ବଢ଼ିବ ଶୀତ

ଭୁବନେଶ୍ୱର,୧୧।୧୨(ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ସପ୍ତାହ ସାରା ପାଗ ଶୁଖିଲା ରହିବା ସହ ଆକାଶ ମେଘମୁକ୍ତ ରହିବ। ଉତ୍ତର-ପଶ୍ଚିମ ପଟୁ ଥଣ୍ଡା ପବନ ବହିବା ପ୍ରଭାବରେ ରାତି ତାପମାତ୍ରା ହ୍ରାସ ପାଇବ। ଫଳରେ ଶୀତ ବଢ଼ିବ। ବିଶେଷକରି ଉପକୂଳରେ ତାପମାତ୍ରା...

ମାଟ୍ରିକ ନମୁନା ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ୱର, ୧୧।୧୨(ଅସମାପିକା ସାହୁ): ଆସନ୍ତା ବର୍ଷ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ପ୍ରଶ୍ନପତ୍ର ନମୁନାରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ନମୁନାରେ ଥିବା ବିଷୟ ଚଳିତ ବର୍ଷର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri