ମେଟ୍ରୋ

ଭୁବନେଶ୍ୱରର ପ୍ରଥମ ମେୟର୍‌ ଜଗନ୍ନାଥ ମହାପାତ୍ରଙ୍କର ପରଲୋକ

ଭୁବନେଶ୍ୱର,୧୪।୬: ବିଏମ୍‌ସିର ପ୍ରଥମ ମେୟର୍‌ ଡା. ଜଗନ୍ନାଥ ମହାପାତ୍ରଙ୍କର ବୁଧବାର ସକାଳେ ଦେହାନ୍ତ ହୋଇଛି। ଶହୀଦନଗରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା। ଦେଢ ବର୍ଶ ଧରି ସେ ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ…

ଅଭିଯୋଗ ଆବେଦନ ସମୟସୀମା ୩୦ରୁ ୯୦ ଦିନକୁ ବୃଦ୍ଧି

ଭୁବନେଶ୍ବର, ୧୪।୬(ସୁନୀତ୍‌ ମିଶ୍ର ): କାଳିଆ ହିତାଧିକାରୀଙ୍କ ହିତକୁ ଦୃଷ୍ଟିରେ ରଖି କାଳିଆ ସହାୟତା ଅନ୍‌ଲାଇନ୍‌ ଅଭିଯୋଗ ପୋର୍ଟାଲ ଖୋଲା ରହିବାର ପଦ୍ଧତିରେ ପରିବର୍ତ୍ତନ କରାଯିବା ସହିତ ସମୟସୀମାକୁ ବୃଦ୍ଧି କରାଯାଇଛି। କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅନୁମୋଦନ କ୍ରମେ…

ଗ୍ୟାସ୍‌ ଦରବୃଦ୍ଧି ନେଇ ଆଜି ରାଜଭବନ ଆଗରେ ଧାରଣା ଦେବ ବିଜେଡି

ଭୁବନେଶ୍ବର, ୧୪।୬(ଅନିଲ ଦାସ): ରନ୍ଧନ ଗ୍ୟାସ୍‌ ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦରବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନୀରବ ରହୁଛନ୍ତି। ତାହାର ପ୍ରତିବାଦରେ ବୁଧବାର ପୂର୍ବାହ୍ନ ୧୦…

ଆଜିଠୁ ୨ ଦିନ ସବୁ ଟାଟା ପାଓ୍ବାର କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ ଭାଜପା

ଭୁବନେଶ୍ବର, ୧୪।୬(ଅନିଲ ଦାସ): ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କମ୍ପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି। ସରକାରଙ୍କ ନିୟନ୍ତ୍ରଣ ବାହାରେ ଟାଟା ପାୱାର ଅଛି ଏବଂ ସାଧାରଣ ଉପଭୋକ୍ତା ନାହିଁ ନ ଥିବା କଷ୍ଟ…

ଦେଶରେ ପ୍ରଭଞ୍ଜନ ଓ ବୋରା, ରାଜ୍ୟରେ ସ୍ବୟଂଶକ୍ତି ଶ୍ରେଷ୍ଠ

ଭୁବନେଶ୍ୱର,୧୪।୬(ଅନୁରାଧା ମହାରଣା): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ନିଟ୍‌)-୨୦୨୩ ୟୁଜିର ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ପ୍ରକାଶିତ ଫଳ ଅନୁସାରେ ତାମିଲନାଡ଼ୁର ପ୍ରଭଞ୍ଜନ ଜେ. ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦…

ପାଚିକା-ସହାୟିକାଙ୍କୁ ମିଳିଲା ଶାଢ଼ି ଭତ୍ତା ୫୦୦ ଟଙ୍କା

ଭୁବନେଶ୍ୱର, ୧୪।୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନରେ ରାଜ୍ୟର ସ୍କୁଲଗୁଡ଼ିକରେ ନିୟୋଜିତ ଥିବା ପାଚିକା-ସହାୟିକାମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି। ପ୍ରତ୍ୟେକ…

ରାଜ୍ୟରେ ବିରଳ ଘଟଣା ଦେଖିବାକୁ ମିଳୁଛି : ସମୀର

ଭୁବନେଶ୍ବର, ୧୪ା୬(ସୁନୀତ୍‌ ମିଶ୍ର): ବିଜେଡି ରାଜନୀତିକୁ ନେଇ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରଶ୍ନ କରିଛନ୍ତି। ତେବେ ବିଜେଡି କିନ୍ତୁ ସମୀର ତାଙ୍କ ଦଳରେ କୋଣଠେସା ହୋଇପଡ଼ିଥିବା କଥା କହି ପାଲଟା ଟାର୍ଗେଟ କରିଛି। ସମୀର ଟୁଇଟ୍‌ କରି…

ବିଜୁଳି କାଟ୍‌: ଦୀପତଳ ଅନ୍ଧାର

ଭୁବନେଶ୍ବର, ୧୪ା୬(ସୁନୀତ୍‌ ମିଶ୍ର): ଓଡ଼ିଶାର କୋଇଲାରେ ଭାରତର ଅନେକ ରାଜ୍ୟରେ ବିଜୁଳି ଉତ୍ପାଦିତ ହୋଇଥାଏ। ହେଲେ ରାଜ୍ୟରେ ଦୀପତଳ ଅନ୍ଧାର ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅଘୋଷିତ ବିଜୁଳି କାଟ ନେଇ ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶାରେ କିଛିଦିନ ହେଲା ବିଚିତ୍ର…

ଆଜି ପହିଲି ରଜ

ଆଦିବାସୀ ବହୁଳ କେନ୍ଦୁଝର ଜିଲାରେ ରଜ ପର୍ବ ନିଆରା। ଏଥିରେ ଆଦିବାସୀ ନୃତ୍ୟଗୀତର ଝଲକ ଦେଖିବାକୁ ମିଳିଥାଏ। ଏଥିପାଇଁ ରଜର ୩/୪ ଦିନ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଥାଏ। ଘର ଲିପାପୋଛା ଓ ରଙ୍ଗ ମରା ହୋଇଥାଏ। ନୂଆ ଲୁଗାପଟା କିଣା…

ବର୍ଷା ପୂର୍ବରୁ ଡ୍ରେନ୍‌ କାମ ସାରିବାକୁ ତାଗିଦ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଚଳିତବର୍ଷ ପ୍ରଖର ରୌଦ୍ରତାପ ହେଉଥିବା ବେଳେ ମୌସୁମୀ ମଧ୍ୟ ବିଳମ୍ବରେ ଓଡ଼ିଶା ଛୁଇଁବାର ରହିଛି। ତେବେ ବର୍ଷା ଦିନେ ରାଜଧାନୀରେ ଡ୍ରେନ୍‌ ସମସ୍ୟା, ଜଳମଗ୍ନ ଅଞ୍ଚଳ ଆଦି ବିଭିନ୍ନ ସମସ୍ୟା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପାଇଁ ଚିନ୍ତାର କାରଣ…

୧୪ ସିସି କ୍ୟାମେରା ଅଚଳ, ୨୯ ଅଧା କାମ କରୁନି

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ସହରର ସୁରକ୍ଷା ଓ ଟ୍ରାଫିକ ପରିଚାଳନା ପାଇଁ ଭୁବନେଶ୍ୱରର ବିଭିନ୍ନ ପଏଣ୍ଟରେ ସିସି କ୍ୟାମେରା ରହିଛି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ କେତେକ ସ୍ଥାନରେ ଏହା ମାସ ମାସ ଧରି ଅଚଳ ହୋଇପଡିଥିଲେ ମଧ୍ୟ ଆବଶ୍ୟକ ମରାମତି କରାଯାଉ ନାହିଁ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୪ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ବର,୧୩।୬(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ପ୍ରତିଶତରୁ ୪୨ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁୟାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri