ସୁପ୍ରିମକୋର୍ଟଙ୍କ ରାୟ ପରେ ଏମିତି କହିଲେ ଦୂତି
ଭୁବନେଶ୍ୱର,୧୭।୧୦ : ସମଲିଙ୍ଗୀ ସମ୍ପର୍କକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଛନ୍ତି। ଏହାକୁ ନେଇ ଆଥ୍ଲେଟ୍ ଦୂତି ଚାନ୍ଦ ନିଜର କ୍ଷୋଭ ପ୍ରକାଶ କରିଛନ୍ତି। ସେ ସୁପ୍ରିମକୋର୍ଟଙ୍କ ଏହି ରାୟକୁ ଗ୍ରହଣ କରିପାରି ନାହାନ୍ତି। ସେ କହିଛନ୍ତି ମୁଁ ସର୍ବୋଚ୍ଚ…
୩ଟି ଜିଲାର ୨୩ଟି ବିକାଶମୂଳକ ପ୍ରକଳ୍ପ ପାଇଁ ୨୬୩ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୭।୧୦(ଅସମାପିକା ସାହୁ): ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ, ବରଗଡ ଓ ଦେବଗଡ ଜିଲାରେ ଯୋଜନାର ଶୁଭାରମ୍ଭ କରିଛନ୍ତି । ଯୋଜନା ଅନୁଯାୟୀ ପ୍ରତି ପଞ୍ଚାୟତ ପାଇବେ…
ଲୁଟ୍ ଟଙ୍କାକୁ କ୍ଲବ୍ରେ ଉଡ଼ାଉଥିଲେ କ୍ରାଇମ୍ କୁଇନ୍ ମୁସ୍କାନ
ଭୁବନେଶ୍ୱର,୧୭।୧୦(ସୂର୍ଯ୍ୟକାନ୍ତ ବେହେରା):ରୂପ ଦେଖାଇ ଟ୍ରେନ୍ ଯାତ୍ରୀ ଓ ଯବାନଙ୍କୁ ଫସାଇ ନିଶା ଦେଇ ଲୁଟ୍ ଘଟଣାରେ ଗିରଫ ହୋଇଥିବା କ୍ରାଇମ୍ କୁଇନ୍ ମୁସ୍କାନ ଓରଫ ସାରିଫ ଖାନ୍ଙ୍କ ସହ ୩ ସହଯୋଗୀ ଏବେ ଜେଲ୍ରେ ଅଛନ୍ତି। ମୁସ୍କାନ ଓ ତାଙ୍କ ଗ୍ୟାଙ୍ଗ୍ର…
ଲାଞ୍ଚ ଟଙ୍କାରେ ଫ୍ଲାଟ୍ କିଣି ମା’ଙ୍କୁ ଉପହାର
ଭୁବନେଶ୍ୱର,୧୭।୧୦(ସତ୍ୟଜିତ୍ ରାଉତ):ଜାହାଜ କର୍ମଚାରୀଙ୍କୁ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ସିବିଆଇ ଦ୍ୱାରା ଗିରଫ ହୋଇଥିବା ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ସଂଗଠନ (ପିଏଚ୍ଓ)ର ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ ବହୁ ଗୁମର ଫିଟିବାରେ ଲାଗିଛି। ସୋମବାର ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ…
ଓଡିଏମ୍ ଓଡ଼ିଶାର ଶ୍ରେଷ୍ଠ ବିଦ୍ୟାଳୟ
ଭୁବନେଶ୍ୱର,୧୭।୧୦(ଅନୁରାଧା ମହାରଣା):ଏଜୁକେଶନ ଓ୍ବାଲର୍ଡ ଗ୍ରାଣ୍ଡ ଜ୍ୟୁରୀ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗସ୍ ୨୦୨୩-୨୪ ରେ ଓଡିଏମ ପବ୍ଲିକ୍ ସ୍କୁଲକୁ ସଫଳତା ମିଳିଛି। କୋ-ଏଡ୍ ଡେ ବୋର୍ଡିଙ୍ଗ ସ୍କୁଲ ବର୍ଗରେ ସାରା ଦେଶରେ ଏହି ସ୍କୁଲ ୯ମ ସ୍ଥାନରେ ରହିଛି। ସେହିପରି କ୍ୟାରିଅର କାଉନସେଲିଂ…
ରାଜଧାନୀରେ ଉପୁଜିପାରେ କଞ୍ଚା ପରିବା ସଙ୍କଟ
ଭୁବନେଶ୍ୱର, ୧୭।୧୦ (ବନ୍ଦନା ସେଠୀ):ଆସନ୍ତା ୨୦ ତାରିଖରୁ ରାଜଧାନୀରେ କଞ୍ଚା ପରିବା ସଙ୍କଟ ଦେଖାଦେଇପାରେ। କାରଣ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ୟୁନିଟ-୧ ପରିବା ହାଟ। ଏନେଇ କଞ୍ଚା ପରିବା ବ୍ୟବସାୟୀ ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିବାବେଳେ ଏଥିରେ ରାଜଧାନୀବାସୀଙ୍କ…
