ମେଟ୍ରୋ

ଡାସଲ୍‌ଟ ସିଷ୍ଟମ ଆପଣାଇବ ଜେଏସ୍‌ଏଲ୍‌

ଭୁବନେଶ୍ୱର,୧୮।୬: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ତଥା ଭାରତର ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ନିର୍ମାତା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ସମସ୍ତ ୟୁନିଟ୍‌ରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଡାସଲ୍‌ଟ ସିଷ୍ଟମକୁ…

ନିଟ୍‌ (ୟୁଜି) ୨୦୨୩ରେ ଜିନ୍ଦେଗୀ ଫାଉଣ୍ଡେଶନର ବାଜିମାତ୍‌

ଭୁବନେଶ୍ୱର,୧୮।୬: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନିଟ୍‌ (ୟୁଜି) ଫଳାଫଳରେ ଜିନ୍ଦେଗୀ ଫାଉଣ୍ଡେଶନର ୧୩ରୁ ୧୩ ଜଣ ଛାତ୍ର ବାଜିମାତ୍‌ କରିଛନ୍ତି। ଉଲ୍ଲେଖଯୋଗ୍ୟ, ନିଟ୍‌ (ୟୁଜି) ୨୦୨୩ର ଫଳାଫଳ ନିକଟରେ ପ୍ରକାଶିତ ହୋଇଯାଇଛି। ଉକ୍ତ ଫଳାଫଳ ଅନୁଯାୟୀ ଜିନ୍ଦେଗୀ ଫାଉଣ୍ଡେଶନର ୧୩…

ଖିମ୍‌ଜୀ ଜୁଏଲର୍ସର ବୈକୁଣ୍ଠ କଲେକ୍ସନ

ଭୁବନେଶ୍ୱର,୧୮।୬ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ ଅଳଙ୍କାରର ବ୍ୟାପକ ଡିଜାଇନ ‘ବୈକୁଣ୍ଠ କଲେକ୍ସନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର ପବିତ୍ର ରଥଯାତ୍ରା ଉପଲକ୍ଷେ ଖିମ୍‌ଜୀ ଜୁଏଲର୍ସର…

୨୪ ଘଣ୍ଟିଆ ବିଜୁଳି ଯୋଗାଣ ପ୍ରତାରଣା: ଶରତ

ଭୁବନେଶ୍ୱର,୧୮।୬(ଅନିଲ ଦାସ): ପ୍ରଚଣ୍ଡ ରାୈଦ୍ରତାପରେ ସମଗ୍ର ଓଡ଼ିଶା ସିଝୁଥିବା ବେଳେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ରାଜ୍ୟବାସୀଙ୍କ ସମସ୍ୟା ପ୍ରତି ଉଦାସୀନ ରହି ଦାଉ ସାଧୁଛନ୍ତି। ବିଜେଡି ସରକାର ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ୨୪ ଘଣ୍ଟିଆ ଗୁଣାମତ୍କ ବିଜୁଳି ଯୋଗାଇ ଦେବା…

ପର୍ଯ୍ୟବେକ୍ଷକ ନିଯୁକ୍ତି ପରେ ଅପରାଜିତା ଭୟଭୀତ: ବିଜେଡି

ଭୁବନେଶ୍ୱର,୧୮।୬(ଅନିଲ ଦାସ) : ବିଜେଡି ସଭାପତି ଭୁବନେଶ୍ୱର ଲୋକ ସଭା କ୍ଷେତ୍ର ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବା ପରେ ଭୁବନେଶ୍ୱର ଏମ୍‌ପି ଭୟଭୀତ ହେବା ସହିତ ତାଙ୍କ ନିଦ ଭାଙ୍ଗିଯାଇଛି ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି। ଅପରାଜିତା ଷଡ଼ଙ୍ଗୀଙ୍କ…

ଶାସନ ବ୍ୟବସ୍ଥା ହାଇଜାକ୍‌ ହୋଇଛି: ଭାଜପା

ଭୁବନେଶ୍ୱର,୧୮।୬(ଅନିଲ ଦାସ): ଓଡ଼ିଶାର ବିଭିନ୍ନ ଜିଲା ଏବଂ ସଂସଦୀୟ କ୍ଷେତ୍ର ବୁଲିଲା ବେଳେ ଜନସାଧାରଣଙ୍କ ଗୋଟିଏ ପ୍ରଶ୍ନ ଆମ ଦ୍ୱାରା ନିର୍ବାଚିତ ପ୍ରତିନିଧିମାନେ ଶାସନ କରୁଛନ୍ତି ନା ନିର୍ଦ୍ଦିଷ୍ଟ ସରକାରୀ ବାବୁଙ୍କ ଚଞ୍ଚକତାର ଶିକାର ହୋଇ ସାରିଛନ୍ତି। ବର୍ତ୍ତମାନ ଏହି ନିର୍ଦ୍ଦିଷ୍ଟ ସମସ୍ୟା…

ଗ୍ରୀଷ୍ମପ୍ରବାହ କମିବା ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେଉ

ଭୁବନେଶ୍ୱର, ୧୮ା୬(ଅନୁରାଧା ମହାରଣା) ଗ୍ରୀଷ୍ମଛୁଟି ସରି ଆସୁଥିବାବେଳେ ଆସନ୍ତା ୨୧ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ତେବେ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାରୁ ସ୍କୁଲକୁ ସକାଳୁଆ କରାଯିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)…

‘ଛୋଟପିଲା, ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ’

କଟକ, ୧୮ା୬(କାର୍ତ୍ତିକ ସାହୁ)କାର୍‌ ଭିତରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପୋଲିସ ଅଭିଭାବକମାନଙ୍କୁ ସତର୍କ କରାଇଛି। ଛୋଟ ପିଲା ଓ ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ ଟୁଇଟର…

ଖୋଳାପୋତାରେ ଖିନ୍‌ଭିନ୍‌ ଭୁବନେଶ୍ୱର

ଭୁବନେଶ୍ୱର, ୧୮ା୬(ଅଭିଜିତ ଦାସ) ବିକାଶ ଓ ଉନ୍ନୟନ କାମ ପାଇଁ ସ୍ମାର୍ଟସିଟି ଭୁବନେଶ୍ୱରରେ ପାଣିଭଳି ଟଙ୍କା ଖର୍ଚ୍ଚ କରାଯାଉଛି। ମାତ୍ର ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରହୁ ନ ଥିବାରୁ ସହରର ବିକାଶଧାରା ‘ଗୋଦରା କୋଡେ ଯେତେ ମାଡେ ସେତେ ସଦୃଶ’…

‘ତ୍ରୟୋଦଶୀ ତିଥି ପରେ ରଥଯାତ୍ରା କରାଯିବା ଅନୁଚିତ’

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ଅଦିନରେ ରଥଯାତ୍ରା କରୁଥିବା ବ୍ୟକ୍ତିବିଶେଷ ଓ ସଙ୍ଗଠନ ଧୀରେ ଧୀରେ ବାଟକୁ ଆସିବେ। ପରମ୍ପରା ଓ ଶାସ୍ତ୍ର ଅନୁଯାୟୀ, ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ତିଥି ଅନୁସାରେ ଭାରତର ବିଭିନ୍ନ ଜଗନ୍ନାଥ…

ରଥଯାତ୍ରାରେ ମୁତୟନ ହେବେ ୧୭୦ ପ୍ଲାଟୁନ ଫୋର୍ସ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଥର ରଥଯାତ୍ରାରେ ୧୭୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜନଗହଳି ନିୟନ୍ତ୍ରଣ, ରଥଟଣା, ଟ୍ରାଫିକ ସୁପରିଚାଳନା ଏବଂ ଭିଭିଆଇପିଙ୍କ…

ସାପ କାମୁଡ଼ାରେ ୬ ବର୍ଷରେ ୬୩୫୧ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୮ା୬ (ବନ୍ଦନା ସେଠୀ) ଓଡ଼ିଶାରେ ପ୍ରତିବର୍ଷ ସାପ କାମୁଡାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଓସ୍‌ଡମା ପରିସଂଖ୍ୟାନ ଅନୁଯାୟୀ, ୨୦୧୫ରୁ ୨୦୨୧ ମଧ୍ୟରେ ସାପ କାମୁଡ଼ାରେ ୬୩୫୧ ବ୍ୟକ୍ତିଙ୍କ ଜୀବନ ଯାଇଛି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୦୭ ଜଣଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri