ପୌର ନିର୍ବାଚନ

ମାରାଥନ ପ୍ରଚାରରେ ବିଜେଡି ମେୟର ପ୍ରାର୍ଥୀନୀ: ବସ୍ତି ଭୋଟରଙ୍କ ଉପରେ ଫୋକସ୍‌

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ପାଇଁ ଏବେ ଲଢେଇ ଜୋର୍‌ଦାର ହେବା ଆରମ୍ଭ ହୋଇଯାଇଛି। ପ୍ରଥମ ଥର ମେୟର ନିର୍ବାଚନ ପାଇଁ ସିଧାସଳଖ ଭୋଟ୍‌ ହେଉଥିବାରୁ ଏହାକୁ ଦଖଲ କରିବା ପାଇଁ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି,…

ଭାଜପାରୁ ପିଙ୍କି ଓ ହରି, ବିଜେଡିରୁ କୁନା

କଟକ ଅଫିସ, ୧୭ା୩: କଟକ ମହାନଗର ନିଗମ(ସିଏମ୍‌ସି) ନିର୍ବାଚନ ପାଇଁ ବିଭିନ୍ନ ଓ୍ବାର୍ଡରେ ପ୍ରାର୍ଥୀମାନେ ଜୋର୍‌ଦାର୍‌ ପ୍ରଚାର ଚଳାଇଛନ୍ତି। ଏବେ ପ୍ରାର୍ଥୀଙ୍କ ସହିତ ଷ୍ଟାର ପ୍ରଚାରକମାନେ ବୁଲି ଭୋଟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ବିଶେଷକରି ପ୍ରାର୍ଥୀମାନେ ସହରବାସୀଙ୍କ ସମସ୍ୟା ଓ…

ଷଣ୍ଢକୁଦର ୩ ୱାର୍ଡରେ ତ୍ରିଶଙ୍କୁ ସ୍ଥିତି

ପାରାଦୀପ,୧୭ା୩(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳର ସବୁଠାରୁ ବଡ଼ ବସ୍ତି ହେଲା ଷଣ୍ଢକୁଦ। ଏଠାରେ ୧୭, ୧୮ ଓ ୧୯ନଂ. ଏପରି ୩ଟି ୱାର୍ଡ କରାଯାଇଛି। ୫୮୪୫ ଭୋଟର ଥିବା ଏହି ୩ ୱାର୍ଡରେ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଛି। ସମୁଦ୍ର ବେଳାଭୂମିରେ…

ନିର୍ଣ୍ଣାୟକ ହେବେ ବସ୍ତି ଭୋଟର

ଯାଜପୁର ଅଫିସ,୧୭ା୩: ଯାଜପୁର ଜିଲାରେ ଥିବା ଦୁଇ ମ୍ୟୁନିସିପାଲିଟି ମଧ୍ୟରୁ ବ୍ୟାସନଗର ନିର୍ବାଚନ ଉପରେ ଅନେକଙ୍କ ନଜର ରହିଛି। ଏଠାରେ ବିରୋଧୀ ଭାଜପା ଓ କଂଗ୍ରେସରେ ବହୁ ଦକ୍ଷ ନେତ୍ରୀ/ନେତା ସହ ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ ବିଜେଡି ପାଇଁ କଣ୍ଟା ହୋଇପାରେ…

ଭାଜପା ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ପାଇଁ ଷ୍ଟାର ପ୍ରଚାରକ

କେନ୍ଦୁଝର,୧୬ା୩(ସ୍ବ.ପ୍ର.): ଭାଜପା ଅଧ୍ୟକ୍ଷା ପ୍ରାର୍ଥିନୀ ନିକୁ ସାହୁଙ୍କ ପ୍ରଚାର ପାଇଁ ଷ୍ଟାର ପ୍ରଚାର ଭାବେ ଓଡ଼ିଆ ସିନେ ତାରକା ଓହ୍ଲାଇଛନ୍ତି। ସିନେଷ୍ଟାର ପୁପିନ୍ଦର ସିଂ, ଲିପ୍‌ସା ମିଶ୍ର, ପ୍ରିୟଙ୍କା ମହାପାତ୍ର ଓ କମେଡିଆନ ସୁମନ ମହାରଣା ବୁଧବାର ନିକୁଙ୍କ ପାଇଁ ୧୨…

୨୨ରୁ ମଦ ବିକ୍ରି ଉପରେ ଲାଗିଲା କଣାକଣା; ୪ ଦିନ ଯାଏ ‘ଡ୍ରାଏ ଡେ’

