ଜାତୀୟ

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ ବୋଲି…

2 years ago

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ…

2 years ago

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ ବରୁଣ…

2 years ago

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ ନ…

2 years ago

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ ହେଉଛି,…

2 years ago

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ ନେତା…

2 years ago

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ ହୋଇଥିଲା…

2 years ago

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା…

2 years ago

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି। ଏହି…

2 years ago

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ ଆଲିଙ୍ଗନ…

2 years ago