ମେଟ୍ରୋ

ନନ୍ଦିନୀ ଶତପଥୀଙ୍କ ୯୨ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ ୯୨ତମ ଜନ୍ମ ଜୟନ୍ତୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି ଅଫିସ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବହୁ…

ରେଳ ଦୁର୍ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୨ ଲକ୍ଷ ୫୦ ହଜାରର ସହାୟତା

ଭୁବନେଶ୍ବର,୯ା୬(ବ୍ୟୁରୋ): ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟ କରିବା ଲାଗି ବୁଧବାର ନିଖିଳ ଓଡ଼ିଶା ଟ୍ରେଜେରି ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ୧ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଲୋକସେବା ଭବନଠାରେ ମୁଖ୍ୟ ଶାସନ…

ସବୁ ଜିଲାପାଳଙ୍କୁ ଖରିଫ ସର୍କୁଲାର ଜାରିକଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୯ା୬(ବ୍ୟୁରୋ): ଖରିଫ୍‌ ୨୦୨୩ କାର୍ଯ୍ୟକ୍ରମରେ ରାଜ୍ୟର ୬୧.୮୦ ଲକ୍ଷ ହେକ୍ଟର ଚାଷଜମିରୁ ୧୧୬.୮୨ ଲକ୍ଷ ମେଟ୍ରିକ୍‌ ଟନ୍‌ ଖାଦ୍ୟଶସ୍ୟ, ୨.୨୨ ଲକ୍ଷ ମେଟ୍ରିକ୍‌ ଟନ୍‌ ତୈଳବୀଜ, ୯.୨୮ ଲକ୍ଷ ଗାଣ୍ଠି ତନ୍ତୁଜ ଏବଂ ୮୭.୪୨ ଲକ୍ଷ ମେଟ୍ରିକ୍‌ ଟନ୍‌ ପନିପରିବା ଓ…

ଓଡ଼ିଶାରୁ ଆଇଏସ୍‌ଆଇକୁ ଓଟିପି ଶେୟାରିଂ ଘଟଣା: ନୟାଗଡ଼ରୁ ଆଉ ଜଣେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୯ା୬ (ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍‌ସ (ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ସିମ୍‌ କାର୍ଡର ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଆଉ ଜଣେ ଅଭିଯୁକ୍ତଙ୍କୁ ନୟାଗଡ଼ରୁ ଗିରଫ କରିଛି। ସେ ହେଲେ ନୂଆଗାଁ ଥାନା ଅଞ୍ଚଳର…

‘ମୃତ୍ତିକା ନମୁନା ସଂଗ୍ରହ ଆପ୍‌ରେ ଆବଶ୍ୟକ ସଂଶୋଧନ ଦରକାର’

ଭୁବନେଶ୍ବର, ୯ା୬(ବ୍ୟୁରୋ): ନବୀକୃତ ମୃତ୍ତିକା ସ୍ବାସ୍ଥ୍ୟକାର୍ଡ ପୋର୍ଟାଲର ମୃତ୍ତିକା ନମୁନା ସଂଗ୍ରହ ଆପ୍‌ରେ ଆବଶ୍ୟକ ସଂଶୋଧନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି। କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ…

ଡିଏନ୍‌ଏ ଟେଷ୍ଟ ପାଇଁ ଦିଲ୍ଲୀ ଗଲା ୨୯ ନମୁନା

ଭୁବନେଶ୍ୱର, ୯।୬(ବ୍ୟୁରୋ): ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ୨୮୮ ଜଣ ମୃତ୍ୟୁବରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଭୁବନେଶ୍ୱର ଏମ୍‌ସକୁ ମୋଟ୍‌ ୧୬୨ଟି ମୃତଦେହ ଅଣାଯାଇଥିବାବେଳେ ୮୦ଟି ମୃତଦେହକୁ ସେମାନଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଆଉ ୮୨ଟି ମୃତଦେହ ହସ୍ପିଟାଲରେ ସଂରକ୍ଷିତ ରହିଛି।…

