ଲୋନ୍ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …
ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ ପଡ଼ିପାରେ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ରେଟ ବଢ଼ାଇବା ନେଇ ବିଚାର…
ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍କୁ ନେଇ ଦେଶରେ ହଇଚଇ
ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount Rate ଚାର୍ଜ ଲାଗିବା ନେଇ ଖବର ସାମ୍ନାକୁ ଆସିଛି। ଏହି ଚାର୍ଜ ୧୫…
ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି
ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ ସାଜିଥିଲା। ଶକ୍ତିଶାଳୀ ମାଧ୍ୟାକର୍ଷଣ ବଳ ଏବଂ ଅତି ମନ୍ଥର ଆବର୍ତ୍ତନ ଗତି ଯୋଗୁ…
ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…
ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ ‘ପର୍ସନ୍-ଟୁ-ପର୍ସନ୍'(ବ୍ୟକ୍ତିରୁ ବ୍ୟକ୍ତି)(P2P) ମଧ୍ୟରେ ହେଉଥିବା ଦେଣନେଣ ସମ୍ପୂର୍ଣ୍ଣ ମାଗଣା ରହିବ। ଅପରପକ୍ଷରେ,’ପର୍ସନ୍-ଟୁ-ମର୍ଚାଣ୍ଟ’ (P2M)…
UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…
ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ସରକାର ୦.୫ ପ୍ରତିଶତ ଟ୍ୟାକ୍ସ ନେବ ବୋଲି ହେଉଥିବା ଦାବିକୁ…
ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା
ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ଟିଭିକେ (TVK) ମୁଖ୍ୟ ବିଜୟଙ୍କ ରୂପ ସଦୃଶ ହୋଇଥିବାରୁ ଭାରତୀୟ ଜନତା ପାର୍ଟି…
କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା
ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବା ଦିଗରେ ଦଳ ଆଗକୁ ବଢ଼ୁଛି । ଏହି ପ୍ରକ୍ରିୟାରେ ଲୋକସଭା…
ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’
ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ ସମ୍ପର୍କିତ କାର୍ଯ୍ୟକ୍ରମ ପାଇଁ ଭାରତ ଗସ୍ତ କରିଥିଲେ ଏବଂ ସୋସିଆଲ ମିଡିଆରେ ନିଜ…
ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…
ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ UPI ପେମେଣ୍ଟରେ ଚାର୍ଜ ଲାଗୁ କରିବାର ବାଟ ଖୋଲିଥିବା…
ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…
ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର ଘୂର୍ଣ୍ଣିିଝଡ଼ ଋତୁର ଏକ ପ୍ରମୁଖ ପର୍ଯ୍ୟାୟ ବୋଲି ମଧ୍ୟ ଧରାଯାଏ। ବଙ୍ଗୋପସାଗର ଓ…
ଆଣ୍ଡ୍ରଏଡ୍ ୟୁଜର୍ସ ସାବଧାନ! ଫୋନ୍ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ
ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍ ଫୋନ୍ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା ସତର୍କ ସୂଚନା ଜାରି କରାଯାଇଛି । ଆଣ୍ଡ୍ରଏଡ୍ ଅପରେଟିଂ ସିଷ୍ଟମ୍ରେ ଏକାଧିକ ସୁରକ୍ଷା…
ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍ ଲଢେଇ
କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ ରଥ ହେଉଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏ ଚନ୍ଦ୍ରନାଥ ରଥଙ୍କ…

