ନିୟମ ମାନୁନାହାନ୍ତି ବହୁତଳ ଅଟ୍ଟାଳିକା
ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ଗଢ଼ି ଉଠୁଛି ମାଳ ମାଳ ବହୁତଳ ଅଟ୍ଟାଳିକା। ସେଥିରୁ ଅଧିକାଂଶ ଆପାର୍ଟମେଣ୍ଟ ଆଇନକାନୁନକୁ ନ ମାନି ପରିବେଶ ପାଇଁ ଘାତକ ସାଜୁଛନ୍ତି। ଆପାର୍ଟମେଣ୍ଟରୁ ବାହାରୁଥିବା ବର୍ଜ୍ୟବସ୍ତୁ, ବର୍ଜ୍ୟଜଳ ଓ ପାଇଖାନା ପାଣି ବିପଜ୍ଜନକ ହେଉଛି। ବହୁତଳ…
ମୋ ସାଙ୍ଗ ନ ମିଳିଲେ ମୁଁ ସୁଇସାଇଡ୍ କରିଦେବି
ଭୁବନେଶ୍ୱର,୮ା୬(ବ୍ୟୁରୋ): ଟ୍ରେନ୍ ମୃତକଙ୍କୁ ଚିହ୍ନଟ ଲାଗି ଏମ୍ସ ପରିସରରେ ଖୋଲାଯାଇଥିବା ହେଲ୍ପଡେସ୍କ ନିକଟରେ ନିଜ ସାଙ୍ଗକୁ ଝୁରି ହେଉଛନ୍ତି ୨୭ ବର୍ଷିୟ ଯୁବକ ହିମାଂଶୁ ମିଶ୍ର। କୋହଭରା ସ୍ବରରେ କହୁଛନ୍ତି, ମୋ ସାଙ୍ଗ ଇଶୁ କାହିଁ। କେଉଁଠି ଅଛି ଇଶୁ। ତା’ର…
କେବେ ମିଳିବ ମୃତଦେହ, ଚାହିଁ ବସିଛନ୍ତି ଦାବିଦାର
ଭୁବନେଶ୍ୱର,୮ା୬(ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ୨୮୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚିହ୍ନଟ ଲାଗି ବାଲେଶ୍ୱରରୁ ୧୯୩ଟି ମୃତଦେହ ଭୁବନେଶ୍ୱରକୁ ଆସିଥିଲା। ଏଥିମଧ୍ୟରୁ ୧୨୩ଟି ମୃତଦେହକୁ ଏମ୍ସରେ ରଖାଯାଇଥିଲା। ତେବେ ୬ ତାରିଖ ବିଳମ୍ବିତ ରାତିରେ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରୁ ୩୯ଟି ମୃତଦେହ ଏମ୍ସକୁ…
କର୍ଡନ ଭିତରେ ରହିବେ ସୀମିତ ସଂଖ୍ୟକ ପାସ୍ଧାରୀ
ପୁରୀ ଅଫିସ,୮ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଆସନ୍ତା ୨୦ ତାରିଖରେ ରଥଯାତ୍ରା ହେବାକୁ ଯାଉଥିବା ବେଳେ ସମସ୍ତ ନୀତିକାନ୍ତି, ଦର୍ଶନ ବ୍ୟବସ୍ଥା, ଯାତାୟାତ ଆଦି ଯେପରି ଶୃଙ୍ଖଳିତ…
ବିପର୍ଯ୍ୟୟ ମୁକାବିଲା ପାଇଁ ମାଇକ୍ରୋ ପ୍ଲାନ୍ ପ୍ରସ୍ତୁତ ହେବ
କଟକ ଅଫିସ,୮ା୬: ପ୍ରାକୃତିକ ବିପର୍ଯ୍ୟୟ ଓ ସହରରେ ବର୍ଷାଜନିତ ଜଳବନ୍ଦୀର ମୁକାବିଲା ପାଇଁ ବୁଧବାର ଚୌଧୁରୀବଜାରସ୍ଥିତ ବିଜୁ ଭବନରେ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମେୟର ସୁବାସ ସିଂ ଏଥିରେ ପୌରୋହିତ୍ୟ କରିଥିବାବେଳେ…
ରେଳମନ୍ତ୍ରୀଙ୍କ ଇସ୍ତଫା, ଏସ୍ଆଇଟି ତଦନ୍ତ ଦାବିରେ ୧୨ ଦଳର ପ୍ରତିବାଦ
