ଜାତୀୟ

ଗୋଟିଏ ଦିନ ପାଇଁ ବନ୍ଦ ରହିବ ଗେଟ୍‌ଓ୍ବେ ଅଫ୍‌ ଇଣ୍ଡିଆ, ଜାଣନ୍ତୁ କାରଣ

ମୁମ୍ବାଇ,୧ା୯: ଲୋକଙ୍କ ପାଇଁ ଗୋଟିଏ ଦିନ ବନ୍ଦ ରହିବ ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆ ବା ଇଣ୍ଡିଆ ଗେଟ୍‌। ରବିବାର ସକାଳ ୧୦ଟାଠାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ…

2 years ago

ମାଲୟାଲମ୍‌ ସିନେମାର କଳା ଅଧ୍ୟାୟ: ଗୁପ୍ତ କ୍ୟାମେରାରେ ହେଉଥିଲା ନଗ୍ନ ଭିଡିଓ

ଥିରୁଭାନନ୍ଥପୁରମ୍‌,୧ା୯: ଜଷ୍ଟିସ୍‌ ହେମା କମିଟି ରିପୋର୍ଟ ମାଲୟାଲମ୍‌ ଚଳଚ୍ଚିତ୍ର ଶିଳ୍ପର ପାଣ୍ଡୋରା ବାକ୍ସ ଖୋଲିଥିବାବେଳେ ଅଭିନେତ୍ରୀମାନଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବାର ନୂଆ ନୂଆ ଘଟଣା ପ୍ରତିଦିନ ପ୍ରଘଟ…

2 years ago

ଆନ୍ଦୋଳନ ବେଳେ ବଳ ପ୍ରୟୋଗ, କୋଲକାତା ପୋଲିସ ମୁଖ୍ୟଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୧ା୯ (ପି.ଟି.): କୋଲକାତାର ଆର୍‌.ଜି. କର ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବିକରି ଛାତ୍ରୀଛାତ୍ର ଗତ ୨୭ ତାରିଖରେ ନବାନ୍ନ…

2 years ago

ରୁବିନା ଫ୍ରାନ୍ସିସ୍‌ଙ୍କୁ ବ୍ରୋଞ୍ଜ

ଚାଟେରକ୍ସ,୧ା୯(ପି.ଟି.): ପ୍ୟାରିସ୍‌ରେ ଅନୁଷ୍ଠିତ ପାରାଲିମ୍ପିକ୍ସ ୨୦୨୪ରେ ଶନିବାର ଭାରତ ପାଇଁ ପଞ୍ଚମ ପଦକ ବିଜୟୀ ହୋଇଛନ୍ତି ପିସ୍ତଲ ଶୁଟର ରୁବିନା ଫ୍ରାନ୍ସିସ୍‌। ଏସ୍‌ଏଚ୍‌୧ ବର୍ଗର୧୦ ମିଟର ଏୟାର…

2 years ago

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେତେ ବଢ଼ିଲା…

ନୂଆଦିଲ୍ଲୀ,୧ା୯:  ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି…

2 years ago

ପିଟି ମାରୁଛନ୍ତି ଗୋରକ୍ଷକ

ଚଣ୍ଡିଗଡ଼/ ମୁମ୍ବାଇ/ଗୁଆହାଟୀ, ୧ା୯: ଗୋମାଂସ ଖାଉଥିବା ସନ୍ଦେହରେ ପଶ୍ଚିମବଙ୍ଗର ଜଣେ ଦାଦନ ଶ୍ରମିକଙ୍କୁ ହରିୟାଣା ଗୋରକ୍ଷକ ସଙ୍ଗଠନର ସଦସ୍ୟମାନେ ପିଟି ହତ୍ୟା କରିଛନ୍ତି। ଗତ ୨୭ ତାରିଖରେ…

2 years ago

ଦିଲ୍ଲୀରେ ଚାଞ୍ଚଲ୍ୟ: ୫ ବର୍ଷର ଶିଶୁଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀର କାପାଶେରା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାକୁ ଜଣେ ୧୪ ବର୍ଷର ବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶିଶୁଟି ଘରେ ଏକୁଟିଆ ଥିବାବେଳେ ପଡୋଶୀ…

2 years ago

ରାମନାଥ କୋଭିଡ୍‌ ଭାରତର ପ୍ରଥମ ଦଳିତ ରାଷ୍ଟ୍ରପତି, କଙ୍ଗନାଙ୍କ ପୁଣି ଏକ ବିବାଦୀୟ ବୟାନ

ନୂଆଦିଲ୍ଲୀ,୩୧।୮: ଅଭିନେତ୍ରୀରୁ ନେତ୍ରୀ ପାଲଟିଥିବା କଙ୍ଗନା ରାଣାଓ୍ବତ୍‌ ହିମାଚଳ ପ୍ରଦେଶର ମଣ୍ଡି ଆସନରୁ ଭାଜପା ଏମ୍‌ପି ହେବା ପରଠୁ ନିଜ ମନ୍ତବ୍ୟକୁ ନେଇ ଅଧିକ ଚର୍ଚ୍ଚା ସାଉଁଟିବାରେ…

2 years ago

କୋଲକାତା କାଣ୍ଡ: ବଳାତ୍କାର ପରେ ସେମିନାର ହଲ୍‌ରେ ପଶିଲେ, ପ୍ରମାଣ ଲୁଚାଇବା ପାଇଁ… ଭାଇରାଲ ହେଲା ଫଟୋ

କୋଲକାତା,୩୧।୮: କୋଲକାତା ଘଟଣାକୁ ନେଇ ଏକ ଫଟୋ ଭାଇରାଲ ହୋଇଛି। ଆରଜି ମେଡିକାଲ କଲେଜର ସେମିନାର ହଲ୍‌ରେ ଘଟଣା ପରେ ବହୁ ଲୋକ ଗହଳି କରିଥିବା ଫଟୋ…

2 years ago

ଘୁଞ୍ଚିଲା ବିଧାନସଭା ନିର୍ବାଚନ ତାରିଖ, ଏହିଦିନ ଭୋଟିଂ

ନୂଆଦିଲ୍ଲୀ,୩୧ା୮: ଭାରତର ନିର୍ବାଚନ କମିଶନ (ଇସିଆଇ) ହରିୟାଣା ବିଧାନସଭା ନିର୍ବାଚନ ତାରିଖ ପରିବର୍ତ୍ତନ କରିଛନ୍ତି। ଅକ୍ଟୋବର ୧ରେ ହରିୟାଣାରେ ଭୋଟଗ୍ରହଣ ପାଇଁ ପୂର୍ବରୁ ତାରିଖ ଘୋଷଣା ହୋଇଥିଲା।…

2 years ago