ଜାତୀୟ

ଆମେ ୩ ଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲୁ, ଏବେ ନିଷ୍ପତ୍ତି କମାଣ୍ଡଙ୍କର

ନୂଆଦିଲ୍ଲୀ,୨୪।୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସର ବରିଷ୍ଠ ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିଛି। ସେପଟେ କଂଗ୍ରେସ ନେତା ରଣଦୀପ ସୁରଜେୱାଲା…

2 years ago

ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତଙ୍କ ମୃତ୍ୟୁ, ଜମ୍ମୁ ହସ୍ପିଟାଲରେ…

ନୂଆଦିଲ୍ଲୀ,୨୪।୯: ୨୦୧୯ରେ ପୁଲୱାମା, ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କର ସୋମବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କୁ ଜମ୍ମୁର…

2 years ago

ସିଦ୍ଧରମୈୟାଙ୍କୁ ଲାଗିଲା ବଡ ଝଟ୍‌କା

ବେଙ୍ଗାଲୁରୁ,୨୪।୯: ମୈସୁର ନଗର ଉନ୍ନୟନ ପ୍ରାଧିକରଣ ମାମଲାରେ କର୍ନାଟକ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଆଶ୍ୱସ୍ତି ପ୍ରଦାନ କରିନାହାଁନ୍ତି। ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ହାଇକୋର୍ଟ…

2 years ago

ରାହୁଲ ଗାନ୍ଧୀଙ୍କ ଏକ୍ସ ପୋଷ୍ଟକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୪।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ହରିୟାଣାର ଯୁବକମାନଙ୍କ ବେକାରୀ ସମସ୍ୟାକୁ ନେଇ ଏକ୍ସରେ ଏକ ପୋଷ୍ଟ ଲେଖିଛନ୍ତି। ପ୍ରଶ୍ନ ଉଠାଇଛନ୍ତି, ହରିୟାଣାର ଯୁବକମାନେ କାହିଁକି ହତାଶ…

2 years ago

ସିଏମ ମ୍ୟାଡାମ ‘ରାମାୟଣ’କୁ ନେଇ ଚାଲିବ ନାହିଁ ସରକାର, କାହିଁକି ଆତିଶୀଙ୍କୁ ଏମିତି କହିଲେ…

ନୂଆଦିଲ୍ଲୀ,୨୪।୯: ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ ଆତିଶୀ ସୋମବାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଦିଲ୍ଲୀର ସିଂହାସନରେ ବସିଛନ୍ତି। ସେ ତାଙ୍କ…

2 years ago

ସବୁ ରେକର୍ଡ ଭାଙ୍ଗିଲା ସେନସେକ୍ସ: ନିଫ୍ଟି ବି ଉପରମୁହାଁ

ମୁମ୍ବାଇ,୨୪।୯: ସେନସେକ୍ସ ମଙ୍ଗଳବାର ସବୁ ରେକର୍ଡ ଭାଙ୍ଗିଛି। ବିଏସ୍‌ଇ ସେନସେକ୍ସ ଏବଂ ଏନ୍‌ଏସ୍‌ଇ ନିଫ୍ଟି ସକାଳୁ ସକାଳୁ ଜବରଦସ୍ତ କାରବାର ଆରମ୍ଭ କରିଛି। ସକାଳ ୯.୧୫ରେ, ସେନସେକ୍ସ…

2 years ago

ତିରୁପତି ମନ୍ଦିରକୁ ଘିଅ ସପ୍ଲାଇ କରୁଥିବା କମ୍ପାନୀର ସମସ୍ତ ଅଧିକାରୀ ମୁସଲିମ! ବଡ ଦାବି, ଜାଣନ୍ତୁ ସତ କ’ଣ

ତିରୁପତି,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବିର ବ୍ୟବହାର କରାଯାଉଥିବା ବାକୁ ନେଇ ଆଲୋଚନା ସମାଲୋଚନା ବୃଦ୍ଧି ପାଇବାରେ ଲାଗିଛି।…

2 years ago

ମିଳିବ ଖୁସି ଖବର, ବନ୍ଦ ହୋଇଯିବ ଯୁଦ୍ଧ! ପୁଟିନଙ୍କ ପର୍ଯ୍ୟନ୍ତ ବାର୍ତ୍ତା ପହଞ୍ଚାଇଲେ ଡୋଭାଲ, ଏବେ ମୋଦିଙ୍କୁ ଭେଟିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ସମସ୍ତେ ଆଶା କରୁଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୌଣସି ପଥ ଛାଡି…

2 years ago

ଆଉ ନର୍ଥଇଷ୍ଟ-ଲଦ୍ଦାଖରେ ପଶିବାକୁ ଚେଷ୍ଟା କରିବନି ଡ୍ରାଗନ! ଭାରତର ମିତ୍ର ଦେଶ ଆମେରିକା ଦେଲା ବଡ ବୟାନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ଆମେରିକୀୟ ଗସ୍ତରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଦେଶ ଫେରିଛନ୍ତି। ଆମେରିକାରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଜୋ ବାଇଡେନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିଥିଲେ।…

2 years ago

ସମାଧାନ କରିବାକୁ ଯାଇଥିଲେ: ମହିଳା ପୋଲିସଙ୍କୁ ତୀର ମାଡ଼ କଲେ….

ପାଟନା,୨୪।୯: ବିହାରର ଅରରିଆ ଜିଲା ମହଲଗାଓଁ ଥାନା ପୋଖରିଆ ଗ୍ରାମରେ ଏକ ଜମି ବିବାଦର ସମାଧାନ କରିବା ପାଇଁ ପହଞ୍ଚିଥିବା ପୋଲିସ ଟିମ୍‌ ଉପରେ ସ୍ଥାନୀୟ ଲୋକେ…

2 years ago