ଭୁବନେଶ୍ୱର,୮ା୬(ବ୍ୟୁରୋ): ସୁପ୍ରିମ୍କୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ(ଏସ୍ଆଇଟି) ଦ୍ୱାରା ବାହାନଗା ରେଳ ଦୁର୍ଘଟଣାର ତଦନ୍ତ କରାଯାଉ। କେନ୍ଦ୍ର ସରକାରଙ୍କ ହାତବାରିସୀ ସାଜି ଲୋକଙ୍କ ବିଶ୍ୱାସ ହରାଇଥିବାରୁ ସିବିଆଇ ତଦନ୍ତକୁ ପ୍ରତ୍ୟାହାର କରାଯାଉ। ରେଳ ଦୁର୍ଘଟଣାର ନିରପେକ୍ଷ ତଦନ୍ତ ପାଇଁ…
ଟ୍ରେନ୍ ଦୁର୍ଘଟଣା ମୃତକଙ୍କ ସଂସ୍କାର ଲାଗି ବିଏମ୍ସିର ୫ ଶ୍ମଶାନରେ ବ୍ୟବସ୍ଥା
ଭୁବନେଶ୍ୱର,୮ା୬(ବ୍ୟୁରୋ): ଏମ୍ସ ଭୁବନେଶ୍ୱରେ ଟ୍ରେନ୍ ଦୁର୍ଘଟଣା ମୃତକଙ୍କ ମୃତଦେହ ରଖାଯାଇଛି। ଅନେକ ମୃତଦେହ ଏଯାଏ ଚିହ୍ନଟ ହୋଇପାରି ନାହିଁ। କେହି ଦାବିଦାର ନ ଥିବାରୁ ସେଗୁଡିକୁ ନେଇ ଚିନ୍ତା ବଢ଼ିଛି। ଅନ୍ୟପକ୍ଷରେ ମୃତଦେହ ନେଉଥିବା କେତେକ ପରିବାର ଭୁବନେଶ୍ୱରରେ ସଂସ୍କାର କରିବାକୁ…
ରେଳ ଦୁର୍ଘଟଣାକୁ ନେଇ ଦଳୀୟ ନେତାଙ୍କୁ ଭାଜପାର ଟାର୍ଗେଟ
ଭୁବନେଶ୍ୱର,୮ା୬(ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣା ପ୍ରସଙ୍ଗରେ ୨ ବରିଷ୍ଠ ଭାଜପା ନେତା ମୁହଁାମୁହିଁ ହୋଇଛନ୍ତି। ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ମଙ୍ଗଳବାର ରେଳ ଦୁର୍ଘଟଣା ଉପରେ ଦେଇଥିବା ବୟାନକୁ ନେଇ ବୁଧବାର ତାଙ୍କ ନିଜ ଦଳ ପକ୍ଷରୁ ତୀବ୍ର ବିରୋଧ…
୨ ଥର ଆଲୋଚନା ପରେ ବି ତୁଟିପାରିଲାନି ଅମଲାଙ୍କ ସମସ୍ୟା
ଭୁବନେଶ୍ୱର,୮ା୬(ବ୍ୟୁରୋ): ତୁଟିପାରୁନି ରାଜ୍ୟସ୍ତରୀୟ ଅମଲା କର୍ମଚାରୀଙ୍କ ଦାବି ସମ୍ପର୍କିତ ସମସ୍ୟା। ୨ଥର ଆଲୋଚନା ପରେ ବି ଏ ପର୍ଯ୍ୟନ୍ତ କିଛି ସମାଧାନର ରାସ୍ତା ବାହାରିପାରିନାହିଁ। ଗତ ୨ ତାରିଖରେ ଅମଲା ମଞ୍ଚର ପ୍ରତିନିଧିମାନଙ୍କ ସହ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର…
ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ
ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ଫଳ ଘୋଷଣା କରାଯିବ ବୋଲି ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି। ଏଥିସହ…
ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କାର ସହାୟତା…
ଯାଜପୁର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ୍ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲ୍ବାହୀ ଟ୍ରେନ୍ରେ କଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଯାଜପୁର ରୋଡ ଷ୍ଟେଶନ ଟ୍ରେନ୍ ଅଘଟଣ…
Archives


