ୟୁସି ଦେଉନାହାନ୍ତି ବିଭାଗ
ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଯେଉଁ ଅର୍ଥ ପାଉଛନ୍ତି, ତାକୁ ଠିକ୍ ସମୟରେ ଖର୍ଚ୍ଚ କରି ପାରୁନାହାନ୍ତି। ବିଭାଗଗୁଡ଼ିକ ବଜେଟରେ ଅଧିକ ଅର୍ଥ ଦାବି କରୁଥିବାବେଳେ ମିଳୁଥିବା ଟଙ୍କା ଖର୍ଚ୍ଚ ନ ହୋଇ ପଡ଼ିରହୁଛି। ଏହାକୁ ନେଇ କମ୍ପଟ୍ରୋଲର...
ବଡ଼ମ୍ବା ବନ ବିଭାଗ ହେପାଜତରେ ଧନେଶ୍ୱରଙ୍କ ମୃତ୍ୟୁ ଘଟଣା: କଟକ ଜିଲାପାଳ, ପିସିସିଏଫ୍ଙ୍କୁ ଏନ୍ଏଚ୍ଆର୍ସିଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୩୧।୩(ବ୍ୟୁରୋ): କଟକ ଜିଲା ବଡ଼ମ୍ବା ବନ ବିଭାଗ ହେପାଜତରେ ସ୍ଥାନୀୟ ଅଞ୍ଚଳର ଧନେଶ୍ୱର ବେହେରା (୫୯)ଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ କଟକ ଜିଲାପାଳ ଏବଂ ପିସିସିଏଫ୍...
୪ଟି କାର୍ଯ୍ୟଦିବସ ବାକି ଥାଇ ଆଗୁଆ ଶେଷ ହେଲା ବିଧାନସଭା ଅଧିବେଶନ
ଭୁବନେଶ୍ୱର,୩୧ା୩(ବ୍ୟୁରୋ)-ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାର ଶେଷ ହୋଇଛି। ଏହି ଅଧିବେଶନ ଏପ୍ରିଲ ୬ ତାରିଖରେ ଶେଷହେବାର ଥିଲା। ୬ଦିନ ଆଗୁଆ ତଥା ୪ଟି କାର୍ଯ୍ୟଦିବସ ବାକି ଥାଇ ଅଧିବେଶନ ଶେଷ ହୋଇଛି। ଚଳିତ ଅଧିବେଶନ ଫେବୃୟାରୀ ୨୧ ତାରିଖରୁ ଆରମ୍ଭ...
ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ: ଆଜିଠାରୁ ଟିକେଟ ବୁକିଂ ଆରମ୍ଭ
ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ନୂତନ ବିମାନ ସେବା ଭେଟି ଦେଇଛନ୍ତି ରାଜ୍ୟ ସରକାର। ଏଣିକି ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ନେଇ ଶୁକ୍ରବାର ୫ଟି ସଚିବ ଭି.କେ. ପାଣ୍ଡିଆନ୍ ଘୋଷଣା କରିଛନ୍ତି। ଏହି ବହୁ...
ଭିଜିଲାନ୍ସ ଜାଲରେ ଜିଏସ୍ଟି ଅଧିକାରୀ
ଭୁବନେଶ୍ୱର,୩୧।୩(ବ୍ୟୁରୋ): ଜିଏସ୍ଟି ଅଧିକାରୀ ଚିତ୍ତରଞ୍ଜନ ମହାନ୍ତି ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ପାରାଦୀପ ଏନଫୋର୍ସମେଣ୍ଟ ୟୁନିଟ ଜିଏସଟି ଅଧିକାରୀ ଭାବେ କାର୍ଯ୍ୟ କରନ୍ତି। ଏକ ଜିଏସ୍ଟି ମାମଲାରେ ଜବତ କାଗଜପତ୍ର ମୁକ୍ତ କରିବା ଏବଂ ରିପୋର୍ଟ ବନ୍ଦ କରିବା...
ପ୍ରାର୍ଥୀ ହେବା ପରେ କ’ଣ କହିଲେ ଦୀପାଳି
ଭୁବନେଶର,୩୧।୩(ବ୍ୟୁରୋ): ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି। ପ୍ରାର୍ଥୀ ଘୋଷଣା ପରେ ଦୀପାଳି ପ୍ରତିକ୍ରିୟା ଦେଇ କହିଛନ୍ତି, ମୋ ଉପରେ ମୁଖ୍ୟମନ୍ତ୍ରୀ...
ଝାରସୁଗୁଡା ଉପନିର୍ବାଚନ: ଦୀପାଳି ଦାସ ବିଜେଡି ପ୍ରାର୍ଥୀ
ଭୁବନେଶ୍ବର,୩୧।୩(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି। ସୂଚନାଯୋଗ୍ୟ, ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩...
ଏପ୍ରିଲ ୩ରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୩୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଏପ୍ରିଲ ୩ରୁ ୯ଯାଏ ଜାପାନ ଗସ୍ତ କରିବେ। ଜାପାନରେ ଅନୁଷ୍ଠିତ ହେବାକୁ ଥିବା ବିଜନେସ୍ ମିଟ୍ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଜାପାନର ବଡ଼ ବଡ଼ କମ୍ପାନୀ ଓଡ଼ିଶାରେ କିଭଳି...
ଜାଲ ସାର୍ଟିଫିକେଟ, କୋଟିଆ ବିବାଦକୁ ଗୃହରେ ହଙ୍ଗାମା: ଅପରାହ୍ନ ୪ ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ବର,୩୧।୩(ବ୍ୟୁରୋ): ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହ ସରଗରମ। ଉଭୟ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ ଦଳ। ଏପରିକି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ଭାଜପା-କଂଗ୍ରେସ ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ଅପରାହ୍ନ ୪...
ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୭ ମୃତକଙ୍କ ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାର ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାରର ବଡ଼ଧରା ଗାଁରୁ ଏକ ବରାଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରିବା ସମୟରେ ଭୟଙ୍କର ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ...
ସୋନପୁର ସବୁଠୁ ଉତ୍ତପ୍ତ
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ସହ ତାତି ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ପଶ୍ଚିମ ତଥା ଆଭ୍ୟନ୍ତରୀଣ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ୨୪ ସହରରେ ପାରଦ ୩୫ ଡିଗ୍ରୀ ଉପରେ ଓ ୭ ସ୍ଥାନରେ ୩୭ ଡିଗ୍ରୀ ଟପିଥିଲା।...
ପୁରୁଷ, ନାରୀର ଦୋଛକିରେ ଜୀବନ
ଭୁବନେଶ୍ୱର,୩୧।୩(ବ୍ୟୁରୋ): ପୁରୁଷ ଆଉ ନାରୀର ଦୋଛକିରେ ବିତୁଛି କିନ୍ନରଙ୍କ ଜୀବନ। ସାମାଜିକ ଅପନିନ୍ଦା ଏବଂ ବାଛନ୍ଦ କାରଣରୁ ଏକଦା ଦୃଷ୍ଟି ଆଢ଼ୁଆଳରେ ରହି ଆସୁଥିବା ଏହି ମଣିଷ ଏବେ ସମାଜରେ କିଛି ନୂଆ କରିବାର ପ୍ରୟାସରେ ଚେଷ୍ଟିତ। ନିଜ ଚେଷ୍ଟାରେ...
Archives


