ମେଟ୍ରୋ

ଲୋକ ସଭା ନିର୍ବାଚନ ଲଢ଼ିବି

ଭୁବନେଶ୍ୱର, ୭।୧୦(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରୁ ଲୋକ ସଭା ନିର୍ବାଚନ ଲଢ଼ିବି। ଏଥିଲାଗି ଅନୁମତି ଦେବା ପାଇଁ ଦଳ ପାଖରେ ଅନୁରୋଧ କରିଥିବା ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେବା ଅବସରରେ କହିଛନ୍ତି। ଧର୍ମେନ୍ଦ୍ର…

ନବଜାତଙ୍କ ଗୋଡରେ ଲାଗିବ ଟ୍ୟାଗ୍‌

ଭୁବନେଶ୍ୱର,୬।୧୦: କ୍ୟାପିଟାଲ ହସ୍ପିଟାଲ ଛୁଆ ଅଦଳବଦଳ ଅଭିଯୋଗ ଘଟଣା ପରେ ଏବେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏଣିକି ନବଜାତକଙ୍କ ଗୋଡରେ ଟ୍ୟାଗ ଲଗାଯିବ। ଅନ୍ୟପକ୍ଷେ ଡିଏନଏ ରିପୋର୍ଟ ଆସିବା ପରେ ହସ୍ପିଟାଲ ନିର୍ଦ୍ଦେଶକ କହିଲେ ଶିଶୁଙ୍କ ବାପାଙ୍କ ବିରୋଧରେ ମାନହାନୀ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ, ଡିସେମ୍ବର ସୁଦ୍ଧା ଶେଷ ହେବ ଶ୍ରୀସେତୁ, ଜଗନ୍ନାଥବଲ୍ଲଭ ପାର୍କିଂ ସେଣ୍ଟର କାର୍ଯ୍ୟ

ଭୁବନେଶ୍ୱର,୬ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ସଚିବ ଭି.କେ ପାଣ୍ଡିଆନ ଶୁକ୍ରବାର ପୁରୀ ଗସ୍ତରେ ଯାଇଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସଚିବ ଅଧିକାରୀ ଏବଂ ଏଜେନ୍ସିମାନଙ୍କୁ ଚଳିତବର୍ଷ ଡିସେମ୍ବର ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ କରିବାକୁ…

ବିଷାକ୍ତ ପାରାକ୍ବେଟ୍‌ର ବ୍ୟବହାର ନିଷିଦ୍ଧ

ଭୁବନେଶ୍ୱର,୬।୧୦(ଅସମାପିକା ସାହୁ): ତୃଣନାଶକ ଭାବେ ବ୍ୟବହୃତ ହେଉଥିବା ଅତ୍ୟନ୍ତ ବିଷାକ୍ତ ହର୍ବିସାଇଡ୍‌ ପାରାକ୍ବେଟ୍‌କୁ ରାଜ୍ୟ ସରକାର ନିଷିଦ୍ଧ କରିଛନ୍ତି। ସାର୍ବଜନୀନ ନିରାପତ୍ତାକୁ ଦୃଷ୍ଟିରେ ରଖି ଏବଂ ମଣିଷ ଓ ପ୍ରାଣୀ ଉପରେ ଏହାର ରାସାୟନିକ କୁପ୍ରଭାବକୁ ରୋକିବା ପାଇଁ ଏହି ପଦକ୍ଷେପ…

ଚିତ୍ତରଞ୍ଜନ ତ୍ରିପାଠୀ ଏନ୍‌ଏସ୍‌ଡି ନିର୍ଦ୍ଦେଶକ

ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ନ୍ୟାଶନାଲ ସ୍କୁଲ୍‌ ଅଫ୍‌ ଡ୍ରାମା (ଏନ୍‌ଏସ୍‌ଡି)ର ନିର୍ଦ୍ଦେଶକ ଭାବେ ଅଭିନେତା ଚିତ୍ତରଞ୍ଜନ ତ୍ରିପାଠୀଙ୍କ ନାମ ଘୋଷଣା କରାଯାଇଛି। ତାଙ୍କ ଘର ଭଦ୍ରକ ଜିଲା ଅନ୍ତର୍ଗତ ଚାନ୍ଦବାଲିରେ। ସେ କେବଳ ଜଣେ ଅଭିନେତା ନୁହନ୍ତି, ସିନେ ନିର୍ଦ୍ଦେଶକ, ଲେଖକ ଓ ସଙ୍ଗୀତ…

ଡିଏନ୍‌ଏ ରିପୋର୍ଟ: ପୁଅ ନୁହେଁ, ଝିଅ ହୋଇଥିଲା

ଭୁବନେଶ୍ୱର,୬ା୧୦(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାର ୯ଦିନ ପରେ ଗୁରୁବାର ସତ ପଦାକୁ ଆସିଛି। ଅଭିଯୋଗକାରୀ ପିତା ତଥା କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ବାସିନ୍ଦା ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀଙ୍କର ପୁଅ ନୁହେଁ, ଝିଅ ହିଁ ଜନ୍ମ…

ଟେକ୍ନୋଲୋଜି ହେଉଛି ଆମ ଭବିଷ୍ୟତର ମୂଳ ସ୍ଥାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଆଇଏମ୍‌ଏମ୍‌ଟି ଅଡିଟୋରିୟମ ଭୁବନେଶ୍ୱରରେ ବିପିୟୁଟି ଟେକ୍‌ କାର୍ନିଭାଲ-୨୦୨୩ର ଉଦ୍‌ଘାଟନ କରି କହିଛନ୍ତି, ଟେକ୍ନୋଲୋଜି ହେଉଛି ଆମ ଭବିଷ୍ୟତର ମୂଳ ସ୍ଥାନ। ଆମର ଅଭିବୃଦ୍ଧି, ଆମର ମଙ୍ଗଳ, ସବୁକିଛି ଉନ୍ନତ ଏବଂ ଉଦୀୟମାନ ପ୍ରଯୁକ୍ତିବିଦ୍ୟା…

ପିପିପି ମୋଡ୍‌ରେ ହେବ ୫ ମଲ୍ଟି ସ୍ପେସିଆଲିଟି, ସୁପର ସ୍ପେସିଆଲିଟି ହସ୍ପିଟାଲ

ଭୁବନେଶ୍ୱର,୫ା୧୦(ଅନିଲଦାସ)ରାଜ୍ୟରେ ଖୁବ୍‌ଶୀଘ୍ର ୫ଟି ନୂତନ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ନିର୍ମାଣ ହେବ। ପ୍ରଥମ ଥର ପାଇଁ ସରକାରୀ- ଘରୋଇ ଭାଗୀଦାରି(ପିପିପି) ମୋଡ୍‌ରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବିକାଶ କରାଯିବ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

୬ରୁ ଦ୍ୱିତୀୟ ପର୍ଯ୍ୟାୟ ବିଏଡ୍‌, ଏମ୍‌ଏଡ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୫।୧୦(ଅନୁରାଧା ମହାରଣା)ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୨ବର୍ଷିଆ ବିଏଡ୍‌, ଏମ୍‌ଏଡ୍‌ ଏବଂ ବିଏଚ୍‌ଏଡ୍‌ ପାଠ୍ୟକ୍ରମ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ। ଆସନ୍ତା ୬ ତାରିଖ ଅପରାହ୍ନ ୫ଟାରେ ଓ୍ବେଟିଙ୍ଗ ଲିଷ୍ଟ ପ୍ରକାଶ ପାଇବ। ୭ରୁ ୯ ତାରିଖ ମଧ୍ୟରେ…

ମାନସ ମଙ୍ଗରାଜ ରାଜ୍ୟ ସଭା ମୁଖ୍ୟ ସଚେତକ

ଭୁବନେଶ୍ୱର,୫ା୧୦(ଅନିଲ ଦାସ)ଏମ୍‌ପି ମାନସ ମଙ୍ଗରାଜଙ୍କୁ ରାଜ୍ୟ ସଭାରେ ବିଜେଡିର ନୂଆ ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦିଆଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଏ ନେଇ ବୁଧବାର ବିଜେଡି ପକ୍ଷରୁ ଏକ…

କିଶୋରଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର

ଭୁବନେଶ୍ୱର,୪ା୧୦(ଅସମାପିକା ସାହୁ): ଚାଇନାର ହାଙ୍ଗଝୋଠାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୩ରେ ଓଡ଼ିଆ ପୁଅ କିଶୋର ଜେନା କମାଲ ଦେଖାଇଛନ୍ତି। କିଶୋର ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କିଶୋର ତାଙ୍କ କ୍ୟାରିୟରରେ ସବୁଠୁ ଭଲ…

୨୬ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦.୯୨ କୋଟି ଟଙ୍କା

ଭୁବନେଶ୍ୱର,୪ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟବାସୀଙ୍କୁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ନିଜସ୍ବ ପାଣ୍ଠି ବିନିଯୋଗରେ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?