କଲବଲ କରୁଛି ବିଦ୍ୟୁତ୍ କାଟ
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ବିଜୁଳି ବିନା ଘରେ ରହିବା ଏକ ପ୍ରକାର ଅସମ୍ଭବ ହୋଇପଡ଼ିଛି। ଏପରି ସମୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ ଲୋକଙ୍କୁ ବିଚଳିତ କରୁଛି। ଗରମଠାରୁ ବଳିଯାଇଛି…
ପୁରୀରୁ ଦିଲ୍ଲୀ ପ୍ରି-ଆକ୍ଟିଭ ସିମ୍ କାର୍ଡ କାରବାର
ବେଆଇନ ପ୍ରିଆକ୍ଟିଭ ସିମ୍ କାର୍ଡ ଚାଲାଣ କରୁଥିବା ଏକ ଗ୍ୟାଙ୍ଗର ୮ଜଣଙ୍କୁ ଶନିବାର କମିଶନରେଟ ପୋଲିସ ଗିରଫ କରିଛି। ଏଥିସହ ସେମାନଙ୍କଠାରୁ ପ୍ରାୟ ୮୦୦ ସିମ୍ ଜବତ କରିଛି। ସମସ୍ତ ଅଭିଯୁକ୍ତ ପୁରୀର ହୋଇଥିବାବେଳେ ସେମାନେ ଦେଶର ବିଭିନ୍ନ ସ୍ଥାନକୁ ସିମ୍…
୪୦ ଡିଗ୍ରୀ ଉପରେ ରାଜ୍ୟର ୨୦ ସହର, ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଶନିବାର ରାଜ୍ୟର ୨୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଏଥିମଧ୍ୟରୁ ଝାରସୁଗୁଡ଼ା ତାପମାତ୍ରାରେ ରେକର୍ଡ ଭାଙ୍ଗିଛି। ଝାରସୁଗୁଡ଼ାରେ ଆଜି ତାପମାତ୍ରା ୪୪.୮ ଡିଗ୍ରୀ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଜି…
ଜୁନ ୧୬ରୁ ୨୨ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ଜନଜୀବନ ଅସ୍ତବ୍ୟସ୍ତ କରୁଛି। ଏହା ମଧ୍ୟରେ ପାଣିପାଗ ବିଭାଗ ଏକ ଆଶ୍ୱସ୍ତିକର ସୂଚନା ଦେଇଛି। ଜୁନ ୧୬ରୁ ୨୨ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ହେବ । ଏମିତିକି…
ଅସହ୍ୟ ତାତି
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ଜନଜୀବନ ଅସ୍ତବ୍ୟସ୍ତ କରୁଛି। ଶନିବାର ଦିନ ସାଢେ ୧୧ଟା ସୁଦ୍ଧା ସମ୍ବଲପୁରରେ ସର୍ବାଧିକ ୪୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ା ୪୧.୬ ଡିଗ୍ରୀ, ହୀରାକୁଦରେ ୪୧…
୧୭ରେ ଓଡ଼ିଶା ଆସିବେ ଅମିତ ଶାହା
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଗସ୍ତ ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଢେଙ୍କାନାଳରେ ଭାଜପାର ମହା ଜନସମ୍ପର୍କ ଯାତ୍ରାରେ ଯୋଗ ଦେବେ। ଏ ନେଇ ଭାଜପା ରାଜ୍ୟ ସାଧାରଣ…
ମଞ୍ଚରେ ପଡିଯାଇ ଭାରତ ନାଟ୍ୟମ ନୃତ୍ୟ ଗୁରୁ ଶ୍ରୀଗଣେଶନଙ୍କ ମୃତ୍ୟୁ
ଭୁବନେଶ୍ୱର, ୧୦।୬: ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଥିବା ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହ ଓ ନବୀନ କଳାକାର ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଘଟଣ। ଶୁକ୍ରବାର କାର୍ଯ୍ୟକ୍ରମର ତୃତୀୟ ସାରେ ମ୍ୟାଲେସିଆରୁ ଆସିଥିବା ଭାରତ ନାଟ୍ୟମ ନୃତ୍ୟ ଗୁରୁ ଶ୍ରୀଗଣେଶନ ନୃତ୍ୟ ପରିବେଷଣ…
ସରକାରଙ୍କ ନାଁରେ ପୁଞ୍ଜିପତି ଅର୍ଥ ବ୍ୟବସ୍ଥାକୁ ଅକ୍ତିଆର କରିନେଉଛନ୍ତି
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଭାରତର ଅର୍ଥ ବ୍ୟବସ୍ଥାକୁ ସରକାରଙ୍କ ନଁାରେ ପୁଞ୍ଜିପତିମାନେ ଅକ୍ତିଆର କରିନେଉଛନ୍ତି। ଦେଶର ଅର୍ଥ ବ୍ୟବସ୍ଥାର ଭବିଷ୍ୟତ ସରକାରଙ୍କ ଉପରେ ନିିର୍ଭର କରୁଛି। ଏହାଛଡ଼ା ଜନସାଧାରଣଙ୍କ ମଧ୍ୟ ଏ କ୍ଷେତ୍ରରେ ଦାୟିତ୍ୱ ରହିଛି। ଯଦି ଆମେ ନୀରବ ରହିବା ଏବଂ ଭୁଲ୍…
‘ମୋ ବସ୍’ରେ ଚଢିବା ଆଗରୁ ଟିକେଟ୍
ଭୁବନେଶ୍ୱର, ୧୦।୬ (ବ୍ୟୁରୋ): ଏବେଠାରୁ ମୋ ବସ୍ରେ ଚଢିବା ପୂର୍ବରୁ ଟିକେଟ କରିବାକୁ ପଡିବ। ମୋ ବସ୍ର ଗାଇଡ୍ମାନଙ୍କ ଠାରୁ ଟିକେଟ୍ ଧରିବା ପରେ ଯାତ୍ରୀମାନେ ବସ୍କୁ ଯିବେ। ଏଭଳି ନୂତନ ନିୟମ ଆଣିଛି କ୍ୟାପିଟାଲ ରିଜନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍)।…
ଚିହ୍ନଟ ହୋଇପାରୁନି ୮୧ ମୃତଦେହ
ଭୁବନେଶ୍ୱର, ୧୦।୬(ବ୍ୟୁରୋ): ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୮୮ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୧୧ଶହରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଇତିମଧ୍ୟରେ ଅଧିକାଂଶ ଆହତ ଚିକିତ୍ସିତ ହୋଇ ଘରକୁ ଫେରିଥିବାବେଳେ ଆଉ କେତେଜଣ ଏବେ ବି ହସ୍ପିଟାଲରେ ଅଛନ୍ତି। ତେବେ ଏପରିସ୍ଥିତିରେ ମୃତକଙ୍କୁ…
ମାନହାନି ମାମଲା ଚେତାବନୀ ଦେଲେ ସଞ୍ଜୟ ନାୟକ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଓଲିଉଡ୍ରେ କାଷ୍ଟିଂ କାଉଚ୍ ଘଟଣାକୁ ନେଇ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଓରଫ୍ ଟୁଟୁ ଶୁକ୍ରବାର ମୁହଁ ଖୋଲିଛନ୍ତି। କାଷ୍ଟିଂ କାଉଚ୍ ଅଭିଯୋଗ ଆଣିଥିବା ପ୍ରକୃତି ମିଶ୍ରଙ୍କ ଉପରେ ସଞ୍ଜୟ ବର୍ଷିଛନ୍ତି। ଏଥିସହ କୋର୍ଟରେ ମାନହାନୀ ମାମଲା କରିବେ…
କଲବଲ କରୁଛି ଗୁଳୁଗୁଳି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ତାତି ନାହିଁ। ଗୁଳୁଗୁଳି କରୁଛି ଅଣନିଃଶ୍ୱାସୀ। ଘରେ କିମ୍ବା ବାହାରେ ତ୍ରାହି ନାହିଁ। ପଙ୍ଖା କାମ ଦେଉନି। ଦେହରୁ ଗମଗମ ଝାଳ ବୋହିବା ସହ ଅସ୍ବସ୍ତିକର ପରିବେଶ ସୃଷ୍ଟି ହୋଇଛି। ଗାଁରୁ ସହର ସବୁଠି ଗରମ ଓ ଗୁଳୁଗୁଳିରେ ଲୋକେ…
Archives


