ମେଟ୍ରୋ

ଆଜି ରାଜ୍ୟବ୍ୟାପୀ ଶାନ୍ତି ଶୋଭାଯାତ୍ରା କରିବ ବିଜେଡି

ଭୁବନେଶ୍ବର,୧୯।୪(ବ୍ୟୁରୋ): ଯେତେବେଳେ ସମ୍ବଲପୁରରେ ଶାନ୍ତି ଫେରୁଛି, ସେତିକିବେଳେ ରାଜ୍ୟ ଭାଜପା କେବଳ ରାଜନୈତିକ ଫାଇଦା ହାସଲ କରିବା ପାଇଁ ଲୋକଙ୍କୁ ହିଂସା କରିବାକୁ ଉସୁକାଇବାର ଉଦ୍ୟମ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ବିଭିନ୍ନ ସ୍ପର୍ଶକାତର ଘଟଣାରେ ଏହା ସଦାବେଳେ ଭାଜପାର ରଣନୀତି...

ରାଜଧାନୀରେ ସ୍ତ୍ରୀଙ୍କୁ ତଣ୍ଟଚିପି ହତ୍ୟା

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ପାରିବାରିକ କଳହକୁ କେନ୍ଦ୍ର କରି ରାଜଧାନୀରେ ଆଉଏକ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ତଣ୍ଟିଚିପି ହତ୍ୟା କରିଛନ୍ତି। ଭରତପୁର ଥାନା ଅନ୍ତର୍ଗତ ମହାଲକ୍ଷ୍ମୀବିହାରସ୍ଥିତ ତେଲୁଗୁ ବସ୍ତିରେ ମଙ୍ଗଳବାର ଏହି ଘଟଣା ଘଟିଛି। ମୃତା ମହିଳା...

ବାରିପଦା, ଝାରସୁଗୁଡ଼ାରେ ୪୪ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ଗତ କିଛିଦିନ ହେବ ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଉପକୂଳଠାରୁ ଉପାନ୍ତ ସବୁଠି ତାତିର ପ୍ରକୋପ ପରିବେଶକୁ ଉତ୍ତପ୍ତ କରିଛି । ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛିି।...

ସରୋଜ ସାମଲ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି...

ଶ୍ରୀମନ୍ଦିର ପ୍ରଶାସନ ଫାଇଲ ମିଳୁନି

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ଭଳି ଜଗନ୍ନାଥ ମନ୍ଦିର ପ୍ରଶାସନର ୨ଟି ଫାଇଲର ପତ୍ତା ମିଳୁନାହିଁ। ଏ ନେଇ ଆଇନ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଉକ୍ତ ଫାଇଲକୁ ଦାଖଲ କରିବାକୁ...

ବୁଧ,ଗୁରୁ ସ୍କୁଲ ଛୁଟି

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ...

ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ, ୧୮ା୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ...

ଏଣିକି ଖରା ଛୁଟିରେ ପିଲା ପଢ଼ିବେ ପାଠ

ଭୁବନେଶ୍ୱର,୧୮।୪(ବ୍ୟୁରୋ) : ଚଳିତ ବର୍ଷଠାରୁ ଗ୍ରୀଷ୍ମକାଳୀନ ଛୁଟିରେ ମଧ୍ୟ ଛାତ୍ରୀଛାତ୍ରମାନେ ପାଠପଢ଼ିବେ। ପ୍ରଥମଥର ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅବକାଶକାଳୀନ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ମେ ୪ରୁ ଗ୍ରୀଷ୍ମକାଳୀନ ଛୁଟି ଆରମ୍ଭ ହେବାକୁ...

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର: ୪୫ ପଦବୀ ପାଇଁ ନିଯୁକ୍ତି

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଧନ ଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି...

ସବୁଠୁ ଉତ୍ତପ୍ତ ରାଜଧାନୀ: ୪୨ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଅସହ୍ୟ କଲାଣି ତାତି। ଉପରମୁହାଁ ହେଉଛି ପାରଦ। ସକାଳ ଆଠଟାରୁ ଘରୁ ବାହାରିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ମଙ୍ଗଳବାର ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ହୋଇଛି । ଦିନ ସାଢେ ୨ ଟା ସୁଦ୍ଧା ଭୁବନେଶ୍ୱରରେ ୪୨.୦୨...

ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ପାର୍‌

ଭୁବନେଶ୍ୱର,୧୮।୪: ଜାରି ରହିଛି ଗ୍ରୀଷ୍ମ ପ୍ରଭାବ। ରାଜ୍ୟରେ ସକାଳ ୯ଟାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ମଙ୍ଗଳବାର ପୂର୍ବାହ୍ନ ୧୧.୩୦ ସୁଦ୍ଧା ଭୁବନେଶ୍ୱରରେ ୪୦ ଡିଗ୍ରୀ ତାପମାତ୍ରା ଟପିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।...

ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ଦେଉଳିଧରପୁର ପଞ୍ଚାୟତ ଅଭୟମୁଖୀ କଣ୍ଟାସାହିରେ ସ୍ତ୍ରୀଙ୍କୁ କଟୁରିରେ ହାଣି ହତ୍ୟା ଓ ଝିଅଙ୍କୁ ଗୁରୁତର କରିବା ମାମଲାରେ ଭୁବନେଶ୍ୱର ଦ୍ୱିତୀୟ ଅତିରିକ୍ତ ଜଲା ଓ ଦୌରାଜଜ ସୋମବାର ରାୟ ପ୍ରକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri