ପୌର ନିର୍ବାଚନ

ଗୁପଚୁପ୍‌ ବିକାଳିଙ୍କ ସ୍ତ୍ରୀ କଂଗ୍ରେସର ଅଧ୍ୟକ୍ଷା ପ୍ରାର୍ଥୀ

ନୂଆପଡ଼ା ଅଫିସ,୨୧।୩: ନୂଆପଡ଼ା ଜିଲା ଖରିଆର ରୋଡ ଏନ୍‌ଏସିରେ ୩ ଜଣ ଅଧ୍ୟକ୍ଷ ପଦବୀ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ସୁନିତା ଶେଖର ଜୈନ, ଭାଜପାରୁ ସୋନିଆ ଗୋଲଡି ଅଗ୍ରୱାଲ ଓ କଂଗ୍ରେସରୁ ପୂର୍ଣ୍ଣମାସୀ କଠାର ପ୍ରାର୍ଥୀ ଭାବେ ନିର୍ବାଚନୀ ମଇଦାନରେ…

ଅଧ୍ୟକ୍ଷ ପାଇଁ ବିଜେଡି-କଂଗ୍ରେସ କଡ୍ଡା ଟକ୍କର

ଜଗତ୍‌ସିଂହପୁର ଅଫିସ, ୨୧ା୩: ଜଗତ୍‌ସିଂହପୁର ପୌର ନିର୍ବାଚନରେ ବିଜେଡି, କଂଗ୍ରେସ ଓ ଭାଜପା ନେତୃତ୍ୱ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପୁରା ଦମ୍‌ ଲଗାଇ ଦେଇଛନ୍ତି। ଏକାଧିକ ଓ୍ବାର୍ଡରେ କେଉଁ ଦଳ ଆଗରେ ରହିଛି ସେଚିତ୍ର ଅସ୍ପଷ୍ଟ ରହିଛି। ତେବେ ଅଧ୍ୟକ୍ଷ…

ପ୍ରଚାରରେ ପୂରା ଦମ୍‌ ଲଗାଇଛନ୍ତି ଦଳ

ଯାଜପୁର ଅଫିସ,୨୧ା୩: ଯାଜପୁର ଜିଲାର ୨ ପୌର ପରିଷଦର ୪୪ଟି ୱାର୍ଡ ପାଇଁ ଭୋଟକୁ ଆଉ ମାତ୍ର ୩ ଦିନ ବାକି। ସେଥିପାଇଁ ତିନି ମୁଖ୍ୟ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଅଭିଯାନର…

ପୌର ନିର୍ବାଚନ ପୂର୍ବରୁ ଜୟପୁରରେ ଫୁଟିଲା ଗୁଳି

ଜୟପୁର, ୨୧ା୩ (ନି.ପ୍ର.): ଜୟପୁର ସହରରେ ପୌର ନିର୍ବାଚନ ପୂର୍ବରୁ ଗୁଳି ଫୁଟିଛି। କେତେକ ଦୁର୍ବୃତ୍ତ ଗୋପବନ୍ଧୁ ନଗରର କାର୍ତ୍ତିକ ନାଗଙ୍କୁ ଅପହରଣ କରି ଗୁଳିକରି ହତ୍ୟା ଉଦ୍ୟମ କରିଛନ୍ତି। ଏହାକୁ ନେଇ ଜୟପୁରରେ ରାଜନୀତି ସରଗରମ ହୋଇଛି। ଘଟଣା ପଛରେ…

ହେଭିଓ୍ବେଟ୍‌ ନେତାଙ୍କ ଜୋର୍‌ଦାର ପ୍ରଚାର

କେସିଙ୍ଗା,୨୦ା୩(ଡି.ଏନ୍‌.ଏ.): କେସିଙ୍ଗା ଏନ୍‌ଏସିର ପୌର ନିର୍ବାଚନ ଆଉ ୪ ଦିନ ରହିଲା। ବିଜେଡିର ଅଧ୍ୟକ୍ଷ ପଦବୀରେ ନୃପରାଜ ଯାଦବଙ୍କୁ ଜିତାଇବା ପାଇଁ ରବିବାର ନର୍ଲା ବିଧାୟକ ଭୂପିନ୍ଦର ସିଂ,ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ,ନୂତନ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓଙ୍କ…

ଭାଇ ବିପକ୍ଷରେ ଭାଇ

ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ପୌର ପରିଷଦର ଓ୍ବାର୍ଡ ନଂ.୫ରେ ଦୁଇ ଭାଇ ପରସ୍ପର ବିପକ୍ଷରେ କାଉନ୍‌ସିଲର ପ୍ରାର୍ଥୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ସପନ କୁମାର ତ୍ରିପାଠୀ (ବୁଲୁ), ବିଜେଡି ପ୍ରାର୍ଥୀ ଉତ୍ତମ ତ୍ରିପାଠୀ ସମ୍ପର୍କୀୟ ଭାଇ। ସୂଚନାନୁଯାୟୀ ଉତ୍ତମ ପୂର୍ବତନ ଏମ୍‌ପି ପ୍ରଦୀପ…

