ପୌର ନିର୍ବାଚନ

ଚଳିତ ବର୍ଷ ମୋଟ୍‌ ୪୨ ଲକ୍ଷ ଭୋଟର ଦେବେ ଭୋଟ, ପ୍ରତିଟି ବଥ୍‌ରେ ୨ଟି ଲେଖାଏ ଇଭିଏମ

ଭୁବନେଶ୍ୱର,୭।୩(ବ୍ୟୁରୋ): ଏଥର ୧୮୯୯ଟି ୱାର୍ଡରେ ହେବ ପୌର ନିର୍ବାଚନ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ…

ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ୩ ଦଳ

କେସିଙ୍ଗା,୭।୩: ସୋମବାର ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନରେ କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ପଦ ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେଡିରୁ ନୃପରାଜ ଯାଦବ ନାମାଙ୍କନପତ୍ର ଦାଖଳ କରିଥିବା ବେଳେ କଂଗ୍ରେସର ରାମ…

ରମ୍ଭା ଏନ୍‌ଏସିର ୧୨ଟି ୱାର୍ଡରେ କାଉନସିଲର, ଅଧ୍ୟକ୍ଷା ପାଇଁ ପାର୍ଥିପତ୍ର ଦାଖଲ

ରମ୍ଭା,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭାରେ ଏନ୍‌ଏସି ନିର୍ବାଚନ ପାଇଁ ରବିବାର ନାମାଙ୍କନ ପତ୍ର ଦାଖଲ କରାଯାଇଛି। ପଞ୍ଚମ ଦିନରେ ରମ୍ଭା ଏନ୍‌ଏସି କାର୍ଯ୍ୟାଳୟରେ ବିଜେଡି ପକ୍ଷରୁ ଅଧ୍ୟକ୍ଷା ପାର୍ଥୀନି କୁମାରୀ ବିଶାଳ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ୱାର୍ଡ ନମ୍ବର-୧ରୁ…

ବିଜେଡିର ୩ କାଉନସିଲରଙ୍କ ନାମାଙ୍କନପତ୍ର ଦାଖଲ

ଗଞ୍ଜାମ,୭ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷଦିନରେ ବିଜେଡିର ଓ୍ବାର୍ଡ ନଂ ୧୦ର ସୁଜାତା କୁମାରୀ ମହାନ୍ତି, ଓ୍ବାର୍ଡ ନଂ ୧୧ ପି. ମୋହନ ରେଡ୍ଡି ଏବଂ ଓ୍ବାର୍ଡ ନଂ. ୧୨ ପାଇଁ ପି.…

ବ୍ରହ୍ମପୁର ମେୟର ପଦବୀ ପାଇଁ ପ୍ରାର୍ଥୀ ଦେଲା କଂଗ୍ରେସ

ବ୍ରହ୍ମପୁର ଅଫିସ,୭ା୩: ପୌର ନିର୍ବାଚନ ପାଇଁ ଆଜି ହେଉଛି ନାମାଙ୍କନପତ୍ର ଦାଖଲର ଶେଷ ଦିନ। ଆଜି ଶେଷ ଦିନରେ କଂଗ୍ରେସ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବ୍ରହ୍ମପୁର ମେୟର ପଦବୀ ପାଇଁ କଂଗ୍ରେସ ମଞ୍ଜୁ ରଥଙ୍କୁ ପ୍ରାର୍ଥୀ…

ବିଜେଡିରେ ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୭ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ବିଜେଡିର ପୌରାଧ୍ୟକ୍ଷା ପ୍ରାର୍ଥୀଙ୍କୁ ନେଇ ଦଳରେ ଅସନ୍ତୋଷ ବଢିବାରେ ଲାଗିଛି। ଅନ୍ୟପକ୍ଷରେ ଗୋଳିିଆ ପାଣିରୁ ବିରୋଧୀ ଭାଜପା ଏବଂ କଂଗ୍ରେସ ଫାଇଦା ମାରିନେବାର ସମ୍ଭାବନା ରହିଛି ବୋଲି ଆଲୋଚନା ଚାଲିଛି। ଶନିବାର ବିଜୁ ପଟ୍ଟନାୟକଙ୍କ…

ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେବି: ସବିତା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପାଇଁ ଭାଜପାର ମେୟର ପ୍ରାର୍ଥୀ ହେଲେ ଡ.ସବିତା ସୁଆର। ରାଜ୍ୟ କାର୍ଯ୍ୟାଳୟରୁ ତାଙ୍କ ନାମ ରବିବାର ଘୋଷଣା କରାଯାଇଛି। କାହାକୁ ପ୍ରାର୍ଥୀ ଚୟନ କରାଯିବ, ସେନେଇ ଭାଜପାରେ ଯେଉଁ କଳ୍ପନା ଜଳ୍ପନା ଚାଲିଥିଲା…

ବିଏମ୍‌ସି ପାଇଁ ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ପୌର ନିର୍ବାଚନ ପାଇଁ ରବିବାର କର୍ପୋରେଟର ପାଇଁ ୫୬ ଓ ମେୟର ଲାଗି ଜଣେ ମହିଳା ନିତା କୁମାରୀ ପଣ୍ଡା ନାମାଙ୍କନ ଦାଖଲ କରିଛନ୍ତି। କର୍ପୋରେଟର ପ୍ରାର୍ଥୀଙ୍କ ମଧ୍ୟରେ ବିଭିନ୍ନ ଦଳ ଓ ସ୍ବାଧୀନ ଅଛନ୍ତି। ଅପରପକ୍ଷରେ…

ଶେଷ ଦିନରେ ନାମାଙ୍କନ ଭରିବେ ଅଧିକାଂଶ ପ୍ରାର୍ଥୀ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ଲାଗି ସୋମବାର ନାମାଙ୍କନ ଦାଖଲର ଶେଷ ଦିନ। ହେଲେ ଏ ପର୍ଯ୍ୟନ୍ତ ବିଜେଡିର ଏକାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଯଦିଓ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ…

ସରୋଜିନୀ ଆପ୍‌ର ଭୁବନେଶ୍ୱର ମେୟର ପ୍ରାର୍ଥୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆମ୍‌ ଆଦମୀ ପାର୍ଟି(ଆପ୍‌) ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମେୟର ପ୍ରାର୍ଥୀ ହେଲେ ସରୋଜିନୀ ଖୁଣ୍ଟିଆ। ରବିବାର ଭୁବନେଶ୍ୱରସ୍ଥିତ ରାଜ୍ୟ ଆପ୍‌ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପାର୍ଟିର ରାଜ୍ୟ ସଂଯୋଜକ ନିଶିକାନ୍ତ ମହାପାତ୍ର ସରୋଜିନୀଙ୍କ ନାମକୁ ଘୋଷଣା…

ଭୋଟ ଗ୍ରହଣ ପରେ ସୁରକ୍ଷିତ ରହିବ ଇଭିଏମ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟର ପୌର ସଂସ୍ଥାଗୁଡ଼ିକରେ ହେବାକୁ ଥିବା ନିର୍ବାଚନର ଭୋଟଗ୍ରହଣ ପରେ ଇଭିଏମ୍‌ଗୁଡ଼ିକୁ ସୁରକ୍ଷିତ ରଖାଯିବ। ଏଥିଲାଗି ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ, ନିର୍ବାଚନ ସମୟରେ ଓ ଭୋଟଗ୍ରହଣ ପରେ ଗଣତି ପାଇଁ ଷ୍ଟ୍ରଙ୍ଗରୁମ୍‌ ଖୋଲିବା ଏବଂ ବନ୍ଦ କରିବାକୁ ରାଜ୍ୟ ନିର୍ବାଚନ କମିଶନ(ଏସ୍‌ଇସି)…

ଆଜି ନାମାଙ୍କନ ପତ୍ର ଦାଖଲ ଶେଷ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଅପରାହ୍ନ ୫ଟା ସୁଦ୍ଧା ନାମାଙ୍କନ ପତ୍ର ଦାଖଲ ଶେଷ ହେବ। ଏ ନେଇ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?