ମାସର ଗୋଟିଏ ସୋମବାର କଲେଜ ଛାତ୍ରୀଛାତ୍ର ଶୁଣିବେ ହକି ଗାଥା
ଭୁବନେଶ୍ୱର,୧୭।୧୦(ଅନୁରାଧା ମହାରଣା):କଲେଜ ଛାତ୍ରୀଛାତ୍ର ଭାରତୀୟ ହକିର ଗୌରବମୟ ଇତିହାସ ଓ ସଫଳତାର ଗାଥା ଶୁଣିବେ। ପ୍ରତି ସୋମବାର କଲେଜରେ ପିଲାଙ୍କୁ ଏକାଠି କରି ବାର୍ତ୍ତା ଦିଆଯିବା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହରେ ନିଷ୍ପତ୍ତି ହୋଇଥିଲା। ମାତ୍ର ଏହି…
ଚିଲିକାରେ ଚାଲିବ ସୌରଚାଳିତ ବୋଟ୍
ଭୁବନେଶ୍ୱର, ୧୭।୧୦(ସୁନିତ୍ ମିଶ୍ର):ଚିଲିକାରେ ଚାଲିବ ସୌରଚାଳିତ ବା ବ୍ୟାଟେରିଚାଳିତ ବୋଟ୍। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘଦିନର ପ୍ରସ୍ତାବିତ ପଦକ୍ଷେପ…
ନିୟମିତ ହେବ ସମସ୍ତ ମିନି ଅଙ୍ଗନଓ୍ବାଡି
ଭୁବନେଶ୍ୱର,୧୬ା୧୦(ଅନିଲ ଦାସ)-ରାଜ୍ୟରେ ଥିବା ସମସ୍ତ ୭୫୭୯ ମିନି ଅଙ୍ଗନଓ୍ବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନଓ୍ବାଡି କେନ୍ଦ୍ର ଭାବେ ପରିଣତ କରାଯିବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ…
ଗୋଟିଏ ସୋମବାର କଲେଜ ଛାତ୍ରୀଛାତ୍ର ଶୁଣିବେ ହକି ଗାଥା
ଭୁବନେଶ୍ୱର,୧୬।୧୦(ଅନୁରାଧା ମହାରଣା): କଲେଜ ଛାତ୍ରୀଛାତ୍ର ଭାରତୀୟ ହକିର ଗୌରବମୟ ଇତିହାସ ଓ ସଫଳତାର ଗାଥା ଶୁଣିବେ। ପ୍ରତି ସୋମବାର କଲେଜରେ ପିଲାଙ୍କୁ ଏକାଠି କରି ବାର୍ତ୍ତା ଦିଆଯିବା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହରେ ନିଷ୍ପତ୍ତି ହୋଇଥିଲା। ମାତ୍ର…
ଲାଞ୍ଚ ଟଙ୍କାରେ ଫ୍ଲାଟ୍ କିଣି ମା’ଙ୍କୁ ଉପହାର ଦେଲେ
ଭୁବନେଶ୍ୱର,୧୬।୧୦(ସତ୍ୟଜିତ୍ ରାଉତ): ଜାହାଜ କର୍ମଚାରୀଙ୍କୁ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ସିବିଆଇ ଦ୍ୱାରା ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ସଂଗଠନ (ପିଏଚ୍ଓ)ର ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀ ଗିରଫ ହୋଇଥିଲେ। ବର୍ତ୍ତମାନ ତାଙ୍କ ବହୁ ଗୁମର ଫିଟିବାରେ ଲାଗିଛି। ସୋମବାର…
ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ
ଭୁବନେଶ୍ୱର,୧୬ା୧୦(0୫): ଗୀତିକାର ଶ୍ରୀମତୀ ବିନୋଦିନୀ ଦେବୀଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଶଯ୍ୟାଶାୟୀ ଥାଇ ଆଜି ସକାଳେ ତାଙ୍କର ଅନୁଗୋଳରେ ପରଲୋକ ହୋଇଛି। ସେ ସୁଗମ ଏବଂ ଚଳଚ୍ଚିତ୍ର ସଙ୍ଗୀତର ଅପ୍ରତିଦ୍ୱନ୍ଦ୍ୱୀ ଗୀତିକାର ଥିଲେ।…

