ମେଟ୍ରୋ

ସରିଲା ରିମାଣ୍ଡ ଅବଧି, ଜେଲ ଫେରିଲେ ଅଭିଜିତ୍‌

ଭୁବନେଶ୍ୱର,୧୨।୭(ସତ୍ୟଜିତ୍‌ ରାଉତ): ପାକିସ୍ତାନ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍‌ସ(ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଦ୍ୱାରା ରିମାଣ୍ଡରେ ଆସି ଜେରା ହେଉଥିବା ଅଭିଜିତ ସଞ୍ଜୟ ଜମ୍ବୁରେ ମଙ୍ଗଳବାର ପୁଣି ଜେଲକୁ ଫେରିଯାଇଛନ୍ତି। ୪…

ଅକ୍ଟୋବରରୁ କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

ଭୁବନେଶ୍ୱର,୧୨।୭(ଅନିଲ ଦାସ): ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡ଼ିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ।…

ରାଜ୍ୟରେ ବଢୁଛି ଆଖିଧରା ରୋଗ

ଭୁବନେଶ୍ୱର, ୧୨।୭ (ବନ୍ଦନା ସେଠୀ): ରାଜ୍ୟରେ ଆଖିଧରା ରୋଗ ଧୀରେ ଧୀରେ ବ୍ୟାପିବାରେ ଲାଗିଛି। ସ୍ବାସ୍ଥ୍ୟ ବିଭାଗର ଆକଳନ ଅନୁଯାୟୀ ପ୍ରତି ୧୦ ଜଣ ଲୋଙ୍କ ମଧ୍ୟରୁ ୩ରୁ ୪ଜଣ ଆଖିଧରା ରୋଗରେ ସଂକ୍ରମିତ ହେଉଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ…

ଅକ୍ଟୋବରରୁ କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

ଭୁବନେଶ୍ୱର,୧୨।୭(ଅନିଲ ଦାସ): ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡ଼ିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ।…

ସିଗ୍‌ନାଲିଂ ବ୍ୟବସ୍ଥା ବିକଶିତ କରିବେ ଓଡ଼ିଆ ଆଇଆଇଟି ପ୍ରଫେସର

ଭୁବନେଶ୍ୱର, ୧୨। ୭: ବାହାନଗାରେ ଟ୍ରିପଲ ଟ୍ରେନ୍‌ ଦୁର୍ଘଟଣା ପରେ ଭାରତୀୟ ରେଳପଥ ସିଗ୍‌ନାଲିଂ ବ୍ୟବସ୍ଥାକୁ ବିକଶିତ କରିବା ଉପରେ ଏବେ ଲକ୍ଷ୍ୟ କେନ୍ଦ୍ରିତ କରିଛି। ଏହି କ୍ରମରେ ଆଇଆଇଟି ଖଡ଼ଗପୁରରେ ଇଲେକ୍‌ଟ୍ରିକାଲ ଆଣ୍ଡ୍‌ ଇଲେକ୍‌ଟ୍ରୋନିକ୍ସ ଇଞ୍ଜିନିୟରିଂ ବିଭାଗ ଓଡ଼ିଆ ପ୍ରଫେସର…

୧୩ ଯାଏ ବଢ଼ିଲା +୨ ପରୀକ୍ଷାଖାତା ରିଚେକିଂ ପ୍ରକ୍ରିୟା

ଭୁବନେଶ୍ୱର,୧୨।୭ (ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚଳାଳିତ ଯୁକ୍ତ୨ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରଙ୍କ ଖାତା ରିଚେକିଂ ବା ରିଆଡିସନ ପାଇଁ ଆବେଦନ ତାରିଖରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ପରିଷଦ…

ଅପରାଜିତାଙ୍କ କାର୍ଯ୍ୟ ପାଇଁ ଓଡ଼ିଶା ଲଜ୍ଜିତ: ବିଜେଡି

ଭୁବନେଶ୍ୱର,୧୨ା୭(ଅନିଲ ଦାସ): ଏକାମ୍ର କ୍ଷେତ୍ର ଐତିହ୍ୟ ବିକାଶ ପ୍ରକଳ୍ପ ଭଳି ପୁରୀର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଅଟକାଇବା ପାଇଁ ଆପଣ ଯେଭଳି କାର୍ଯ୍ୟ କଲେ ଦେଖି ଅନେକେ ଆଶ୍ଚର୍ଯ୍ୟ ହେଲେ। ସେଥିପାଇଁ ଲଜ୍ଜା ଅନୁଭବ କଲେ ନାହଁ କି ଓଡ଼ିଶାର ଲୋକମାନଙ୍କ…

