ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ସରକାରୀ କ୍ଷମତାର ଦୁରୁପଯୋଗ କରି ସରକାରୀ କର୍ମଚାରୀ ବେଆଇନ ଭାବେ ଠୁଳ କରୁଛନ୍ତି ପୁଳା ପୁଳା ସମ୍ପତ୍ତି। ଏପରି ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ଜିଲା ସଦର ବ୍ଲକର ସହକାରୀ ଯନ୍ତ୍ରୀ…
ବିକିଦେଲେ କିନ୍ତୁ ଟାଟା ପାରୁନି
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉନ୍ନତମାନର ୨୪ ଘଣ୍ଟିଆ ବିଦ୍ୟୁତ୍ ଯୋଗାଇଦେବା ପାଇଁ ଘରୋଇ କମ୍ପାନୀକୁ ଭରସା କରାଯାଉଛି। ଘରୋଇ ସଂସ୍ଥା ରିଲାଏନ୍ସ ଏନର୍ଜି ଲୁଟ୍ କରି ଛାଡ଼ି ଚାଲିଯିବା ପରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆର୍ସି) ଏବେ ରାଜ୍ୟର ବିଦ୍ୟୁତ୍ ବଣ୍ଟନ ଭାର…
ଯୁକ୍ତ ୩ ନାମ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଯୁକ୍ତ ୩ରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି। www.samsodisha.gov.in ରେ ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା…
ଆହୁରି ୫ ଦିନ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ : ୧୫ ଜିଲାକୁ ଅରେଞ୍ଜ ୱାର୍ନିିଂ
ବନେଶ୍ବର ୧୨।୬: ଆହୁରି ୫ ଦିନ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଗାମୀ ୫ ଦିନ ଯାଏ ତାପମାତ୍ରା ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାର ପ୍ରଭାବରେ ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି…
‘ମୁକ୍ତା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୮୩.୮୧ କୋଟି ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୧୮୩.୮୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅନୁଦାନ ପ୍ରାପ୍ତ ‘ମୁକ୍ତା’ ଯୋଜନାରେ ଦକ୍ଷିଣ ଆରଡିସି ଡିଭିଜନର ୧୦ଟି ଜିଲାକୁ ଅନ୍ତର୍ଭୁକ୍ତ କରି ୪୨ ମ୍ୟୁନିସିପାଲିଟି ଏବଂ ଏନ୍ଏସି…
ଛୋଟ ବେପାରୀଙ୍କୁ ଧରି ବାଃ ବାଃ କମିଶନରେଟ ପୋଲିସ
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ଚରମ ସୀମାରେ। ବାଂଲାଦେଶ ଓ ପଶ୍ଚିମବଙ୍ଗରୁ ଭାୟା ବାଲେଶ୍ୱର ଦେଇ ରାଜ୍ୟର ବିଭିନ୍ନ ସ୍ଥାନକୁ ଏହା ଚାଲାଣ ହେଉଛି। ବିଶେଷକରି ଭୁବନେଶ୍ୱରକୁ ନିଶା ବେପାରୀମାନେ ଆଡ୍ଡାସ୍ଥଳ କରିଛନ୍ତି। ସହର ଉପକଣ୍ଠରେ ଆଡ୍ଡା ଜମାଇ…
ପାର୍କିଂ ଫି’ ଶୋଷଣ: ଇ-ଯାନ ପାଇଁ ମିଳୁନି ରିହାତି
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜଧାନୀରେ ପାର୍କିଂ ଫି’ ଲୋକଙ୍କ ଚିନ୍ତା ବଢ଼ାଇଛି। ଗାଡ଼ି ରଖିବା ମାତ୍ରେ କେହି ନା କେହି ଆସି ପାର୍କିଂ ଫି’ ଦେବାକୁ ଜୁଲମ କରୁଛନ୍ତି। ରସିଦ ମାଗିଲେ, ନାଲି ଆଖି ଦେଖାଇବା ସହ ଗାଳିଗୁଲଜ ଓ ଦୁର୍ବ୍ୟବହାର କରୁଥିବା ନେଇ…
ସାମୂହିକ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟର ପ୍ରାଥମିକ ଶିକ୍ଷକ ୨ ଦଫା ଦାବି ନେଇ ବାରମ୍ବାର ଆନ୍ଦୋଳନକୁ ଓହ୍ଲାଇବା ସତ୍ତ୍ୱେ ରାଜ୍ୟ ସରକାର ସେମାନଙ୍କ ଦାବି ପୂରଣ କରିନାହାନନ୍ତି। ତେଣୁ ଶିକ୍ଷକମାନେ ସାମୂହିକ ଛୁଟିନେଇ ଆନ୍ଦୋଳନକୁ ଓହ୍ଳାଇବେ ବୋଲି ମିଳିତ ପ୍ରାଥମିକ ଶିକ୍ଷକ ମଞ୍ଚ ପକ୍ଷରୁ…
୩ଦିନ ହେବ ପ୍ଲାନେଟାରିୟମ୍ ବନ୍ଦ
ଭୁବନେଶ୍ୱର, ୧୨।୬ (ବ୍ୟୁରୋ): ପିଲାଙ୍କ ପାଇଁ ଉଭୟ ମନୋରଞ୍ଜନ ଓ ଶିକ୍ଷାର ଏକ ପ୍ରମୁଖ ମାଧ୍ୟମ ହେଉଛି ପ୍ଲାନେଟୋରିୟମ୍। ମହାକାଶ, ଗ୍ରହ, ନକ୍ଷତ୍ର ଆଦି ବିଭିନ୍ନ ମହାଜାଗତିକ ତଥ୍ୟ ଉପରେ ଜ୍ଞାନ ଲାଭ କରିବା ପାଇଁ ପ୍ରତିଦିନ ଶହ ଶହ ଛାତ୍ରୀଛାତ୍ର,…
ଆଉ ୨ଦିନ ଅସମ୍ଭାଳ ତାତି
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ଧରି ଗ୍ରୀଷ୍ମପ୍ରବାହ ଜାରି ରହିଛି। ଖରା ସାଙ୍ଗକୁ ହିଟ୍ଓ୍ବେଭ୍ (ଗୁଳୁଗୁଳି) ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ମଧ୍ୟ ସମାନ ସ୍ଥିତି ଲାଗି ରହିଥିଲା। ୪୪ ଡିଗ୍ରୀ ଉପରେ ୪ ସହର ରହିଥିଲାବେଳେ ସର୍ବାଧିକ ୪୪.୫ ଡିଗ୍ରୀ…
ବାହାନଗା ଟ୍ରେନ ଦୁର୍ଘଟଣା: ଷ୍ଟେଶନମାଷ୍ଟରଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ସିବିଆଇ
ବାହାନଗା/ବାଲେଶ୍ୱର ଅଫିସ,(ଡି.ଏନ.ଏ.)/ଭୁବନେଶ୍ୱର, ୧୨ା୬ (ବ୍ୟୁରୋ): ଟ୍ରେନ ଦୁର୍ଘଟଣାର ୧୦ଦିନ ପରେ ରବିବାର ବାହାନଗା ଷ୍ଟେଶନମାଷ୍ଟରଙ୍କ ସମେତ ଆସିଷ୍ଟାଣ୍ଟ ଷ୍ଟେଶନମାଷ୍ଟର ଓ ଟେକ୍ନିସିଆନଙ୍କୁ ଉଠାଇ ନେଇଛି ସିବିଆଇ। ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରିବା ସହ ସେମାନଙ୍କ ସିଡିଆର୍ ଯାଞ୍ଚ କରୁଥିବା ସୂଚନା…
ଓଡ଼ିଶାରୁ ବଢ଼ୁଛି ଆଇଏସ୍ଆଇ ଲିଙ୍କ୍
ଭୁବନେଶ୍ୱର(ବ୍ୟୁରୋ),୧୨ା୬: ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆତଙ୍କବାଦୀ, ଅନ୍ତଃରାଷ୍ଟ୍ରୀୟ ଅପରାଧୀଙ୍କ ସହ ଲିଙ୍କ୍ ରହୁଥିବା କ୍ରମାଗତ ଭାବେ ଦେଖିବାକୁ ମିଳିଲାଣି। ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍ର କେତେଜଣ କର୍ମଚାରୀ ହନିଟ୍ରାପ୍ର ଶିକାର ହୋଇ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍ଆଇକୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ…
Archives