ଯାଜପୁର ପୌର ପରିଷଦ: କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ବ୍ୟାନର ପୋଡ଼ି ଅଭିଯୋଗ

ଯାଜପୁର ଟାଉନ,୧୮ା୩(ଡି.ଏନ.ଏ.): ଯାଜପୁର ପୌର ପରିଷଦର କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀ ପ୍ରିୟଦର୍ଶିନୀ ସାମନ୍ତଙ୍କ ଏକ ବ୍ୟାନର ଯାଜପୁର ଟ୍ୟାକ୍ସି ଷ୍ଟାଣ୍ଡ ନିକଟରେ ଲଗାଯାଇଥିଲା। ତେବେ ଉକ୍ତ ବ୍ୟାନରକୁ କେହି ଅସାମାଜିକ ବ୍ୟକ୍ତି ପୋଡ଼ି ଦେଇଥିବା ଗୁରୁବାର ସକାଳେ ଜଣାପଡ଼ିଛି। ଏହାପରେ ଯାଜପୁର…

ପୂର୍ବ ଅବ୍ୟବସ୍ଥାକୁ ଭୁଲିଛନ୍ତି ଭୋଟର

ଯାଜପୁର ରୋଡ,୧୮ା୩(ଡି.ଏନ.ଏ.): ଭୋଟ ସରିଲେ ବିଜୟୀ ନେତା ଯେମିତି ତାଙ୍କ ପ୍ରତିଶ୍ରୁତି ଭୁଲି ଯାଇଥାନ୍ତି ସେମିତି ଭୋଟ ଆସିଲେ ଭୋଟର ମଧ୍ୟ ସହରର ପୂର୍ବ ଅବ୍ୟବସ୍ଥାକୁ ଭୁଲି ଯାଉଛନ୍ତି ବୋଲି ବ୍ୟାସନଗର ପୌର ନିର୍ବାଚନ ବେଳେ ଚର୍ଚ୍ଚା ଜୋର ଧରିଛି। ଏହି…

କେସିଙ୍ଗା ଏନ୍‌ଏସିରେ ବିଜେଡିର ଜୋରଦାର ପ୍ରଚାର

କେସିଙ୍ଗା,୧୭ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ଜୋର୍‌ଦାର ପ୍ରଚାର ଚାଲିଛି। ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି କେସିଙ୍ଗା ଏନ୍‌ଏସିରେ ସେତିକି ଜୋରଦାର ପ୍ରଚାର ବିଜେଡି ପକ୍ଷରୁ ଚାଲିଛି। ଗୁରୁବାର ସହରର ୧୦ ଓ ୧୧ ଓ୍ବାର୍ଡରେ ଏନ୍‌ଏସିର ଅଧ୍ୟକ୍ଷ ପ୍ରାର୍ଥୀ…

ଆଖିଦୃଶିଆ ଉନ୍ନୟନ ହେଉ

ଅନୁଗୋଳ ଅଫିସ,୧୭ା୩: ପୌର ନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଅନୁଗୋଳ ସହର। ଓ୍ବାର୍ଡର ଘର ଘର ବୁଲି ଭୋଟରଙ୍କୁ ଭେଟୁଛନ୍ତି ନଗରପାଳ ଓ କାଉନସିଲର ପ୍ରାର୍ଥୀ। ଏଥିସହ ବର୍ଷ ବର୍ଷ ଧରି ଥିବା ସମସ୍ୟାର ସମାଧାନ ନେଇ ପ୍ରତିଶ୍ରୁତି ମଧ୍ୟ ଦେଉଛନ୍ତି। ଅନୁଗୋଳ…

ପ୍ରାର୍ଥୀଙ୍କ ପ୍ରତିଶ୍ରୁତି ଉପରେ ଭୋଟରଙ୍କ ଭରସା ପାଉନିି

ବାଲେଶ୍ୱର ଅଫିସ, ୧୭ା୩: ବାଲେଶ୍ୱର ପୌର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଚୂଡାନ୍ତ ହେବା ପରେ ଅଧ୍ୟକ୍ଷ ଓ କାଉନ୍‌ସିଲର ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପ୍ରାର୍ଥୀମାନେ ୱାର୍ଡ଼ର ଘରକୁ ଘର ବୁଲି ଲୋକମାନଙ୍କୁ ସାକ୍ଷାତ୍‌ କରି ବ୍ୟକ୍ତିଗତ ଓ ୱାର୍ଡ଼ର ସମସ୍ୟା…

ପ୍ରାର୍ଥୀ ଦେଇପାରିଲାନି କଂଗ୍ରେସ: ବିଜେଡି-ଭାଜପା ମଧ୍ୟରେ ଟକ୍କର

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳର ୪୫ ନମ୍ବର ଓ୍ବାର୍ଡରେ ଏଥର ଦ୍ୱିମୁଖୀ ଲଢେଇ ଦେଖିବାକୁ ମିଳିବ। ଏହି ଓ୍ବାର୍ଡରେ କେବଳ ବିଜେଡି ଏବଂ ଭାଜପା ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ଅମରେଶ ଜେନା ଏବଂ ଭାଜପାରୁ ଜ୍ୟୋତିରେଖା ନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri