ପୌର ନିର୍ବାଚନ

୩୬,୫୪୮ ଭୋଟରଙ୍କ ହାତରେ ୮୬ ପ୍ରାର୍ଥୀଙ୍କ ଭାଗ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୪ା୩: ଦୀର୍ଘ ୧୧ ବର୍ଷ ପରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପରିଷଦ ଗଠନ ପାଇଁ ଗୁରୁବାର ଭୋଟ ଗ୍ରହଣ ହେବ। ପୌରାଞ୍ଚଳର ୨୧ ୱାର୍ଡର ୩୬,୫୪୮ ଭୋଟର ଚଳିତ ନିର୍ବାଚନରେ ୮୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଚଳିତ ଥର…

ଟଙ୍କା ବାଣ୍ଟିବାକୁ କେନ୍ଦ୍ର କରି ହିଂସା, ୪ ଆହତ

କେନ୍ଦୁଝର,୨୩ା୩(ସ୍ବ.ପ୍ର.): ଟଙ୍କା ବାଣ୍ଟିବାକୁ କେନ୍ଦ୍ର କରି କେନ୍ଦୁଝର ପୌରାଞ୍ଚଳ ଆଟପୁରରେ ହିଂସାକାଣ୍ଡ ଘଟିଛି। ଏହି ଘଟଣାରେ ୪ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏହାକୁ ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ସଦର ବିଧାୟକ…

ଆଜି ବୁଥ୍‌ ଅଭିମୁଖେ ବାହାରିବେ ପୋଲିଙ୍ଗ ପାର୍ଟି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାତି ପାହିଲେ ପୌର ନିର୍ବାଚନ। ଏ ନେଇ ଚାଲିଛି ସଜବାଜ। ତେବେ ଆଜି ପୋଲିଙ୍ଗ ବୁଥ ଅଭିମୁଖେ ବାହାରିବେ ପୋଲିଙ୍ଗ ପାର୍ଟି । ପୌର ଭୋଟ ପାଇଁ ନିୟୋଜିତ ହେବେ ୨୨ ହଜାର ପୋଲିଂ କର୍ମଚାରୀ। ପ୍ରତ୍ୟେକ ପୋଲିଂ ପାର୍ଟିରେ…

ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର

ଭୁବନେଶ୍ୱର,୨୨।୩(ବ୍ୟୁରୋ) : ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର ନିର୍ବାଚନ ପ୍ରଚାର । ହାତରେ ଆଉ ମାତ୍ର କିଛି ଘଣ୍ଟାର ସମୟ ।…

ବିଧାୟକ ଧରିଛନ୍ତି ପ୍ରଚାରମଙ୍ଗ

ଉମରକୋଟ,୨୧ା୩(ସ୍ବ.ପ୍ର.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ଏହାକୁ ନେଇ ଉମରକୋଟ ସହରରେ ପ୍ରଚାର ସରଗରମ ହେଉଛି। ଭୋଟ ହାତେଇବାକୁ ସବୁଦଳ ଉଦ୍ୟମ ଚଳାଇଛନ୍ତି। ଭାଜପା ମଧ୍ୟ ସ୍ବତନ୍ତ୍ର ରଣନୀତି ନେଇ ପ୍ରଚାରକୁ ଓହ୍ଲାଇଛି। ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ପ୍ରଚାର…

ପୌର ନିର୍ବାଚନ: ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ

ଭୁବନେଶ୍ୱର,୨୧।୩(ବ୍ୟୁରୋ) : ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ଆସନ୍ତା ୨୪ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ । ୨୨ ତାରିଖ ସଂଧ୍ୟା ୫ଟାରେ ସୁଦ୍ଧା ପ୍ରଚାର ସରିବ । ପୌର ନିର୍ବାଚନ ପାଇଁ…

ଦଳୀୟ ପ୍ରାର୍ଥୀଙ୍କୁ ଟକ୍କର ଦେଉଛନ୍ତି ସ୍ବାଧୀନ

ସୁନ୍ଦରଗଡ଼,୨୧।୩(ଡି.ଏନ୍‌.ଏ.): ଚଳିତ ପୌର ନିର୍ବାଚନରେ ସୁନ୍ଦରଗଡ଼ରେ କାହାର ହେବ ବାଜିମାତ। ଚା’ ଖଟି ଠାରୁ ଆରମ୍ଭ କରି ପାନ ଦୋକାନ, ବଜାର, ରାସ୍ତାଘାଟ ସବୁଠି ଏହି ଗୋଟିଏ କଥା। ସୁନ୍ଦରଗଡ଼ ପୌରାଧ୍ୟକ୍ଷ ପଦବୀ ଏଥର ମହିଳାଙ୍କ ପାଇଁ ସଂରକ୍ଷିତ ଥିବା ବେଳେ…

ଆଠମଲ୍ଲିକରେ ସମ୍ମାନର ଲଢ଼େଇ

ବଇଣ୍ଡା,୨୧।୩(ଡି.ଏନ.ଏ.): ଆଠମଲ୍ଲିକ ଏନ୍‌ଏସି ସ୍ଥାପନ ପରଠାରୁ ୪ଥର ପୌର ନିର୍ବାଚନ ହୋଇଛି। ସେଥିରୁ ୩ଥର କଂଗ୍ରେସ ଓ ଥରଟିଏ ବିଜେଡି ଏନ୍‌ଏସି ଦଖଲ କରିବାରେ ସଫଳ ହୋଇଛି। ତେବେ ଶେଷ ଦୁଇଥର ଏଠାରେ କଂଗ୍ରେସ ବିଜୟୀ ହୋଇଥିବାରୁ ଚଳିତ ପୌର ନିର୍ବାଚନରେ…

ପ୍ରଚାରରେ ଷ୍ଟାର ପ୍ରଚାରକ ଜିନା, ଶୁଭାଶିଷ

ଗଞ୍ଜାମ,୨୧।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଗଞ୍ଜାମ ସହାରାଞ୍ଚଳରେ ଶକ୍ତି ପ୍ରଦର୍ଶନ କରାଯାଇଛି। ଷ୍ଟାର ପ୍ରଚାରକ ତଥା ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଜିନା ଓ ସିରିଏଲ ଅଭିନେତା ଶୁଭାଶିଷ ଶର୍ମା ପ୍ରମୁଖଙ୍କୁ ନେଇ ବିଜେଡି ଏନ୍‌ଏସି ଯୁବ ସଭାପତି ସୁଧୀର…

ପ୍ରଚାରରେ କମ୍ପୁଛି ପୌରାଞ୍ଚଳ

ଢେଙ୍କାନାଳ ଅଫିସ, ୨୧।୩: ଢେଙ୍କାନାଳ ପୌର ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାରରେ କମ୍ପୁଛି ମଇଦାନ। ବିଜେଡି ପକ୍ଷରୁ ପ୍ରଚାର ମଙ୍ଗ ଧରିଛନ୍ତି ବିଧାୟକ ସୁଧୀର କୁମାର ସାମଲ। ରବିବାର ସକାଳେ ପର୍ଯ୍ୟାୟକ୍ରମେ ୮ନଂ., ୧୩ନଂ., ୧୪ନଂ. ଏବଂ ଅପରାହ୍ନରେ ୧୧ନଂ.,…

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ବିଜେଡି ପକ୍ଷରୁ ଭିନ୍ନ ଢଙ୍ଗରେ ନିର୍ବାଚନୀ ପ୍ରଚାର କରାଯାଇଛି। ବିଜେଡି ଅଧ୍ୟକ୍ଷା ପ୍ରାର୍ଥିନୀ, କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନିମନ୍ତେ ଖୋଦ୍‌ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡଃ.ଗୋପବନ୍ଧୁ ଦାସ ଓ ସ୍ଥାନୀୟ ବିଧାୟକ ସୁବାସ…

ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାରରେ ବୁଲୁଛନ୍ତି ଭାଜପା ନେତା

ଗଞ୍ଜାମ,୨୧ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଗଞ୍ଜାମ ସହର। ନିଜ ଦଳୀୟ ପାର୍ଥୀଙ୍କୁ ଜିତାଇବାକୁ ଲାଗିପଡ଼ିଛନ୍ତି ଆଗଧାଡ଼ିର ନେତା। ଏହି ଏନ୍‌ଏସିରେ ଅଧ୍ୟକ୍ଷା ପାଇଁ ବିଜେଡି, ଭାଜପା, କଂଗ୍ରେସ ଏବଂ ସ୍ବାଧୀନ ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?