ମେଟ୍ରୋ

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରତି ସ୍କୁଲରେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି

ଭୁବନେଶ୍ୱର,୨୨ା୧୦(ଅସମାପିକା ସାହୁ)ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସୁପ୍ରିମକୋର୍ଟ ଗତ ଅଗଷ୍ଟ ୨୨ରେ ଏ ସଂକ୍ରାନ୍ତ ମାଲାର ଶୁଣାଣି କରି ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ସ୍ଥାୟୀ…

ରମାଦେବୀ ଛାତ୍ରୀଙ୍କୁ ରାଗିଂ ଅଭିଯୋଗ

ଭୁବନେଶ୍ୱର,୨୨ା୧୦(ଅସମାପିକା ସାହୁ)ଭୁବନେଶ୍ୱର ରମାଦେବୀ ଜୁନିୟର କଲେଜ (ଉଚ୍ଚ ମାଧ୍ୟମିକ ସ୍କୁଲ୍‌)ରେ ରାଗିଂ ଅଭିଯୋଗ ଆସିଛି। ଯୁକ୍ତ୨ ପ୍ରଥମ ବର୍ଷର ଛାତ୍ରୀ ଏ ସମ୍ପର୍କରେ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ଗଣଶିକ୍ଷା ବିଭାଗକୁ ଲିଖିତ ଭାବେ…

ଜୋସ୍‌ ଭରିଲା ଦାଣ୍ଡିଆ କାର୍ନିଭାଲ୍‌ର ଦ୍ୱିତୀୟ ସା

ଭୁବନେଶ୍ୱର,୨୨ା୧୦(ଶର୍ମିଷ୍ଠା ପାଣିଗ୍ରାହୀ)ଦୁର୍ଗାପୂଜା ପାଇଁ ରାଜଧାନୀ ଭୁବନେଶ୍ୱରରେ ଭକ୍ତି ଓ ଉତ୍ସବର ପରିବେଶ ସୃଷ୍ଟି ହୋଇଥିବାବେଳେ ଏହାକୁ ଆହୁରି ମୁଖରିତ କରିଛି ଦାଣ୍ଡିଆ ମହୋତ୍ସବ। ସହରବାସୀଙ୍କୁ ଏକାଠି କରି ଉତ୍ସବର ନିଆରା ଅନୁଭବ ଦେବାକୁ ନେଟ୍‌ୱର୍କ ଇଭେଣ୍ଟ ଆଣ୍ଡ୍‌ ପ୍ରମୋଶନ ଏବଂ କ୍ରିଷ୍ଟାଲ…

ସମୁଦ୍ରରେ ଯିବ ବାତ୍ୟା

ଭୁବନେଶ୍ୱର,୨୨ା୧୦(ଅନିଲ ଦାସ)ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ…

ସକ୍ରିୟ ହେଉଛି ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୧ା୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ।…

ରମାଦେବୀ ଛାତ୍ରୀଙ୍କୁ ରାଗିଂ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୧୦: ଭୁବନେଶ୍ୱର ରମାଦେବୀ ଜୁନିଅର କଲେଜରେ ଜଣେ ଯୁକ୍ତ୨ ପ୍ରଥମ ବର୍ଷର ଛାତ୍ରୀଙ୍କୁ ରାଗିଂ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସେ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ଗଣଶିକ୍ଷା ବିଭାଗକୁ ସେ…

ଜାତୀୟ କ୍ରୀଡ଼ା ବିଜେତାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦକ ପାଇଁ କେତେ…

ଭୁବନେଶ୍ୱର,୨୧ା୧୦: ଜାତୀୟ କ୍ରୀଡ଼ା ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସରକାର ଆଥ୍‌ଲେଟଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି। ଅକ୍ଟୋବର ୨୬ରୁ ଗୋଆରେ ୩୭ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେବ। ଏହି କ୍ରୀଡ଼ାର ୩୧ ବିଭାଗରେ ଓଡ଼ିଶାରୁ ୩୦୦ରୁ ଅଧିକ ଆଥ୍‌ଲେଟ…

ମଣ୍ଡପରେ ମହାସପ୍ତମୀ, ପୀଠରେ ମା’ଙ୍କ ମହାଷ୍ଟମୀ ପୂଜା  

ଭୁବନେଶ୍ୱର,୨୧।୧୦: ଦଶହରାକୁ ନେଇ ସବୁଠି ଚଳଚଞ୍ଚଳ। ସବୁ ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ ପୂଜା ଚାଲିଛି। ଚଳିତ ବର୍ଷ ଦ୍ୱୈତନଗରୀର ଧୁମଧାମରେ ମା’ଙ୍କ ପାଳନ କରାଯାଉଛି । ଘରେ ଘରେ ମା’ଙ୍କ ପୂଜା ପାଇଁ ସମସ୍ତେ ନୂଆ ବସ୍ତ୍ର ପରିଧାନ କରୁଛନ୍ତି। ପିଠାପଣାରେ…

ବାହାରକୁ ଯାଉଥିଲେ ଘରେ ତାଲା ପକାନ୍ତୁ: ଡିସିପି

ଭୁବନେଶ୍ୱର,୨୧।୧୦ (ସୂର୍ଯ୍ୟକାନ୍ତ ବେହେରା): ସାବଧାନ ହୋଇଯାଆନ୍ତୁ। କାରଣ ଏବେ ରାଜଧାନୀର ଗଳିକନ୍ଦିରେ ମାତିଛନ୍ତି ଲୁଟେରା। ଆଉ ଏବେ ଦୁର୍ଗାପୂଜା ମାହୋଲରେ ଅପରାଧୀ ବେଶ୍‌ ସକ୍ରିୟ। ବିଗତ ୧ ମାସ ମଧ୍ୟରେ ରାଜଧାନୀରେ ଚୋରି, ଛିନ୍‌ତାଇ, ଲୁଟ ଭଳି ଘଟଣା ବଢିବାରେ ଲାଗିଛି।…

ଦୟାରେ ପଡୁଛି ଆବର୍ଜନା

ପୁରୁଣା ଭୁବନେଶ୍ୱର,୨୧।୧୦(ସୁବାସ ଚନ୍ଦ୍ର ପ୍ରଧାନ): ପାର୍ବଣ ଆରମ୍ଭରୁ କମିଶନରେଟ ପୋଲିସ ପକ୍ଷରୁ ମୂର୍ତ୍ତି ବିସର୍ଜନ ପାଇଁ ଦୟା ବ୍ରିଜ ତଳେ ଅସ୍ଥାୟୀ ପୋଖରୀ ଖନନ କରାଯାଇଛି। ଏଠାରେ ପୂଜା ମଣ୍ଡପ, ଘରୋଇ ଓ ସରକାରୀ ଅନୁଷ୍ଠାନ, ବ୍ୟକ୍ତି ବିଶେଷ ମୂର୍ତ୍ତି ବିସର୍ଜନ…

କଡ଼ା ସୁରକ୍ଷା ଭିତରେ ମାତିଲେ ଅପରାଧୀ

ଭୁବନେଶ୍ୱର,୨୧।୧୦(ସତ୍ୟଜିତ୍‌ ରାଉତ): ଦୁର୍ଗାପୂଜା ପାଇଁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଛି। ସୁରକ୍ଷା ପାଇଁ ବରିଷ୍ଠ ଅଧିକରୀଙ୍କ ଦାୟିତ୍ୱରେ ୩୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସହରକୁ ରଖାଯାଇଥିବା ବେଳେ ଅପରାଧୀ ଏହାକୁ ଖାତିର କରୁନାହାନ୍ତି। ଶୁକ୍ରବାର ସାରେ…

ପିନାକୀ ମିଶ୍ରଙ୍କୁ ବହିଷ୍କାର କରାଯାଉ: ଭାଜପା

ଭୁବନେଶ୍ୱର, ୨୧।୧୦(ସୁନିତ୍‌ ମିଶ୍ର): ସଂସଦରେ ‘ପ୍ରଶ୍ନ ପଚାରିବା ପାଇଁ ଟଙ୍କା’ ନେବା ଦୁର୍ନୀତିରେ ପୁରୀ ଏମ୍‌ପି ପିନାକୀ ମିଶ୍ରଙ୍କ ସମ୍ପୃକ୍ତି ଅଛି ବୋଲି ସିବିଆଇ ଅଦାଲତ ଏବଂ ସଂସଦର ଏଥିକ୍ସ କମିଟି ପାଖରେ ଦାଖଲ ହୋଇଥିବା ୨ଟି ସତ୍ୟପାଠରୁ ସ୍ପଷ୍ଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?