ଉତ୍କଳ ବିଶ୍ୱବିଦ୍ୟାଳୟ ପରିସଂଖ୍ୟାନ ବିଭାଗ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
ଭୁବନେଶ୍ୱର,୨୨ା୬(ସୂର୍ଯ୍ୟକାନ୍ତ ବେହେରା): ଉତ୍କଳ ବିଶ୍ୱବିଦ୍ୟାଳୟର ପରିସଂଖ୍ୟାନ ବିଭାଗର କାର୍ଯ୍ୟାଳୟ କକ୍ଷରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଶଟ୍ସର୍କିଟ୍ ଯୋଗୁ ନିଆଁ ଲାଗିଥିଲା। ଏହି ଅଗ୍ନିକାଣ୍ଡରେ କିଛି ଅଫିସ କାଗଜପତ୍ର ଏବଂ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ଟିମ୍ ପହଞ୍ଚି…
ପୂର୍ବତନ ଡିଏସ୍ଡବ୍ଲ୍ୟୁଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୨୨ା୬(ସତ୍ୟଜିତ୍ ରାଉତ): ଭଦ୍ରକର ପୂର୍ବତନ ଜିଲା ସାମାଜିକ ମଙ୍ଗଳ ଅଧିକାରଣୀ (ଡିଏସ୍ଡବ୍ଲୂ୍ୟଓ) ଜୟନ୍ତୀ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଜୟନ୍ତୀଙ୍କ ଘର ସମେତ ବାଲେଶ୍ୱର, ଭଦ୍ରକ ଓ ଭୁବନେଶ୍ୱରର ୧୧ଟି ସ୍ଥାନରେ ଭିଜିଲାନ୍ସ…
ପୋଲିସ ଅଧିକାରୀଙ୍କୁ କାଉନ୍ସେଲିଂ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ
କଟକ,୨୨ା୬ (କାର୍ତ୍ତିକ ସାହୁ)ପୋଲିସ ଅଧିକାରୀମାନେ ଲୋକଙ୍କ ସହ ବ୍ୟବହାର କଲାବେଳେ ସେମାନଙ୍କ ମାନବିକ ଅଧିକାରର ସୁରକ୍ଷା ପ୍ରତି ସଚେତନ ରହିବେ। ଏନେଇ ପର୍ଯ୍ୟାୟକ୍ରମେ ପୋଲିସ ଅଧିକାରୀମାନଙ୍କୁ କାଉନ୍ସେଲିଂ କରିବା ପାଇଁ ପଦକ୍ଷେପ ନେବାକୁ ହାଇକୋର୍ଟ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁର ଟାଉନ୍…
ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ବଦଳିଲେନି ଅଧ୍ୟକ୍ଷ
ଭୁବନେଶ୍ୱର,୨୨ା୬ (ବନ୍ଦନା ସେଠୀ)ଶାନ୍ତି ଶୃଙ୍ଖଳାରେ ସରିଲା ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ। ବୁଧବାର ବିଏମ୍ସି ମୁଖ୍ୟାଳୟରେ ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବଦଳିବା ନେଇ ଯେଉଁ…
ମାସେ ୨୦ଦିନରେ ୩୮.୩୪ ଲକ୍ଷ ଜରିମାନା ଆଦାୟ
ଭୁବନେଶ୍ୱର,୨୨ା୬(ସତ୍ୟଜିତ୍ ରାଉତ)କମିଶନରେଟ ପୋଲିସ ଦ୍ୱାରା ଭୁବନେଶ୍ୱରରେ ଜାରି ରହିଥିବା ’ସେଫ୍ ସିଟି ଡ୍ରାଇଭ’ ଅଭିଯାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବେଆଇନ ନିଶା କାରବାର, ସର୍ବସାଧାରଣରେ ମଦ୍ୟପାନ ଆଦି ଅସାମାଜିକ କାର୍ଯ୍ୟ କରି ‘ଓଡ଼ିଶା ଅର୍ବାନ ପୋଲିସ୍ ଆକ୍ଟ’ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କଠୁ…
୫ ବର୍ଷ ବିତିଲା: ମିଶନ ଶକ୍ତି ଗୃହ ନିର୍ମାଣ ସରୁନାହିଁ
ନିଶ୍ଚିନ୍ତକୋଇଲି,୨୨ା୬(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟରପଡ଼ା ପଞ୍ଚାୟତ ସାଙ୍କିଲୋଠାରେ ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲାଣି ମନ୍ଥର ଗତିରେ ଚାଲିଥିବା ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଶେଷ ହେଉନାହିଁ ବୋଲି ଅଭିଯୋଗ ହୋଇଛି। ଅପରପକ୍ଷରେ ଏହି…
