ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ ଅଂଶଗ୍ରହଣ…
ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ ସେ…
ନୂଆଦିଲ୍ଲୀ, ୨୧।୯: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଜମ୍ମୁରେ ପହଞ୍ଚିଛନ୍ତି। ସେ ଜମ୍ମୁ କଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଦଳର ପ୍ରାର୍ଥୀ ତାରା ଚାନ୍ଦଙ୍କ ପାଇଁ ପ୍ରଚାର…
ଶ୍ରୀନଗର,୨୧।୯: ଜମ୍ମୁ କଶ୍ମୀରର ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଜୋରଦାର ପ୍ରଚାର କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ମେହେନ୍ଦରରେ ପହଞ୍ଚିଛନ୍ତି। ଏଠାରେ…
ନୂଆଦିଲ୍ଲୀ,୨୧ା୯: ଅମର ପ୍ରୀତ୍ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ। ଏୟାର ମାର୍ଶଲ ଅମର ପ୍ରୀତ୍ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର ଏୟାର…
ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି। ଶନିବାର…
ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ ଆତଙ୍କବାଦୀମାନେ…
ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା ପରେ…
ହାଇଦ୍ରାବାଦ,୨୧ା୯: ତିରୁପତି ବାଲାଜୀଙ୍କ ପ୍ରସାଦ ଲଡୁ ପୁଣି ଉପଲବ୍ଧ। ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମନ୍ଦିର ଟ୍ରଷ୍ଟ କହିଛି ପ୍ରସାଦ ଲଡୁରେ ପବିତ୍ରତା ବା…