ଜାତୀୟ

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ…

2 years ago

ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ: ବାଂଲାଦେଶୀ ପ୍ରବାସୀମାନଙ୍କୁ ଚିହ୍ନଟ କରି ବିତାଡିତ କରାଯିବ

ନୂଆଦିଲ୍ଲୀ, ୧୭ା୧୦: ନାଗରିକତ୍ଵ ଆଇନର ଧାରା ୬ କ ବୈଧତା ଉପରେ ଶୁଣାଇ କରି ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। କୋର୍ଟ ଧାରା ୬ କ ବୈଧତାକୁ…

2 years ago

ପିଲାଙ୍କ ସାମ୍ନାରେ ପୋଷାକ ବଦଳାଇବା ଯୌନ ନିର୍ଯାତନା ସହ ସମାନ: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧୭।୧୦: ପିଲାଙ୍କ ସାମ୍ନାରେ ପୋଷାକ ବଦଳାଇବା କିମ୍ବା ଶାରୀରିକ ସମ୍ପର୍କ ରଖିବା ଯୌନ ନିର୍ଯାତନା ସହ ସମାନ। ଏକ ମାମଲାର ଶୁଣାଣିବେଳେ କୋର୍ଟ ଏପରି ବଡ଼ ରାୟ…

2 years ago

ଜଷ୍ଟିସ୍ ସଂଜୀବ ଖାନ୍ନା ପରବର୍ତ୍ତୀ ପ୍ରଧାନ ବିଚାରପତି! ନାଁ ସୁପାରିଶ କଲେ CJI ଡି.ୱାଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ, ୧୭ା୧୦: ଭାରତର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଗୁରୁବାର ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଜଷ୍ଟିସ୍ ସଂଜୀବ ଖାନ୍ନାଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି।…

2 years ago

ଫେମିନା ମିସ ଇଣ୍ଡିଆ ୨୦୨୪ର ଟାଇଟଲ ଜିତିଲେ ନିକିତା ପୋରୱାଲ, ଏହି ଫିଲ୍ମରେ ଆସିବେ ନଜର

ନୂଆଦିଲ୍ଲୀ,୧୭।୧୦: ଫେମିନା ମିସ ଇଣ୍ଡିଆ ୨୦୨୪ର ଗ୍ରାଣ୍ଡ ଫାଇନାଲ ଅକ୍ଟୋବର ୧୬ରେ ଆୟୋଜିତ ହୋଇଯାଇଛି। ଭାରତର ଏହି ମୋଷ୍ଟ ଆଇକନିକ ବିୟୁଟି ପେଜେଣ୍ଟର ୬୦ ତମ ବାର୍ଷିକୀରେ,…

2 years ago

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ

ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍…

2 years ago

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଭିଆଇପିଙ୍କ ସୁରକ୍ଷାରୁ ହଟିବେ NSG କମାଣ୍ଡୋ

ନୂଆଦିଲ୍ଲୀ,୧୬।୧୦: ଦେଶର ଭିଆଇପି ବ୍ୟକ୍ତିତ୍ୱଙ୍କ ସୁରକ୍ଷା ପାଇଁ ନିୟୋଜିତ NSG କମାଣ୍ଡୋଙ୍କ ସମ୍ପର୍କରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ଭିଆଇପିଙ୍କ…

2 years ago

୪୮ ଘଣ୍ଟାରେ ୧୨ ବିମାନକୁ ଆସିଲାଣି ବୋମା ଧମକ, କଲ୍‌ କରି…

ନୂଆଦିଲ୍ଲୀ,୧୬ା୧୦: ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍‌ ବାରମ୍ବାର ଆସୁଛି। ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍‌ ପରେ ଛନକା ପଶିଛି।…

2 years ago

ଦୀପାବଳି ପୂର୍ବରୁ କୃଷକଙ୍କୁ ସରକାରଙ୍କ ଭେଟି: ଗହମ ସମେତ ଏସବୁ ଫସଲ ଉପରେ ଏମଏସପି ବଢାଇଲେ

ନୂଆଦିଲ୍ଲୀ,୧୬ା୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। ଗୋଟିଏ ପଟେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା…

2 years ago

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି ସ୍ଥିତି…

2 years ago