ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ ନାମଲେଖା ଆବେଦନରେ ସମସ୍ୟା
ଭୁବନେଶ୍ୱର,୨୯।୬(ଅନୁରାଧା ମହାରଣା)ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ସେଲ୍ଫ ଫାଇନାନ୍ସିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଜୁନ ୨୦ରେ ଶେଷ ହୋଇଥିବା ବେଳେ ହାର୍ଡ କପି ୨୨ ଓ ୨୩ ତାରିଖରେ ଦାଖଲ କରିବାର ଥିଲା। ମାତ୍ର ଅନ୍ଲାଇନ୍ରେ ବିଭିନ୍ନ ସମସ୍ୟା…
ମୌସୁମୀ ବର୍ଷା: ଉପକୂଳ ଶୁଖିଲା
ଭୁବନେଶ୍ୱର,୨୮ା୬(ଅନିଲ ଦାସ)ଗତ ଦୁଇଦିନ ଧରି ରାଜ୍ୟରେ ମୌସୁମୀଜନିତ ବର୍ଷା ଥମିଯାଇଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଅଧାରୁ ଅଧିକ ଜିଲାରେ ବର୍ଷା ନାହିଁ। ଫଳରେ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଭାରତୀୟ…
ମହାନଦୀ ଟ୍ରିବ୍ୟୁନାଲ ଅବଧି ୨୦୨୬ ଏପ୍ରିଲ ୧୩ ଯାଏ ବୃଦ୍ଧି
ଭୁବନେଶ୍ୱର,୨୯।୬ (ଅନିଲ ଦାସ)ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଅବଧିକୁ କେନ୍ଦ୍ର ସରକାର ୨୦୨୬ ଏପ୍ରିଲ ୧୩ ବୃଦ୍ଧି କରିଛନ୍ତି। ଧାର୍ଯ୍ୟ ସମୟସୀମା ମଧ୍ୟରେ ଟ୍ରିବ୍ୟୁନାଲ ଏହି ବିବାଦର ସମାଧାନ କରିବାରେ ସକ୍ଷମ ହୋଇ ନ ଥିବାରୁ କେନ୍ଦ୍ର ସରକାର ଏହି ଅବଧି…
ବିନା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଗାଡ଼ି
ଭୁବନେଶ୍ୱର,୨୯।୬(ଅଭିଜିତ ଦାସ)ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୫ ଲକ୍ଷ ଗାଡିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଯାଇଛି। ବାକି ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଗାଡି ବିନା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟରେ ଚାଲୁଛି। ଅନେକ ଗାଡି ମାଲିକ ଏହି ନମ୍ବର ପ୍ଲେଟ୍ ଲଗାଇବାକୁ…
‘ଏକାମ୍ର ପ୍ରକଳ୍ପ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ବନ୍ଦନା ସେଠୀ)/ପୁରୁଣା ଭୁବନେଶ୍ୱର,୨୯।୬(ସୁବାସ ପ୍ରଧାନ)ବେଦ, ମନ୍ତ୍ର ଓ ପୂଜାପାଠ ସହ ସମ୍ପୂର୍ଣ୍ଣ ଆଧ୍ୟାତ୍ମିକ ପରିବେଶ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ତଥା ଆକାଂକ୍ଷିତ ‘ଏକାମ୍ର ପ୍ରକଳ୍ପ’ର ଶିଳାନ୍ୟାସ କରିଛନ୍ତି। ଏଥିସହ ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ସମ୍ମୁଖରେ ୩ଦିନ…
କେନ୍ଦୁଝର ଟ୍ରକ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୬(ଅସମାପିକା ସାହୁ): କେନ୍ଦୁଝର ଜିଲା ଷଠୀଘରଠାରେ ମଙ୍ଗଳବାର ହୋଇଥିବା ଟ୍ରକ୍ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩…
୩ ହଜାର ଯୁବତୀ ଯୁବକଙ୍କୁ ମିଳିବ ଶିକ୍ଷାଦାନ ତାଲିମ
ଭୁବନେଶ୍ୱର,୨୮।୬(ଅନୁରାଧା ମହାରଣା): ‘ମୋ କଲେଜ ଅଭିଯାନ ପରିଚାଳନା ସଙ୍ଗଠନ’ ଏବଂ ‘ଥିଙ୍କ୍ ଜୋନ୍’ ମଧ୍ୟରେ ଏକ ବୁଝାମଣା ପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହୋଇଛି। ଥିଙ୍କ୍ ଜୋନ୍ ଫେଲୋଶିପ୍ ପ୍ରୋଗ୍ରାମ ନାମରେ ଏହି କାର୍ଯ୍ୟକ୍ରମ ଚାଲିବ। ମଙ୍ଗଳବାର ‘ମୋ କଲେଜ ଅଭିଯାନ ପରିଚାଳନା…
କେନ୍ଦୁପତ୍ର ଉପରୁ ଜିଏସ୍ଟି ଉଚ୍ଛେଦ କରିବାକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୬(ଅନିଲ ଦାସ): କେନ୍ଦୁପତ୍ର ଉପରୁ ଜିଏସ୍ଟି ପ୍ରତ୍ୟାହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପୁଣିଥରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, କେନ୍ଦୁପତ୍ର ହେଉଛି ଲଘୁବନଜାତ ଦ୍ରବ୍ୟ। ଏହା ୮ ଲକ୍ଷ କେନ୍ଦୁପତ୍ର ତୋଳାଳି,…
ଦୁର୍ଘଟଣା ମୁକାବିଲା ପାଇଁ ଆସିବ ଏସ୍ଓପି
ଭୁବନେଶ୍ୱର,୨୮।୬(ଅନିଲ ଦାସ) ଦିଗପହଣ୍ଡି ବସ୍ ଦୁର୍ଘଟଣା ପରେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଏକ ନୂତନ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁଅର(ଏସ୍ଓପି) କରିବାକୁ ନିଷ୍ପତ୍ତି ହୋଇଛି। ଦୁର୍ଘଟଣା ପରେ ତ୍ୱରିତ ପଦକ୍ଷେପ ନେବାକୁ ଏଥିରେ ବ୍ୟବସ୍ଥା କରାଯାଇଛି। ବିଭାଗରେ ଥିବା କଲ୍ ସେଣ୍ଟରକୁ…
ଜୁଲାଇ ୩ ଯାଏ ବର୍ଷା ନାହିଁ ୧୬ ଜିଲାରେ ନିଅଣ୍ଟିଆ
ଭୁବନେଶ୍ୱର,୨୮।୬(ଅନିଲ ଦାସ): ରାଜ୍ୟରେ ମୌସୁମୀଜନିତ ବର୍ଷା ଥମିଯାଇଛି। ଗତ ଦୁଇଦିନ ଧରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭଲ ବର୍ଷା ହୋଇଥିବା ବେଳେ ଉପକୂଳରେ ନିଅଣ୍ଟିଆ ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଜୁନ୍ ପହିଲାରୁ ୨୭ ତାରିଖ ମଧ୍ୟରେ…
ବେସରକାରୀ ଅଧ୍ୟାପକ – ପୋଲିସ ଧସ୍ତାଧସ୍ତି
ଭୁବନେଶ୍ୱର,୨୮।୬(ଅଭିଜିତ ଦାସ): ଭୁବନେଶ୍ୱର ଲୋୟର ପିଏମ୍ଜିରେ ମଙ୍ଗଳବାର ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ଆନ୍ଦୋଳନ ବେଳେ ଅଧ୍ୟାପିକା ଅଧ୍ୟାପକ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ଦେଖିବାକୁ ମିଳିଛି। ଧସ୍ତାଧସ୍ତିରେ ଉଭୟ ପକ୍ଷରୁ କେତେଜଣ ଅଧ୍ୟାପିକା ଅଧ୍ୟାପକ ଓ ପୋଲିସ କର୍ମଚାରୀ…
୨୯ରେ ‘ଇଦ୍-ଉଲ୍-ଜୁହା’ ପାଇଁ ଛୁଟି ଘୋଷଣା
ଭୁବନେଶ୍ବର, ୨୮।୬(ସୁନିତ୍ ମିଶ୍ର): ଚଳିତ ଜୁନ୍ ୨୯ ତାରିଖ(ଗୁରୁବାର) ‘ଇଦ୍-ଉଲ୍-ଜୁହା’ ପର୍ବ ପଡ଼ୁଥିବାରୁ ରାଜ୍ୟ ସରକାର ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍ ୩୦ (ଶୁକ୍ରବାର) ଦିନଟିକୁ ‘ଇଦ୍-ଉଲ୍-ଜୁହା’ ନିମନ୍ତେ ଛୁଟି ଘୋଷଣା କରାଯାଇଥିଲା।…
Archives


