ମେଟ୍ରୋ

ନବୀନଙ୍କୁ ଶାହାଙ୍କ ପ୍ରଶଂସା

ଭୁବନେଶ୍ୱର,୫ା୮(ଅନିଲ ଦାସ): ଓଡ଼ିଶାର ମାଓବାଦୀ ଦମନ ନୀତି ଏବଂ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ନେଇ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ରାଜ୍ୟ ସରକାରଙ୍କୁ ଭୂରିଭୂରି ପ୍ରଶଂସା କରିଛନ୍ତ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶାହା ଶନିବାର ଲୋକସେବା କନ୍‌ଭେନ୍‌ସନ୍‌…

୫ ମୋବାଇଲ ଜବତ, ଯୁବକ ଗିରଫ

ଭୁବନେଶ୍ୱର,୫ା୮(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ସ୍ଥାନରୁ ମୋବାଇଲ ଚୋରି କରିବା ପରେ ସେଗୁଡ଼ିକୁ କମ୍‌ ଟଙ୍କାରେ ବିକ୍ରି କରୁଥିବା ବେଳେ ଶହୀଦନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଲକ୍ଷ୍ମୀସାଗର ଥାନା ଅଞ୍ଚଳର…

ମେଟଲ୍‌ ମିଟ୍‌-୨୦୨୩ର ପ୍ରଥମ ଦିବସ କାର୍ଯ୍ୟକ୍ରମ ଶେଷ, ଫିନାଲେରେ ୧୬ଟିମ୍

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ‘ମେଟଲ ମିଟ୍‌-୨୦୨୩’ ଶନିବାର ଭୁବନେଶ୍ୱରସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଯାଇଛି। ୨ଦିନ ଧରି ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରଥମ ଦିବସରେ ରାଜ୍ୟର ବିଭିନ୍ନ…

ରାଜ୍ୟପାଳଙ୍କ କରକମଳରେ ଉନ୍ମୋଚିତ ହେଲା ‘କୁହୁକ ସ୍ପର୍ଶ’

ଭୁବନେଶ୍ୱର,୫ା୮: ଭୁବନେଶ୍ୱର ରାଜଭବନରେ ଶନିବାର କବି ଶିବସୁନ୍ଦର ପାଣିଗ୍ରାହୀଙ୍କ କବିତା ସଂକଳନ ‘କୁହୁକ ସ୍ପର୍ଶ’ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ କବିପତ୍ନୀ ଜୟଶ୍ରୀ ପଣ୍ଡା, ଦୁଇ ପୁତ୍ର ଶୁଭ୍ରଜିତ ଏବଂ ସତ୍ୟକାମ, ବରିଷ୍ଠ କବି…

ମେଟଲ୍‌ ମିଟ୍‌-୨୦୨୩: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ସିନିୟର ୮ ଟିମ୍‌

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୩’ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆୟୋଜିତ ହୋଇଛି। ଏହି…

ମେଟଲ୍‌ ମିଟ୍‌ ୨୦୨୩: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ଜୁନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ‘ମେଟଲ୍‌ ମିଟ୍‌-୨୦୨୩’ର ଜୁନିୟର ପ୍ରିଲିମ୍ସ ରାଉଣ୍ଡ୍‌ ଶେଷ ହୋଇଛି। ଗ୍ରାଣ୍ଡ୍‌ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିୟର ବର୍ଗରେ ମୋଟ୍‌  ୪୧ ଟିମ୍‌ ଭାଗ ନେଇଥିବା ବେଳେ ସେଥିମଧ୍ୟରୁ ୮ଟି ଟିମ୍‌ ଗ୍ରାଣ୍ଡ୍‌ ଫିନାଲେକୁ ଯାଇଛନ୍ତି।…

‘ମେଟଲ୍‌ ମିଟ୍‌ -୨୦୨୩ରେ ଭାଗନେଲେ ୭୫ ଟିମ୍‌

ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ମେଟଲ୍‌ ମିଟ୍‌-୨୦୨୩ରେ ଜୁନିୟର୍‌, ସିନିୟର୍‌ ଗ୍ରୁପ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଶେଷ ହୋଇଛି। ଏଥିରେ ଓଡ଼ିଶାର ପ୍ରମୁଖ ଶିକ୍ଷାନୁଷ୍ଠାନରୁ ଜୁନିୟର୍‌, ସିନିୟର ବିଭାଗରେ ୭୫ ଟିମ୍‌ ଭାଗ ନେଇଛନ୍ତି। ଜୁନିୟର୍‌ରେ ୪୨ଟିମ୍‌ ଭାଗ ନେଇଥିବା ବେଳେ ସିନିୟରରେ ୩୩…

ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌ -୨୦୨୩’ ଆରମ୍ଭ

ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ଶନିବାର ଭୁବନେଶ୍ୱର ସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆରମ୍ଭ ହୋଇଛି। ଏହି ପ୍ରତିଯୋଗିତାରେ ଭାଗ ନେବାପାଇଁ ଓଡ଼ିଶାର ପ୍ରମୁଖ ସ୍କୁଲ, କଲେଜ…

ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ସଂଖ୍ୟାରେ ବୃଦ୍ଧି

ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ପୁରସ୍କାର ସଂଖ୍ୟା ଦ୍ୱିଗୁଣୀତ ହୋଇଛି। ପୂର୍ବରୁ ୧୭ଟି କ୍ଷେତ୍ରରେ ପୁରସ୍କାର ଦିଆଯାଉଥିବାବେଳେ ଏବେ ଏହା ୩୪କୁ ବୃଦ୍ଧି କରାଯାଇଛି। ପ୍ରଥମକରି ନୃତ୍ୟ, ସଙ୍ଗୀତ,…

ନୂଆ ରୂପ ପାଇବ ଓଡ଼ିଶାର ୨୫ ରେଳଷ୍ଟେଶନ

ଭୁବନେଶ୍ୱର,୫।୮(ଅଭିଜିତ ଦାସ): ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ଭାରତ ଷ୍ଟେଶନ ଯୋଜନାରେ ନବୀକରଣ ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ଦେଶର ୧୩୦୯ ଷ୍ଟେଶନକୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥିମଧ୍ୟରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୫୦୮ ରେଳ ଷ୍ଟେଶନର ନବୀକରଣ…

ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା

ଭୁବନେଶ୍ୱର,୫।୮(ଅଭିଜିତ ଦାସ): ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସ୍ଥିତି ନିୟନ୍ତ୍ରଣରେ ଥିବା ସ୍ବାସ୍ଥ୍ୟ ବିଭାଗ କହୁଥିବାବେଳେ ବାସ୍ତବ ସଂଖ୍ୟା କିନ୍ତୁ ଭିନ୍ନ ରହୁଛି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଥିବାବେଳେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି।…

ଉଠାଦୋକାନୀଙ୍କ ଦୋକାନ ଭାଙ୍ଗିଲେ ସ୍ଥାୟୀ ଦୋକାନୀ

ଭୁବନେଶ୍ୱର, ୫।୮ (ବନ୍ଦନା ସେଠୀ): ଦୀର୍ଘ ୧୮ଦିନ ପରେ ଗୁରୁବାର ଅପରାହ୍ନରୁ ୟୁନିଟ୍‌-୨ରେ ଥିବା ରାଜ୍ୟର ପ୍ରମୁଖ ବଜାର ମାର୍କେଟ ବିଲ୍ଡିଂ ଖୋଲିଥିଲେ ମଧ୍ୟ ଶୁକ୍ରବାରଠାରୁ ଠିକ୍‌ ଭାବେ ବେପାର ଆରମ୍ଭ ହୋଇଥିଲା। ତେବେ ମାର୍କେଟ ଖୋଲିବାର ମଧ୍ୟାହ୍ନ ୧୨ଟା ବେଳକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri