ଜାତୀୟ

ଜମ୍ମୁ-କଶ୍ମୀରରେ କାମ ଦେଲାନି ୩୭୦, ବଡ଼ ଓଲଟପାଲଟ କଲେ ରାହୁଲ!

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ୯୦ ବିଧାନସଭା ଆସନରେ ଭୋଟ ଗଣନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ଯାଏ ନ୍ୟାଶନାଲ କନଫରେନ୍ସ ବା ଏନସି ଓ କଂଗ୍ରେସ ମେଣ୍ଟ ବହୁମତ…

2 years ago

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ଉଦ୍ଧବ ଠାକରେଙ୍କ ବଡ଼ ଘୋଷଣା: କଂଗ୍ରେସ-ଏନସିପି..

ପୁଣେ,୮।୧୦: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମହାରାଷ୍ଟ୍ରକୁ ବଞ୍ଚାଇବା ପାଇଁ ଶିବସେନା (ଉଦ୍ଧବ ବାଲାସାହେବ…

2 years ago

‘ଜନତା ସଇନିଙ୍କ ଉପରେ ଦେଖାଇଲେ ଭରସା’, ହରିୟାଣା ନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୦: ହରିୟାଣାରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାୟାବ ସଇନିଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ…

2 years ago

କଂଗ୍ରେସ ପାଇଁ ଦ୍ୱିତୀୟ ‘ଛତିଶଗଡ଼’ ସାବ୍ୟସ୍ତ ହେଲା ହରିୟାଣା, ଅଙ୍କ ବିଗାଡ଼ିଦେଲା ଏସବୁ କାରଣ…

ଚଣ୍ଡିଗଡ଼,୮।୧୦: ହରିୟାଣା ନିର୍ବାଚନରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ଲଗାତର ତୃତୀୟ ଥର ଲାଗି ଭାଜପା ସରକାର ଗଠନ କରିବାକୁ ଯାଉଛି। କିନ୍ତୁ ଫଳାଫଳ ଆସିବା ପୂର୍ବରୁ…

2 years ago

ଅମିତ ଶାହାଙ୍କ ପୁରୁଣା ଫର୍ମୁଲା ଆଗରେ କଂଗ୍ରେସ ଚିତ୍‌ପଟାଙ୍ଗ୍‌

ଚଣ୍ଡିଗଡ,୮।୧୦: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ଏହି ଫଳାଫଳ ହରିୟାଣା…

2 years ago

ଜମ୍ମୁ-କଶ୍ମୀରରେ ଖାତା ଖୋଲିଲା ଏଏପି: ବାଜିମାରିଲେ ମେହରାଜ

ଶ୍ରୀନଗର,୮।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ନିଜର ଆକାଉଣ୍ଟ ଖୋଲିଛି। ଡୋଡା ବିଧାନସଭା ଠାରୁ ୪୭୭୦ ଭୋଟରେ ଏଏପି ପ୍ରାର୍ଥୀ ମେହରାଜ…

2 years ago

ଭିନେଶଙ୍କ ଜିତିବା ଉପରେ ଆସିଲା ବ୍ରିଜଭୂଷଣଙ୍କ ପ୍ରଥମ ପ୍ରତିକ୍ରିୟା, କହିଦେଲେ ଏମିତି…

ନୂଆଦିଲ୍ଲୀ,୮।୧୦: କଂଗ୍ରେସ ପ୍ରାର୍ଥୀ ଭିନେଶ ଫୋଗଟ ହରିୟାଣା ବିଧାନସଭା ନିର୍ବାଚନରେ ଜୁଲାନା ଆସନ ଜିତିଛନ୍ତି। ଭିନେଶ ଫୋଗଟଙ୍କ ବିଜୟରେ କେସିଆରଗଞ୍ଜର ପୂର୍ବ ଭାଜପା ଏମ୍‌ପି ବ୍ରିଜଭୂଷଣ ଶରଣ…

2 years ago

କଟା ଘା’ରେ ଚୂନ ଲଗାଇଲେ ସ୍ବାତୀ ମାଲିୱାଲ: କହିଲେ, ଅହଙ୍କାର ଛାଡନ୍ତୁ କେଜ୍‌ରିଓ୍ବାଲ୍‌

ଚଣ୍ଡିଗଡ,୮।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ଅବସ୍ଥା ଖରାପ ରହିଛି। କିଙ୍ଗମେକର ହେବାର ସ୍ବପ୍ନ ସହ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏଏପି ଦଳ ପରାଜୟର…

2 years ago

ଭାଜପା ଗଡ଼ରେ ବାଜି ମାରିନେଲେ ଭିନେଶ, ୧୯ ବର୍ଷ ପରେ ଜିତିଲା କଂଗ୍ରେସ

ଚଣ୍ଡିଗଡ଼,୮।୧୦: ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା…

2 years ago

କିଏ ହେବେ ଜମ୍ମୁ-କଶ୍ମୀରର ଆଗାମୀ ମୁଖ୍ୟମନ୍ତ୍ରୀ: ଫାରୁକ ଅବଦୁଲ୍ଲାଙ୍କ ବଡ଼ ଘୋଷଣା

ଶ୍ରୀନଗର,୮।୧୦:ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ଫଳଫଳ ଧୀରେ ଧୀରେ ସ୍ପଷ୍ଟ ହେବାରେ ଲାଗିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଏଠାରେ ନ୍ୟାଶନାଲ କନଫରେନ୍ସ-କଂଗ୍ରେସ ମିଳିତ ଭାବେ ସରକାର ଗଢିବାକୁ ଯାଉଛନ୍ତି।…

2 years ago