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଗକୁ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ମାସ ୨୨ ତାରିଖରୁ ସମଗ୍ର ରାଜ୍ୟର ୧୦୬ ପୌରାଞ୍ଚଳ ଏବଂ ୩ ମହାନଗର ନିଗମ ଅଞ୍ଚଳରେ ୪ ଦିନ ପାଇଁ ଡ୍ରାଏ ଡେ’ ଘୋଷଣା କରିଛନ୍ତି। ଏସବୁ…

ନିର୍ବାଚନ ନେଇ ରାଜନୀତି ସରଗରମ: ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ୨ ସ୍ବାଧୀନ ପ୍ରାର୍ଥୀ

ଗଞ୍ଜାମ,୧୪।୩(ଡି.ଏନ୍‌.ଏ.): ଆଗାମୀ ୨୪ ତାରିଖରେ ପୌରନିର୍ବାଚନ ହେବ। ଏ ନେଇ ଗଞ୍ଜାମ ଏନ୍‌ଏସିରେ ଚୂଡାନ୍ତ ପାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ଦିନରେ ୱାର୍ଡ ନଂ. ୧ ର ଦୁଇଜଣ ସ୍ବାଧୀନ ପ୍ରାର୍ଥୀ ସନ୍ୟାସୀ ଜେନା…

ଗୁଣପୁର ପୌରାଧ୍ୟକ୍ଷ ଆସନ ହାତେଇବା ବିଜେଡି ପାଇଁ ଚ୍ୟାଲେଞ୍ଜ

ଗୁଣପୁର,୧୪ା୩(ଡି.ଏନ.ଏ): ରାୟଗଡ଼ା ଜିଲାର ଗୁଣପୁର ଏବଂ ରାମନାଗୁଡ଼ା ବ୍ଲକ ବିଜେଡି ହାତରୁ ଖସିଛିା ଦୁଇଟି ସ୍ଥାନରେ ବିଜେଡିକୁ ଅଧ୍ୟକ୍ଷ ଆସନ ହରାଇବାକୁ ପଡ଼ିଛି। ଗୁଣପୁର ବ୍ଲକ ଅଧ୍ୟକ୍ଷାଭାବେ ଝିଲି ଶବର ଏବଂ ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷଭାବେ ରବି ଶଙ୍କର ଗମାଙ୍ଗ ବିଜୟୀ…

ବ୍ରହ୍ମପୁର ପୌର ନିର୍ବାଚନ ହେଉନି ନିରପେକ୍ଷ

ବ୍ରହ୍ମପୁର ଅଫିସ,୧୪ା୩: ବ୍ରହ୍ମପୁର ପୌର ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାରେ ପ୍ରଶାସନ ବିଫଳ ହୋଇଛି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ଇଙ୍ଗିତରେ ସରକାରୀ କଳ ବେନିୟମ ଭାବେ କାର୍ଯ୍ୟ କରୁଛି। ବସ୍ତିଗୁଡିକର ଗରିବ ହିତାଧିକାରୀଙ୍କୁ ଦିଆଯାଇଥିବା ଆବାସ ଯୋଜନା ଘରର…

ଜଗତ୍‌ସିଂହପୁର ପୌର ପରିଷଦ: ୨ନଂ. ୱାର୍ଡରେ ହେବ ଜୋରଦାର ଲଢ଼େଇ

ଜଗତ୍‌ସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ପୌର ପରିଷଦ ୨ନଂ. ୱାର୍ଡ ଉପରେ ଲୋକଙ୍କ ନଜର। କାରଣ ଏହି ୱାର୍ଡଟି କଂଗ୍ରେସର ଦୁର୍ଗ ଥିଲା। ଜଗତ୍‌ସିଂହପୁର ଏନ୍‌ଏସିରୁ ପୌର ପରିଷଦ ହେବା ପର୍ଯ୍ୟନ୍ତ କେବଳ ଥରେ ଅଣ କଂଗ୍ରେସ ପ୍ରାର୍ଥୀ ଜିତିଥିଲେ। ଅବଶିଷ୍ଟ…

ବିଜେଡି ପ୍ରାର୍ଥୀଙ୍କୁ ଟକ୍କର ଦେବେ ସ୍ବାଧୀନ

ଖୋର୍ଦ୍ଧା ଅଫିସ,୧୪ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିବସ। ଟିକେଟ ବଣ୍ଟନକୁ କେନ୍ଦ୍ର କରି ଭାଜପା ଓ ବିଜେଡିରୁ ଏକାଧିକ ଅସନ୍ତୁଷ୍ଟ କର୍ମୀ ମଇଦାନକୁ ଓହ୍ଲାଇଛନ୍ତି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବା ପରେ ସ୍ପଷ୍ଟ ଚିତ୍ର…

ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ, ବାହାରିବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ପରିଷଦ(ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ଆସନ୍ତା ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଗତ ୧ ତାରିଖଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଗତ ୭ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?