ପୌର ନିର୍ବାଚନ

ସିଏମ୍‌ସି ଡେପୁଟି ମେୟର ନିର୍ବାଚନ: ସମ୍ମିଳନୀ କକ୍ଷ ଛାଡ଼ି ପଳାଇଲେ ଭାଜପା, କଂଗ୍ରେସ

କଟକ ଅଫିସ,୭ା୪: ସିଏମ୍‌ସି ଡେପୁଟି ମେୟର ନିର୍ବାଚନକୁ ଭାଜପା ଓ କଂଗ୍ରେସର ବୟକଟ। ନିର୍ବାଚନ ସମ୍ମିଳନୀ କକ୍ଷ ଛାଡ଼ି ପଳାଇଛନ୍ତି ଭାଜପା ଓ କଂଗ୍ରେସ କାଉନସିଲର। ଗଣତନ୍ତ୍ରର ଏକ ପ୍ରକାର ହତ୍ୟା କରାଯାଉଥିବା ନେଇ ଅଭିଯୋଗ କରିଛନ୍ତି ଉଭୟ ଭାଜପା ଏବଂ…

ଦୌଡ଼ରେ ବିଜେଡିର ୪ କାଉନସିଲର

ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ପୌର ପରିଷଦ ଉପାଧ୍ୟକ୍ଷ ପାଇଁ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ୨୨ ଓ୍ବାର୍ଡ ବିଶିଷ୍ଟ ଖୋର୍ଦ୍ଧା ପୌରପାଳିକାରେ ବିଜେଡି ୧୩ଟି ଆସନରେ ବିଜୟ ଲାଭ କରିଥିବା ବେଳେ ଭାଜପା ୪ଟି ଏବଂ ସ୍ବାଧୀନ ପ୍ରାର୍ଥୀ ୫ଟିରେ…

ଭୋଟ ହାରରେ ବିଜେଡି ଆଗରେ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନର ଫଳାଫଳ ଆସିବା ପରେ ସହରାଞ୍ଚଳ ବାସିନ୍ଦା ମଧ୍ୟ ଅଧିକ ମାତ୍ରାରେ ବିଜେଡି ସପକ୍ଷରେ ରହିଥିବା ସ୍ପଷ୍ଟ ହୋଇଯାଇଛି। କାଉନ୍‌ସିଲର ନିର୍ବାଚନ ଫଳାଫଳ ଅନୁଯାୟୀ ବିଜେଡି ଭୋଟ ହାର ତୁଳନାରେ ଭାଜପା, କଂଗ୍ରେସ ଏବଂ ସ୍ବାଧୀନ ବହୁ…

ସୋରଡ଼ା ଏନ୍‌ଏସି ଦଖଲ କଲା ବିଜେଡି

ସୋରଡ଼ା,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍‌ଏସି ପୌର ନିର୍ବାଚନରେ ବିଜେଡିର ଶିବଶଙ୍କର ପଣ୍ଡା ବିଜୟୀ ହୋଇଛନ୍ତି। ସେ ଭଜପାର ସାଧୀନ ପଣ୍ଡାଙ୍କଠାରୁ ୨୮୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୋରଡ଼ା ଏନ୍‌ଏସିର ୧୧ଟି ଓ୍ବାର୍ଡରେ ୯ଟିରେ ବିଜେଡି ଓ ଗୋଟିଏ…

ନବୀନ ନିବାସରେ ଭିଡ ବଢ଼ୁଛି

ଭୁବନେଶ୍ବର,୨୬।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ବିଜେଡି ବିପୁଳ ସଫଳତା ପାଇଛି । ଭାଜପା ଏବଂ କଂଗ୍ରେସ ବିଜେଡିଠାରୁ ବହୁ ପଛରେ ପଡ଼ିଛନ୍ତି। ରାଜ୍ୟର ୩୦ ଜିଲାର ୧୦୫ ଅଧ୍ୟକ୍ଷ ପଦରୁ ବିଜେଡି ୭୩ଟିରେ ବାଜିମାତ କରିଥିବା ବେଳେ ଭାଜପା…

ଭୁବନେଶ୍ୱରରେ ସୁଲୋଚନା, କଟକରେ ସୁବାସ; ବ୍ରହ୍ମପୁରରେ ସଂଘମିତ୍ରା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ୩ ମହାନଗର ନିଗମର ମେୟର ପଦବୀ ବିଜେଡି ହାତକୁ ଯାଇଛି। ଭୁବନେଶ୍ୱରରୁ ବିଜେଡିର ସୁଲୋଚନା ଦାସ ବିଜୟୀ ହୋଇଥିବା ବେଳେ କଟକର ସୁବାସ ସିଂ ଏବଂ ବ୍ରହ୍ମପୁରର ସଂଘମିତ୍ରା ଦଳେଇ…

ସୁଲୋଚନା ହେଲେ ଭୁବନେଶ୍ୱର ମେୟର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ବିଜେଡି ହାତକୁ ଯାଇଛି ଭୁବନେଶ୍ୱର ମେୟର ପଦବୀ। ବିଜେଡିର ସୁଲୋଚନା ଦାସ ୬୧ ହଜାରରୁ ଅଧିକ ଭୋଟ ପାଇ ବିଜୟ ଲାଭ କରିଛନ୍ତି। ସୁଲୋଚନା ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥିନୀ ସୁନୀତି ମୁଣ୍ଡ୍‌ଙ୍କୁ ପରାଜିତ କରିଛନ୍ତି।

ବିଜେଡି ହାତକୁ ଗଲା ହିଞ୍ଜିଳିକାଟୁ ପୌର ପରିଷଦ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ସୁବାସ ଚନ୍ଦ୍ର ପଲେଇ ବିଜୟୀ ହୋଇଛନ୍ତି। ସେ ଭାଜପା ପ୍ରାର୍ଥୀ ସନ୍ତୋଷ କୁମାର ପାଣିଗ୍ରାହୀଙ୍କୁ ୧୬୩୪ ଭୋଟରେ ହରାଇ ଦେଇଛନ୍ତି । ବିଜୟୀ ବିଜେଡି ପ୍ରାର୍ଥୀ ପଲେଇ ୬୮୨୦ ଭୋଟ୍‌…

ରଜନୀରାଣୀ ହେଲେ ଆନନ୍ଦପୁର ପୌରାଧ୍ୟକ୍ଷା

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାର ନୂତନ ପୌରାଧ୍ୟକ୍ଷା ଭାବେ ରଜନୀରାଣୀ ଖଟୁଆ ନିର୍ବାଚିତ ହୋଇଛନ୍ତି। ଆନନ୍ଦପୁର ପୌରପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ। ପୌରପରିଷଦର ମୋଟ୍‌ ୩୦୬୬୭ ଭୋଟରଙ୍କ ମଧ୍ୟରୁ ୧୧୯୭୪ ଜଣ ପୁରୁଷ ଭୋଟର…

ନିଜ ଗଡ଼ ସୁରକ୍ଷିତ ରଖିପାରିଲେନି ପିସିସି ସଭାପତି

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାରେ କଂଗ୍ରେସର ଶୋଚନୀୟ ପରାଜୟ ବରଣ କରିଛି। ଖୋଦ୍‌ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଓ୍ବାର୍ଡ ନଂରେ କଂଗ୍ରେସର ଶୋଚନୀୟ ପରାଜୟ ହେବା ସହିତ କଂଗ୍ରେସ ଗଡ଼ ଭାବେ ପରିଚିତ ଅନ୍ୟ ଦୁଇ ଓ୍ବାର୍ଡ ୬ ନଂ ଓ…

ଚାନ୍ଦବାଲି ଏନ୍‌ଏସି ହାତେଇଲା ବିଜେଡି

ଚାନ୍ଦବାଲି,୨୬ା୩(ଡି.ଏନ୍‌.ଏ.): ଚାନ୍ଦବାଲି ଏନ୍‌ଏସିରେ ମୋଟ୍‌ ୧୫ଟି କାଉନସିଲର ପଦବୀରୁ ୧୧ଟି ବିଜେଡି ହାତେଇ ଥିବା ବେଳେ ଭାଜପା ୩ଟି ଓ କଂଗ୍ରେସ ଗୋଟିଏ କାଉନସିଲର ହାତେଇଛି। ଚାନ୍ଦବାଲି ଏନ୍‌ଏସି ବିଜେଡିର ଚେୟାରପର୍ସନ ଶାନ୍ତିଲତା ସେଠୀ ୭,୮୫୬ ଖଣ୍ଡ ଭୋଟ୍‌ ହାତେଇ ଥିବା…

ବାଲିଗୁଡ଼ା ଏନ୍‌ଏସିରେ ବିଜେଡିର ବାଜିମାତ୍‌ : ଖାତା ଖୋଲିପାରିଲାନି ଭାଜପା

ବାଲିଗୁଡ଼ା,୨୬ା୩(ଡି.ଏନ୍‌.ଏ.): ପୌର ନିର୍ବାଚନରେ ପୁଣି ବିଜେଡିର ବାଜିମାତ୍‌। କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଜେଡି ବିପୁଳ ବିଜୟ ହାସଲ କରିଛି। ବ୍ଲକ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ବାଲିଗୁଡ଼ା ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ୫୯୯୧ ଭୋଟ୍‌ରେ ବିଜୟ ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?