ଦୋକାନରେ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଫେରାର
ମଙ୍ଗୁଳି-ଜଗତପୁର,୨୨ା୬(ମାନସ ସାମଲ)ଜଗତପୁର ଥାନା ଅଧୀନ ତ୍ରିନାଥ ସାହିସ୍ଥିତ ଏକ ଚା’ ଦୋକାନରେ ଜଣେ ମହିଳାଙ୍କୁ ହାଣି ହତ୍ୟା କରାଯାଇଛି। ସେ ହେଲେ ତ୍ରିନାଥ ସାହିର କବିତା ବେହେରା। ବୁଧବାର ସକାଳେ ଖବରପାଇ ଜୋନ-୧ ଏସିପି ଅରୁଣ କୁମାର ସ୍ବାଇଁ, ଥାନା ଅଧିକାରୀ…
ଅବଢ଼ା ଯୋଜନା ବ୍ୟୟ ଅଟକଳ ବଢ଼ିଲା
ଭୁବନେଶ୍ୱର,୨୨ା୬(ଅନିଲ ଦାସ) ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ ଓ ଏହାର ସଂରକ୍ଷଣ ପୁନର୍ଜୀବିତ କରିବା ପାଇଁ ସରକାର ଅବଢ଼ା ଯୋଜନା କରିଛନ୍ତି। ପୂର୍ବରୁ ଏହି ଯୋଜନା ପାଇଁ ୩,୨୦୮ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ଏହି ଯୋଜନା ଅଧୀନରେ ଅନେକ ପ୍ରକଳ୍ପ…
ଇଚ୍ଛାଧୀନ କୋଟା ଟାସ୍କଫୋର୍ସ ରିପୋର୍ଟ ସଂଶୋଧନକୁ କ୍ୟାବିନେଟ ମୋହର
ଭୁବନେଶ୍ୱର,୨୨ା୬(ଅନିଲ ଦାସ) ଇଚ୍ଛାଧୀନ କୋଟା ବଳରେ ସରକାରୀ ଜମି ହାତେଇଥିବା ବ୍ୟକ୍ତିଙ୍କୁ ଆଇନଗତ ମାଲିକାନା ହକ୍ ଦେବା ନେଇ ୭ମାସ ବ୍ୟବଧାନରେ ଦ୍ୱିତୀୟ ଥର ପାଇଁ ଟାସ୍କଫୋର୍ସଙ୍କ ନିଷ୍ପତ୍ତିର ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ବୁଧବାର ଅନୁମୋଦନ କରିଛି। ଏଥିରେ ଟାସ୍କଫୋର୍ସ…
ଆଜି ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଶୁକ୍ର ଓ ମଙ୍ଗଳ ଗ୍ରହ
ଭୁବନେଶ୍ୱର,୨୨ା୬(ବନ୍ଦନା ସେଠୀ)ଗୁରୁବାର ସନ୍ଧ୍ୟାରେ ଶୁକ୍ର ଓ ମଙ୍ଗଳ ଗ୍ରହର ଖୁବ୍ ନିକଟରେ ଚନ୍ଦ୍ର ଦେଖାଯିବ। ପଶ୍ଚିମ ଆକାଶରେ ଶୁକ୍ର ଉଜ୍ଜ୍ୱଳ ଓ ମଙ୍ଗଳ ଗ୍ରହ ଫିକା ଲାଲ ରଙ୍ଗର ଦେଖାଯିବ। ତେବେ ଚନ୍ଦ୍ର ସହିତ ଏମାନଙ୍କ କୌଣିକ ଦୂରତା ପ୍ରାୟ ୨ରୁ…
ଦୁଇ ଅଭିଯୁକ୍ତଙ୍କ କ୍ରିପ୍ଟୋ ଆକାଉଣ୍ଟରେ ୧.୩ କୋଟି
ଭୁବନେଶ୍ୱର,୨୨ା୬(ସତ୍ୟଜିତ୍ ରାଉତ) ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍ ଇଣ୍ଟେଲିଜେନ୍ସ (ଆଇଏସ୍ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଅଧିକ ତଦନ୍ତ ଜାରି ରଖିଛି। ଗିରଫ ୫ ଅଭିଯୁକ୍ତ ଜେଲରେ ଦିନ କାଟୁଥିବାବେଳେ ଏସ୍ଟିଏଫ୍ ଏହି…
ବାହାନଗା ସ୍କୁଲ୍: ଭୂତ ଭୟରେ କମିଲା ଉପସ୍ଥାନ
ବାହାନଗା,୨୨ା୬(ଅରୂପ କୁମାର ଦାସ)ବାହାନଗା ଟ୍ରେନ ଦୁର୍ଘଟଣାକୁ ବୁଧବାର ପୂରିଛି ୧୯ଦିନ। ଉଦ୍ଧାର କାର୍ଯ୍ୟ ଲାଗି ବାହାନଗାବାସୀ ଚାରିଆଡ଼େ ପ୍ରଶଂସା ସାଉଁଟୁଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କୁ ବାହାନଗା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରଖାଯାଇଥିଲା। ସ୍କୁଲ ଶବ ଗୃହ ପାଲଟିଥିବା ହେତୁ…
Archives


