ପୌର ନିର୍ବାଚନ

ଟ୍ରଲି ଭଡ଼ା କରି ଭୋଟ ଦେବାକୁ ଆସିଲେ ୧୨୦ ବର୍ଷିୟା ଭୋଟର

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୋଟ ଦେବା ପାଇଁ ଟ୍ରଲି ଭଡ଼ା କରି ଆସିଥିଲେ ୧୨୦ବର୍ଷର ମହିଳା ଭୋଟର ଭାବମଣି ବେହେରା। ଭୁବନେଶ୍ୱର ୟୁନିଟ୍‌-୨ ବସ୍ତିର ବାସିନ୍ଦା ଭାବମଣି ବୟସର ଅପରାହ୍ନରେ ଉପନୀତ ହୋଇ ମଧ୍ୟ ଆଗ୍ରହର ସହ ଗଣତନ୍ତ୍ରର ମହାନ୍‌ ପର୍ବରେ ସାମିଲ ହୋଇ…

ଶେଷ ମତଦାନ କହି କାନ୍ଦି ପକାଇଲେ ୮୮ ବର୍ଷିୟା ବୃଦ୍ଧା

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ଓ୍ବାର୍ଡ ନଂ. ୪୯ ଅନ୍ତର୍ଗତ ଆଇଗିଣିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଥ୍‌ ନଂ. ୫୦୯ରେ ଗୁରୁବାର ମତଦାନ କରିଛନ୍ତି ୮୮ ବର୍ଷିଆ ବୃଦ୍ଧା ଅନ୍ନପୂର୍ଣ୍ଣା ଦାସ। ତେବେ ସେ ଭୋଟ ଦେଇ ଯେତିକି ଖୁସି…

ପୌର ନିର୍ବାଚନରେ ହିଂସା

ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର / କଟକ/ ଭଦ୍ରକ/ ପୁରୀ/ ବଲାଙ୍ଗୀର/ ଚିକିଟି ୨୫।୩ (ଡି.ଏନ୍‌.ଏ.): ଗତ କିଛି ବର୍ଷ ହେବ ନିର୍ବାଚନ ସମୟରେ ହିଂସାତ୍ମକ ଆଚରଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ତଥା ଅବାଧ ଓ ନିରପେକ୍ଷ କରିବା ପାଇଁ…

ପୌର ନିର୍ବାଚନରେ ୬୫% ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ରାଜ୍ୟର ୫୯ ଏନ୍‌ଏସି, ୪୭ ପୌର ପରିଷଦ ଏବଂ ୩ ମହାନଗର ନିଗମରେ ହାରାହାରି ୬୫ ପ୍ରତିଶତ ମତଦାନ ହୋଇଛି। ଗୁରୁବାର ସନ୍ଧ୍ୟା ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ…

ଭୋଟ୍‌ ଦେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ନିର୍ବାଚନ କମିଶନର

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ଗୁରୁବାର ସାରା ରାଜ୍ୟରେ ଅନୁଷ୍ଠିତ ହେଉଛି ପୌର ନିର୍ବାଚନ। ସମସ୍ତ ନାଗରିକ ନିଜ ନିଜ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ବି…

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

କେସିଙ୍ଗା,୨୪ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ପୌର ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେଉଛି।ବର୍ତ୍ତମାନ ୧୭ଟି ଭୋଟ୍‌ କେନ୍ଦ୍ରରେ ଶାନ୍ତି ଶୃଙ୍ଖଳା ଭାବେ ମତଦାନ ଚାଲିଛି। ଏହି କେନ୍ଦ୍ରଗୁଡ଼ିକ ମଧ୍ୟରୁ ସରକାରୀ ବାଳିକା ବିଦ୍ୟାଳୟ ଠାରେ ୬ ଓ ୭ ଓ୍ବାର୍ଡ ପାଇଁ…

ଭୋଟ ଦେଲେ ବିଧାୟକ ନରସିଂହ ମିଶ୍ର

ବଲାଙ୍ଗୀର ଅଫିସ,୨୪।୩: ପୌର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳୁ ଭୋଟର ଲମ୍ବା ଲାଇନ୍‌ରେ ଧାଡ଼ି ବାନ୍ଧି ଛିଡ଼ା ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହି କ୍ରମରେ ବଲାଙ୍ଗୀର ପରାଞ୍ଚଳର ଲକ୍ଷ୍ମୀନାରାୟଣପଡ଼ା…

ଭୋଟ ଦେଲେ ସୁଲୋଚନା-ସୁନୀତି

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଏଥିରେ ବିଏମ୍‌ସି ମେୟର ପଦ ଲାଗି ପ୍ରତିନ୍ଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥିନୀ ଡା. ସୁନୀତି ମୁଣ୍ଡ, ବିଜେଡି ପ୍ରାର୍ଥିନୀ ସୁଲୋଚନା ଦାଶ ପ୍ରମୁଖ ଭୋଟ ଦେଇଛନ୍ତି।…

ମନ୍ତ୍ରୀ ଟୁକୁନି ସାହୁ ନିଜ ଓ୍ବାର୍ଡରେ ଦେଲେ ଭୋଟ୍‌

ଟିଟିଲାଗଡ଼,୨୪ା୩(ଡି.ଏନ୍‌.ଏ.): ଗୁରୁବାର ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେଉଛି। ଭୋଟ୍‌ ଗ୍ରହଣ ସକାଳ ୮ଟାରୁ ଆରମ୍ଭ ହୋଇଛି। ବୁଥ୍‌ ଖୋଲିବା ମାତ୍ରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ନିଜ ଓ୍ବାର୍ଡ ୧୦…

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ପୌର ନିର୍ବାଚନ ଲାଗି ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଗୁରୁବାର ସକାଳ ୮ରୁ ପୌର ନିର୍ବାଚନ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବିଏମ୍‌ସିର ୫୩ ନଂ ୱାର୍ଡରେ ମୁଖ୍ୟମନ୍ତ୍ରୀ ଭୋଟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…

ପୌର ନିର୍ବାଚନ: ସକାଳ ୮ରୁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟର ୧୦୬ ପୌର ସଂସ୍ଥା ଓ ୩ ମହାନଗର ନିଗମ ଲାଗି ଗୁରୁବାର ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଛି। ସନ୍ଧ୍ୟା ୫ଟା ଯାଏ ଏହା ଚାଲିବ। ୪୦ ଲକ୍ଷ ୫୫ହଜାର ଭୋଟର ସେମାନଙ୍କ ପ୍ରତିନିଧିଙ୍କୁ…

ଆଜି ୨୭୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

କଟକ ଅଫିସ,୨୪ା୩: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ୫୯ ଓ୍ବାର୍ଡରେ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବୁଧବାର ଭୁବନାନନ୍ଦ ସ୍କୁଲ ଅଫ ଇଞ୍ଜିନିୟରିଂ(ବୋଷ) କ୍ୟାମ୍ପସରୁ ପୋଲିଂ ଓ ପ୍ରିଜାଇଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?