ଓଡ଼ିଶା ଶାସନ ବ୍ୟବସ୍ଥା ହାସ୍ୟାସ୍ପଦ ହୋଇସାରିଛି: ଅପରାଜିତା

ଭୁବନେଶ୍ବର, ୧୨ା୭(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ ପାଣ୍ଡିଆନଙ୍କୁ ପୁଣିଥରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଟାର୍ଗେଟ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି, ଓଡିଶାରେ ଶାସନ ବ୍ୟବସ୍ଥା ହାସ୍ୟାସ୍ପଦ ହୋଇସାରିଛି। ଆମ ସରକାରକୁ ନେଇ ଏବେ ଲଜ୍ଜା…

ଅମୂଳକ ଭାବେ ଟଙ୍କା ବାଣ୍ଟିବାକୁ ‘ମୋ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା: କଂଗ୍ରେସ

ଭୁବନେଶ୍ବର, ୧୨ା୭(ସୁନିତ୍‌ ମିଶ୍ର): ୨୪ ବର୍ଷର ସରକାର, ମାଳ ମାଳ ଯୋଜନା କିନ୍ତୁ ଗୋଟିଏ ବି ଯୋଜନା ସଫଳ ରୂପାୟନ ହୋଇପାରିଲା ନାହିଁ। ଏହି ଯୋଜନାଗୁଡିକର ସୁଫଳ ମଧ୍ୟ ରାଜ୍ୟବାସୀ ପାଇଲେ ନାହିଁ। ପ୍ରତିଥର ନିର୍ବାଚନ ଆସିଲେ ରାଜ୍ୟ ରାଜକୋଷରୁ ଅନେକ…

ଡିଗ୍ରୀ ପାଠ୍ୟକ୍ରମ ପାଇଁ ଏସ୍‌ସି/ଏସ୍‌ଟି ଛାତ୍ରଙ୍କୁ ମିଳିବ ୫୦ ହଜାର

ଭୁବନେଶ୍ୱର,୧୨ା୭(ଅନିଲ ଦାସ): ଚଳିତ ବର୍ଷରୁ କୌଣସି ସରକାରୀ କଲେଜରେ ଡିଗ୍ରୀ ପାଠ୍ୟକ୍ରମ ପାଇଁ ଅସହାୟ ତଥା ଆର୍ଥିକ କ୍ଷେତ୍ରରେ ଦୁର୍ବଳ ଥିବା ଅନୁସୂଚିତ ଜାତି ଓ ଜନଜାତି ବିର୍ଗର ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ଏକକାଳୀନ ୫୦ ହଜାର ଟଙ୍କା ଆଥିର୍କ ସହାୟତା…

ମାଟ୍ରିମୋନି ସାଇଟ୍‌ରେ ହେଉଛି ସାଇବର ଠକେଇ

ଭୁବନେଶ୍ୱର,୧୧।୭(ସତ୍ୟଜିତ୍‌ ରାଉତ): ଅନେକେ ମାଟ୍ରିମୋନି ସାଇଟ୍‌ରେ ବିବାହ ପାଇଁ ଜୀବନସାଥୀ ଖୋଜିବାକୁ ଯାଇ ସାଇବର ଠକେଇର ଶିକାର ହେଉଛନ୍ତି। ବିଭିନ୍ନ କୌଶଳ ଆପଣାଇ ସାଇବର ଅପରାଧୀମାନେ ଲକ୍ଷ ଲକ୍ଷ ଟଙ୍କା ଲୁଟି ନେଉଛନ୍ତି। ଏନେଇ ମଙ୍ଗଳବାର ଓଡ଼ିଶା ପୋଲିସ ପକ୍ଷରୁ ସାମାଜିକ…

ବାହାନଗା ଟ୍ରେନ ଟ୍ରାଜେଡି: ୩ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୧୧।୭: ବାହାନଗା ଟ୍ରେନ ଟ୍ରାଜେଡି ଘଟଣାରେ ସୋମବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ଶେଷ ହୋଇଛି। ଏହି ତିନି ଅଭିଯୁକ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ମେଣ୍ଢାଶାଳ ହସ୍ପିଟାଲକୁ ନିଆଯାଇଥିଲା। ସ୍ବାସ୍ଥ୍ୟ ପରୀକ୍ଷା ପରେ ପୁଣି ସେମାନଙ୍କୁ ଚନ୍ଦକା ଥାନାକୁ ନିଆଯାଇଛି। ଅପରାହ୍ମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri