ମେଟ୍ରୋ

କାନାରା ବ୍ୟାଙ୍କ ପକ୍ଷରୁ ଫିଟ୍‌ ଇଣ୍ଡିଆ ଅଭିଯାନ

ଭୁବନେଶ୍ୱର,୧୫।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଫିଟ୍‌ ଇଣ୍ଡିଆ ଅଭିଯାନ ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ମହାପ୍ରବନ୍ଧକ ଜଗଦୀଶ ଚନ୍ଦର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ ଅଭିଯାନକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଏହି…

କେୟାର ହସ୍ପିଟାଲ ପକ୍ଷରୁ ବିଶ୍ୱ ମେରୁଦଣ୍ଡ ଦିବସ

ଭୁବନେଶ୍ୱର, ୧୫।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ବିଶ୍ୱ ମେରୁଦେଣ୍ଡ ଦିବସ ଶନିବାର ହସ୍ପିଟାଲ ପରିସରରେ ପାଳିତ ହୋଇଯାଇଛି। ଚଳିତ ବର୍ଷର ସ୍ଲୋଗାନ୍‌ ‘ମୁଭ ଇୟୋର ସ୍ପାଇନ୍‌’ ରହିଛି। ବିଶେଷକରି ଲୋକମାନଙ୍କୁ ବିଭିନ୍ନ…

ସୁଲଭ ମୂଲ୍ୟରେ ସେଲିବ୍ରଶନ ପ୍ୟାକେଟ

ଭୁବନେଶ୍ୱର, ୧୫।୧୦: ଚଳିତ ବର୍ଷର ପାର୍ବଣ ଉପଲକ୍ଷେ ହୋଟେଲ ଏମ୍ପାୟାର୍ସସ୍ଥିତ ଡେଲି କାଫେ ଠାରେ ଏକ ସ୍ବତନ୍ତ୍ର ଦୀପାବଳି ଉପହାର କାଉଣ୍ଟର ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ନୈନା ଦାଶ ଏବଂ ଅଭିନେତା ପ୍ରୀତିରାଜ…

ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୧୦ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ଏକ୍ସପୋ (ମେଳା)ର ଆୟୋଜନ ଭୁବନେଶ୍ୱରର ପ୍ରଦଶର୍ନୀ ପଡ଼ିଆଠାରେ କରାଯାଇଛି। ଶନିବାର ଉକ୍ତ ମେଳାର ସ୍ବତନ୍ତ୍ର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଆଜି ବିଶ୍ୱ ଧଳାବାଡ଼ି ଦିବସ: ‘ଧଳାବାଡ଼ି ହେଉଛି ହୃଦୟର ସ୍ପନ୍ଦନ’

ପୁରୁଣା ଭୁବନେଶ୍ୱର,୧୪ା୧୦(ସୁବାସ ଚନ୍ଦ୍ର ପ୍ରଧାନ)ରବିବାର ବିଶ୍ୱ ଧଳାବାଡ଼ି ଦିବସ। ଏହି ଦିବସ ପାଳନ ପୂର୍ବରୁ ଅର୍ଥାତ୍‌ ଶନିବାର ରାଜାରାଣୀ ମନ୍ଦିର ପରିସରରେ ଫୁଲ, ଚନ୍ଦନ, ସିନ୍ଦୂର ଦେଇ ଧଳାବାଡ଼ିକୁ ସମ୍ମାନର ସହ ପୂଜା କରିଛନ୍ତି ରାଜ୍ୟର କେତେଜଣ ଦୃଷ୍ଟିବାଧିତ ଖେଳାଳି। ଧଳାବାଡ଼ି…

୧୬ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍ପଟ୍‌ ନାମଲେଖା

ଭୁବନେଶ୍ୱର, ୧୫।୧୦(ଅସମାପିକା ସାହୁ)ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍‌ ନାମଲେଖା କରାଯିବ। ଏହି ପ୍ରକ୍ରିୟା ଆସନ୍ତା ୧୬ରୁ ୩୧ ତାରିଖ ପର୍ଯ୍ୟନ୍ତ ସକାଳ ୧୦ଟାରୁ ଅପରାହ୍ନ ୫ଟା ଯାଏ ଚାଲିବ। ଓଡ଼ିଶାର ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଆବଶ୍ୟକ…

ଯୁକ୍ତ୨ ପଢ଼ିବାକୁ ଆଗ୍ରହ କମୁଛି

ଭୁବନେଶ୍ୱର, ୧୫।୧୦(ଅସମାପିକା ସାହୁ)ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ପଢ଼ିବାକୁ ପିଲାଙ୍କ ଆଗ୍ରହ କମୁଛି। ଏବର୍ଷ ମାଟ୍ରିକ ପାସ୍‌ ହାର ଅନୁସାରେ ପିଲାମାନେ ସେପରି ନାମ ଲେଖାଇ ନାହାନ୍ତି। ଫଳରେ ପ୍ରଥମ ବର୍ଷ ନାମଲେଖା ଏ ଯାଏ ଶେଷ ହେଉନାହିଁ। ସିଟ୍‌…

୧୮ରୁ ବଦଳିବ ପାଗ

ଭୁବନେଶ୍ୱର,୧୪ା୧୦(ଅନିଲ ଦାସ): ରାଜ୍ୟରେ ଗତ କିଛିଦିନ ହେବ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି। ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩୫ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛି। କେତେକ ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି। ରାତିରେ ମଧ୍ୟ ତାପମାତ୍ରା ୨୫ରୁ…

ସାଇ ଇଣ୍ଟରନ୍ୟାଶନାଲ ଦେଶର ଶ୍ରେଷ୍ଠ ସ୍କୁଲ

ଭୁବନେଶ୍ୱର, ୧୪।୧୦ (ଅସମାପିକା ସାହୁ): ଏଜୁକେଶନ ୱାର୍ଲଡ ଇଣ୍ଡିଆ ସ୍କୁଲ୍‌ ର଼୍ୟାଙ୍କିଙ୍ଗ୍‌ରେ ସର୍ବଭାରତୀୟ ସ୍ତରରେ ଡେ କମ୍‌ ବୋର୍ଡିଂ ବିଭାଗରେ ଭୁବନେଶ୍ୱରସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ୨୦୨୩-୨୪ବର୍ଷ ପାଇଁ ଶ୍ରେଷ୍ଠ ସ୍କୁଲ ମାନ୍ୟତା ପାଇଛି। ଏଥିସହ ଓଡ଼ିଶାରେ ଏକ ନମ୍ବର ସ୍କୁଲର…

ଆକର୍ଷଣ ସାଜିବ ବିରାଟ ରାଜାଙ୍କ ରାଜମହଲ

ଭୁବନେଶ୍ୱର, ୧୩।୧୦ (ବନ୍ଦନା ସେଠୀ): ଦିନ କେଇଟା ପରେ ପୂଜା ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ଦଶଭୂଜା। ଏଥିପାଇଁ ସହରର ସମସ୍ତ ପୂଜା କମିଟି ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଡମଣା ଗୋପୀନାଥ ଜୀଉ ଦୁର୍ଗାପୂଜା କମିଟି ସ୍ବତନ୍ତ୍ର ଆୟୋଜନ କରିଛି।…

ସିଭି ଶିଳ୍ପରେ ଆଧୁନିକତା ଆଣୁଛି ଆଇଚର

ଭୁବନେଶ୍ୱର, ୧୪ା୧୦: ଭିଇ କମର୍ସିଆଲ ଭେଇକିଲ୍ସ (ଭିଇସିଭି)ର ଏକ ବିଜ୍‌ନେସ୍‌ ୟୁନିଟ୍‌ ଆଇଚର ଟ୍ରକ୍‌ସ ଆଣ୍ଡ ବସେସ୍‌ ଏହାର ସର୍ଭିସ୍‌ ଇକୋସିଷ୍ଟମକୁ ବୈପ୍ଳବିକ କରି ଏବଂ ଏହାର ଟ୍ରକ୍‌ ଓ ବସ୍‌ ଗ୍ରାହକଙ୍କ ପାଇଁ ଅପ୍‌ଟାଇମ୍‌ ପ୍ରଦାନ କରିବାରେ ପ୍ରମୁଖ ଭୂମିକା…

ସଂସ୍କୃତି, ଆଧୁନିକତାରେ ସମୃଦ୍ଧ ହେବ ଗାଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୦(ଅନିଲ ଦାସ): ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?