୩୪୫୭ କୋଟିର ୧୮ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର, ୯ା୬(ବ୍ୟୁରୋ): ରାଜ୍ୟ ସରକାର ୩୪୫୭ କୋଟି ଟଙ୍କାର ୧୮ଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏଥିରେ ୧୪,୪୩୬ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଗୁରୁବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୧୮ତମ ରାଜ୍ୟସ୍ତରୀୟ…

୨୩ରୁ ନମ୍ବର ପ୍ଲେଟ୍‌ ଫାଇନ୍‌

ଭୁବନେଶ୍ୱର,୮ା୬(ବ୍ୟୁରୋ): ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ନ ଲଗାଇଥିଲେ ଏଣିକି ଚାଳକ ଫାଇନ ଗଣିବେ। ଆସନ୍ତା ୨୩ ତାରିଖରୁ ଏହି ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ ହେବ। ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲାଗି ନ ଥିଲେ ଇ-ଚାଲାଣ କଟାଯାଇ…

ରାଜଧାନୀରେ ପ୍ରବଳ ଝଡ଼ବର୍ଷା

ଭୁବନେଶ୍ୱର,୮ା୬(ବ୍ୟୁରୋ): ଗୁରୁବାର ସକାଳୁ ମଧ୍ୟାହ୍ନ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ଅହସ୍ୟ ଖରା ହୋଇଥିବା ବେଳେ ଅପରାହ୍ନରେ ପ୍ରବଳ ଧୂଳିଝଡ଼ ସହ ବର୍ଷା ହୋଇଛି। ବିଶେଷକରି ପଟିଆ, ପ୍ରଶାନ୍ତିବିହାର, ଶିଖରଚଣ୍ଡି, ରଘୁନାଥପୁରରେ ଧୂଳିଝଡ଼ ହୋଇଛି। ଏହି ଧୂଳିଝଡ଼ ପରେ ପରେ ସାରା ଭୁବନେଶ୍ୱରରେ…

ପ୍ରକାଶ ପାଇଲା ଯୁକ୍ତଦୁଇ କଳା, ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ଯୁକ୍ତଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ଅପରାହ୍ନରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସଚିବ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି।  www.orissaresults.nic.inରେ ଛାତ୍ରୀଛାତ୍ର ସେମାନଙ୍କ…

କେରଳ ଛୁଇଁଲା ମୌସୁମୀ, ବିଳମ୍ବରେ ଓଡ଼ିଶା ଆସିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୬(ବ୍ୟୁରୋ): ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। କିନ୍ତୁ ଏହା ଓଡ଼ିଶା ଛୁଇଁବାରେ ବିଳମ୍ବ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂତରୁ ପ୍ରକାଶ। ଆଇଏମ୍‌ଡି କହିଛି, ଆଜି ମୌସୁମୀ ବାୟୁ କେରଳରେ ପ୍ରବେଶ କରିଛି। ଆସନ୍ତା ଦୁଇ ଦିନ…

ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡି ପାଲଟିଛିି ଅପରାଧୀଙ୍କ ଆଡ୍ଡାସ୍ଥଳୀ

ଦାରିଙ୍ଗବାଡି,୮।୬(ଡି.ଏନ.ଏ): ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡି ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟି ଗଲାଣି। ଅପରାଧ ଘଟାଇ ସେଠାରେ ଲୁଚି ରହୁଛନ୍ତି। କନ୍ଧମାଳ ଜିଲା ଦାରିଙ୍ଗବାଡିର ଏକ ହୋଟେଲରେ ୩ ଜଣ ଅପରାଧୀ ଲୁଚିରହିଥିଲେ।ଖବର ପାଇ ମଙ୍ଗଳବାର ସଂଧ୍ୟାରେ ଭୁବନେଶ୍ୱର କମିଶନରେଟ ପୋଲିସ ସ୍ଥାନୀୟ ପୋଲିସ ସହାୟତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri