ପୌର ନିର୍ବାଚନ

ଦିଗପହଣ୍ଡିିରେ କଂଗ୍ରେସର ବାଜିମାତ: ଅଧ୍ୟକ୍ଷ ହେଲେ ପ୍ରଫୁଲ୍ଲ ପଣ୍ଡା

ଦିଗପହଣ୍ଡି,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ୍ଲ ପଣ୍ଡା ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ତାଙ୍କ…

2 years ago

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ ବିଜେଡି…

2 years ago

ରଣପୁର ଦଖଲ କଲା ବିଜେଡି

ନୟାଗଡ଼ ଅଫିସ/ ରଣପୁର୨୬।୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିରେ ବିଜେଡିର ଚେୟାରମ୍ୟାନ ପ୍ରାର୍ଥିନୀ ରଙ୍ଗୀନ ମହାନ୍ତି ୩୨୩ ଭୋଟରେ ବିଜୟୀ ହୋଇଛନ୍ତି। ରଙ୍ଗୀନ ମହାନ୍ତି ୪ ହଜାର…

2 years ago

ଫୁଲବାଣୀରେ ଭାଜପା, ବାଲିଗୁଡା-ଜି.ଉଦୟଗିରିରେ ବିଜେଡି ହାତେଇଲା ଅଧ୍ୟକ୍ଷ ପଦ

ଫୁଲବାଣୀ ଅଫିସ୍‌/ଜି.ଉଦୟଗିରି(ଡି.ଏନ୍‌.ଏ.),୨୬ା୩: କନ୍ଧମାଳ ଜିଲାରେ ଫୁଲବାଣୀ ପୌର ପରିଷଦ ନିର୍ବାଚନ ଏବଂ ବାଲିଗୁଡା ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା…

2 years ago

ବିଜେପୁରରେ ବିଜେଡିର ବାଜିମାତ୍‌

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବିଜେପୁରରେ ବିଜେଡି ବାଜିମାତ କରିଛି। ଦଳୀୟ ଅଧ୍ୟକ୍ଷା ପ୍ରାର୍ଥିନୀ ସୀତା ବାରିକ ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମାବତୀ…

2 years ago

ବରଗଡ଼ରେ କଳ୍ପନା ମାଝି ପୌରାଧ୍ୟକ୍ଷା

ବରଗଡ଼ ଅଫିସ,୨୬।୩: ବରଗଡ଼ ପୌର ପରିଷଦରେ ବିଜେଡିର କଳ୍ପନା ମାଝି ପୌରାଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ଅନୁରାଧା ଅଗ୍ରୱାଲଙ୍କୁ ୬୪୪୨ ଖଣ୍ଡ…

2 years ago

ବରପାଲି ଏନଏସିରେ ଅଧ୍ୟକ୍ଷ ପଦବୀ ହାତେଇଲେ ସ୍ବାଧିନ ପ୍ରାର୍ଥୀ

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବରପାଲି ଏନ୍‌ଏସି ଅଧ୍ୟକ୍ଷ ପଦବୀରେ ସ୍ବାଧୀନ ପ୍ରାର୍ଥୀ ଦିନେଶ ଗହୀର ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର…

2 years ago

ବିଜେଡି ଦଖଲ କଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ପଦ

କେସିଙ୍ଗା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ଭାବେ ବିଜେଡି ପ୍ରାର୍ଥୀ ନୃପରାଜ ଯାଦବ ବିଜୟୀ ହୋଇଛନ୍ତି।…

2 years ago

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଗଡ଼ରେ ଫୁଟିଲା ପଦ୍ମ

ଜୁନାଗଡ଼,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସି ଅଧ୍ୟକ୍ଷ ଭାବେ ଭାଜପା ପ୍ରାର୍ଥୀ ମୁକେଶ ଅଗ୍ରୱାଲ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ମହେଶ ସାହୁଙ୍କୁ…

2 years ago

୭୩ ଆସନରେ ବିଜେଡି ଆଗୁଆ, କଟକରେ କଂଗ୍ରେସ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପୌର ନିର୍ବାଚନ ଭୋଟ ଗଣତି ଶନିବାର ସକାଳୁ ଆରମ୍ଭ ହୋଇଯାଇଥିବା ବେଳେ ବିଜେଡି ଆଗୁଆ ରହିଛି । ରାଜ୍ୟର ଅଧିକାଂଶ ଏନ୍‌ଏସି, ପୌରାଅଞ୍ଚଳରେ ବିଜେଡି ଆଗରେ…

2 years ago